ତହଉର ରାଣାଙ୍କୁ ଭାରତ ଆଣିବାରେ ମୋଦିଙ୍କର କିଛି ବାହାଦୂରି ନାହିଁ

ନୂଆଦିଲ୍ଲୀ,୧୨।୪: ତହଉର ରାଣାଙ୍କ ପ୍ରତ୍ୟର୍ପଣକୁ ନେଇ ରାଜନୀତି ତୀବ୍ର ହେବାରେ ଲାଗିଛି। କଂଗ୍ରେସ ଏବଂ ଭାଜପା ନେତାମାନଙ୍କ ମଧ୍ୟରେ ଶ୍ରେୟ ନେବା ପାଇଁ ପ୍ରତିଯୋଗିତା ଚାଲିଛି। ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ ସିଂହ ଶନିବାର ଏକ ବଡ଼ ବୟାନ ଦେଇଛନ୍ତି। ସେ … Read More

ଏମ୍‌କେ ଷ୍ଟାଲିନ, ମମତା ବାନାର୍ଜୀ, ସିଦ୍ଧରମୈୟାଙ୍କୁ ଚିଠି ଲେଖିଲେ ମେହେବୁବା ମୁଫତି

ନୂଆଦିଲ୍ଲୀ,୧୨।୪: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହେବୁବା ମୁଫତି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟାଙ୍କୁ ଚିଠି ଲେଖି ବଢିଚାଲିଥିବା ବହୁସଂଖ୍ୟକବାଦି ରାଜନୈତିକ ପରିବେଶ ମଧ୍ୟରେ ଭାରତୀୟ ସମ୍ବିଧାନର ମୌଳିକ ମୂଲ୍ୟବୋଧ ପାଇଁ … Read More

ଚାରି ଧାମ ଯାତ୍ରା ପାଇଁ ଜାରି ହେଲା ସ୍ବତନ୍ତ୍ର ନିର୍ଦ୍ଦେଶାବଳୀ

ନୂଆଦିଲ୍ଲୀ: ଉତ୍ତରାଖଣ୍ଡର ବିଶ୍ୱ ପ୍ରସିଦ୍ଧ ଚାରିଧାମ ଯାତ୍ରା ଚଳିତ ବର୍ଷ ୩୦ ଏପ୍ରିଲରୁ ଆରମ୍ଭ ହେବାକୁ ଯାଉଛି । ପ୍ରତିବର୍ଷ ପରି ଏଥର ମଧ୍ୟ ଲକ୍ଷ ଲକ୍ଷ ଭକ୍ତ ଦର୍ଶନ ପାଇଁ ଗଙ୍ଗୋତ୍ରୀ, ଯମୁନେତ୍ରୀ, କେଦାରନାଥ ଏବଂ ବଦ୍ରିନାଥ ଆସିବେ ବୋଲି … Read More

ନ୍ୟାସନାଲ ହେରାଲ୍ଡ ମନି ଲଣ୍ଡରିଂ ମାମଲାରେ ଇଡିର ବଡ଼ କାର୍ଯ୍ୟାନୁଷ୍ଠାନ, ସଂପତ୍ତି ଦଖଲ ପ୍ରକ୍ରିୟା ଆରମ୍ଭ

ନୂଆଦିଲ୍ଲୀ : ନ୍ୟାସନାଲ ହେରାଲ୍ଡ ମନି ଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଆସୋସିଏଟେଡ୍ ଜର୍ଣ୍ଣାଲ୍ସ ଲିମିଟେଡ୍ (ଏଜେଏଲ୍)ର ସଂଲଗ୍ନ ସମ୍ପତ୍ତିକୁ ଦଖଲ କରିବା ପ୍ରକ୍ରିୟା ଆରମ୍ଭ କରିଛି ଇଡି। ୧୧ ଏପ୍ରିଲ୍ ୨୦୨୫ରେ, ଇଡି … Read More

ପାକିସ୍ତାନର ୧.୫ ଲକ୍ଷରୁ ଅଧିକ ଶ୍ରମିକଙ୍କୁ ଚାକିରି ଦେବ ବେଲାରୁଷ୍

ଇସଲାମାବାଦ: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ କହିଛନ୍ତି, ବେଲାରୁଷ୍ ପ୍ରାୟ ୧.୫ ଲକ୍ଷ ପାକିସ୍ତାନୀଙ୍କୁ ଚାକିରି ପ୍ରଦାନ କରିଛି। ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ଏହାକୁ ପାକିସ୍ତାନବାସୀଙ୍କ ପାଇଁ ଏକ ଉପହାର ବୋଲି କହିଛନ୍ତି। ପାକିସ୍ତାନ କହିଛି ଯେ, ବେଲାରୁଷ୍‌ର ପ୍ରସ୍ତାବ ଦୁଇ … Read More

ପଶ୍ଚିମବଙ୍ଗରେ ଲାଗୁ ହେବନାହିଁ ୱାକଫ ଆଇନ: ମମତା ବାନାର୍ଜୀ

କୋଲକାତା : ୱାକଫ ଆଇନ ବିରୋଧରେ ପଶ୍ଚିମବଙ୍ଗର ଅନେକ ଜିଲ୍ଲାରେ ହିଂସାତ୍ମକ ପ୍ରତିବାଦ କରାଯାଉଛି । ମୁର୍ଶିଦାବାଦ, ହୁଗଲି, ୨୪ ପ୍ରଗଣା ଏବଂ ମାଲଦା ଜିଲ୍ଲାରେ ପୋଲିସ ଗାଡ଼ି ପୋଡ଼ି ଦିଆଯାଇଥିଲା। ଟ୍ରେନ୍ ଏବଂ ରାସ୍ତା ଅବରୋଧ କରାଯାଇଥିଲା ଏବଂ ପୋଡ଼ାଜଳା … Read More

ବିହାରରେ କାଳବୈଶାଖୀର ତାଣ୍ଡବ, ଗଲାଣି ୧୦୨ ଜଣଙ୍କ ଜୀବନ

ବିହାର : ବିଭିନ୍ନ ସ୍ଥାନରେ କାଳବୈଶାଖୀର ତାଣ୍ଡବ ।  ଏଯାଏ ଗଲାଣି ୧୦୨ ଜଣଙ୍କ ଜୀବନ ।  ବିହାରରେ ସବୁଠାରୁ ଅଧିକ ଦେଖିବାକୁ ମିଳିଛି ପ୍ରକୃତିର ପ୍ରଭାବ ।  ଭୀଷଣ ବର୍ଷା ଏବଂ ବ୍ରଜପାତ ଯୋଗୁଁ ଗତ ୨୪ ଘଣ୍ଟାରେ ୮୦ ରୁ … Read More

ବରିଷ୍ଠ କଂଗ୍ରେସ ନେତା ସୁରନାଦ ରାଜଶେଖରନଙ୍କ ପରଲୋକ

ବରିଷ୍ଠ କଂଗ୍ରେସ ନେତା ସୁରନାଦ ରାଜଶେଖରନଙ୍କର କୋଚିର ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଛି ।  ତାଙ୍କୁ ମୃତ୍ୟୁ ସମୟରେ ୭୬ ବର୍ଷ ବୟସ ହୋଇଥିଲା । ସକାଳ ପ୍ରାୟ ୧୧ଟାରେ ତାଙ୍କ ପାର୍ଥିବ ଶରୀରକୁ କୋଲାମର ଚଥାନ୍ନୁରସ୍ଥିତ ତାଙ୍କ ବାସଭବନକୁ … Read More

ଟ୍ରମ୍ପଙ୍କ ଶୁଳ୍କ ବୃଦ୍ଧିକୁ ନେଇ ମୁହଁ ଖୋଲିଲେ ଜିନପିଙ୍ଗ

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚୀନ ଉପରେ ପାରସ୍ପରିକ ଶୁଳ୍କ ୧୪୫%କୁ ବୃଦ୍ଧି କରିବା ପରେ ଦୁଇ ଦେଶ ମଧ୍ୟରେ ବାଣିଜ୍ୟିକ ଯୁଦ୍ଧ ଘନେଇବାରେ ଲାଗିଛି। ଚୀନ ଆମେରିକା ଉତ୍ପାଦ ଉପରେ ୧୨୫% ଶୁଳ୍କ ଲାଗୁ କରିବା ପରେ ଟ୍ରମ୍ପ ଏହି … Read More

ଏଆଇଡିଏମକେ ସହ ମେଣ୍ଟ କଲା ବିଜେପି, ଏକାଠି ଲଢ଼ିବେ ତାମିଲନାଡୁ ବିଧାନସଭା ନିର୍ବାଚନ

ତାମିଲନାଡୁରେ ଶାସକ ଡିଏମକେକୁ ହରାଇବା ପାଇଁ ବିଜେପି ନୂଆ ଗୋଟି ଚାଳନା କରିଛି। ଆଗାମୀ ୨୦୨୬ ବିଧାନସଭା ନିର୍ବାଚନରେ ଏହି ଜାତୀୟ ଦଳ ତାମିଲନାଡୁର ଆଞ୍ଚଳିକ ଦଳ ଏଆଇଡିଏମକେ(ଅଲ୍‌ ଇଣ୍ଡିଆ ଆନ୍ନା ଦ୍ରାଭିଡ଼ ମୁନ୍ନେତ୍ର କାଝାଗମ) ସହିତ ମେଣ୍ଟ କରିଛି। ଉଭୟ … Read More