ବିଜେପି ନେତାଙ୍କ ବିବାଦୀୟ ବୟାନ: କହିଲେ- ପ୍ରିୟଙ୍କାଙ୍କ ଗାଲ ଭଳି ରାସ୍ତା କରିଦେବି
ଦେଶର ରାଜଧାନୀ ଦିଲ୍ଲୀ ବିଧାନସଭା ନିର୍ବାଚନକୁ ନେଇ ଜାତୀୟ ରାଜନୀତି ସରଗରମ। ଏହାରି ଭିତରେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧି ଭଦ୍ରାଙ୍କୁ ନେଇ ଆପତ୍ତିଜନକ ବୟାନ ଦେଇ ବିବାଦରେ ବିଜେପି ନେତା ରମେଶ ବିଧୁଡ଼ି। ଦିଲ୍ଲୀର କାଲକାଜୀ ଆସନରେ ବିଜେପିରୁ ପ୍ରାର୍ଥୀ ହୋଇଥିବା … Read More
