ତେଲେଙ୍ଗାନାରେ ଆତ୍ମସମର୍ପଣ କଲେ ଛତିଶଗଡ଼ର ୮୬ ମାଓବାଦୀ

ହାଇଦ୍ରାବାଦ: ପୁଣି ପୋଲିସ ପାଖରେ ଆତ୍ମସମର୍ପଣ କଲେ ମାଓବାଦୀ । ତେଲେଙ୍ଗାନାରେ ଆତ୍ମସମର୍ପଣ କଲେ ଛତିଶଗଡ଼ର ୮୬ ମାଓବାଦୀ । ଭଦ୍ରାଦ୍ରୀ କୋଥାଗୁଡେମ୍ ଜିଲ୍ଲାରେ ନକ୍ସଲଙ୍କ ଆତ୍ମସମର୍ପଣ । ତେବେ ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ଭିତରୁ ୨୦ ଜଣ ମହିଳା ମାଓବାଦୀ … Read More

ଓ୍ବକ୍‌ଫ ବିଲ୍‌କୁ ନେଇ ଜେଡିୟୁରେ ଫାଟ: ଇସ୍ତଫା ଦେଲେଣି ୫ ନେତା

ନୂଆଦିଲ୍ଲୀ,୫।୪:ଓ୍ବକ୍‌ଫ ସଂଶୋଧନ ବିଲ୍‌କୁ ସମର୍ଥନ ନେଇ ନୀତୀଶ କୁମାରଙ୍କ ସଂଯୁକ୍ତ ଜନତା ଦଳ (ଜେଡିୟୁ)ରେ ଫାଟ ସୃଷ୍ଟି ହୋଇଛି। ଦଳୀୟ ନିଷ୍ପତ୍ତିରେ ଅସନ୍ତୋଷ ବ୍ୟକ୍ତ କରି ଜେଡିୟୁର ୫ ନେତା ଇସ୍ତଫା ଦେଲେଣି। ଇସ୍ତଫା ଦେଇଥିବା ନେତାମାନେ ହେଲେ ରାଜୁ ନାୟାର, … Read More

ଓଡ଼ିଶାର ଦୁଇଟି ସମେତ ୪ ରେଳ ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ: ରେଳ ଧାରଣା କ୍ଷମତା ବୃଦ୍ଧି କରିବା ପାଇଁ ଭାରତୀୟ ରେଳବାଇ ଯାତ୍ରୀ ଏବଂ ପଣ୍ୟବାହୀ ଟ୍ରେନଗୁଡିକର ସୁଗମ ଏବଂ ଦ୍ରୁତ ପରିବହନ ସୁନିଶ୍ଚିତ କରିବାକୁ ୪ଟି ମଲ୍ଟିଟ୍ରାକିଂ ପ୍ରକଳ୍ପ ହାତକୁ ନେବାକୁ ଯୋଜନା କରୁଛି। ଏହି ପଦକ୍ଷେପଗୁଡ଼ିକ ଯାତ୍ରା ସୁବିଧାକୁ … Read More

ସୁପ୍ରିମକୋର୍ଟରେ ପହଞ୍ଚିଲା ଓ୍ବାକଫ(ସଂଶୋଧନ) ବିଲ୍

ନୂଆଦିଲ୍ଲୀ : ୱାକଫ ସଂଶୋଧନ ଆଇନକୁ ନେଇ ସାରା ଦେଶରେ ରାଜନୈତିକ ଉଷ୍ମତା ରହିଛି। କଂଗ୍ରେସ ସମେତ ଅନ୍ୟାନ୍ୟ ବିରୋଧୀ ଦଳ ଏବଂ ଅନେକ ମୁସଲିମ ସଂଗଠନ ଏହି ବିଲ୍‌କୁ ବିରୋଧ କରୁଛନ୍ତି। ଏବେ ୱାକଫ ସଂଶୋଧନ ବିଲ୍ ମାମଲା ମଧ୍ୟ … Read More

ମୋଦୀ-ୟୁନୁସଙ୍କ ଆଲୋଚନାବେଳେ ଉଠିଲା ହସିନାଙ୍କ ପ୍ରତ୍ୟର୍ପଣ ପ୍ରସଙ୍ଗ

ଥାଇଲାଣ୍ଡର ରାଜଧାନୀ ବ୍ୟାଙ୍କକରେ ଅନୁଷ୍ଠିତ ବିମଷ୍ଟେକ ସମ୍ମିଳନୀରେ ଯୋଗଦେବା ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ବାଂଲାଦେଶ ଅନ୍ତରୀଣ ସରକାରର ମୁଖ୍ୟ ମହମ୍ମଦ ୟୁନୁସଙ୍କ ମଧ୍ୟରେ ଦ୍ବିପାକ୍ଷିକ ଆଲୋଚନା ଅନୁଷ୍ଠିତ ହୋଇଛି। ଏହି ଅବସରରେ ବାଂଲାଦେଶର ବିତାଡ଼ିତ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ … Read More

ଟ୍ରମ୍ପଙ୍କୁ ଚୀନର ଜବାବ, ଆମେରିକୀୟ ସାମଗ୍ରୀ ଉପରେ ଲଗାଇଲା ୩୨% ଅତିରିକ୍ତ ଶୁଳକ

ବେଜିଂ : ଯାହା ଭୟ ଥିଲା ତାହା ପ୍ରାୟ ଘଟିବା ଆରମ୍ଭ କରିଦେଇଛି। ଏହାର ଅର୍ଥ ହେଉଛି ବାଣିଜ୍ୟ ଯୁଦ୍ଧ ଆରମ୍ଭ ହୋଇଗଲାଣି। କାରଣ ଆମେରିକାର ଶୁଳ୍କର ଜବାବରେ, ଆଜି ଏପ୍ରିଲ ୪ ତାରିଖରେ, ଚୀନ୍ ମଧ୍ୟ ପ୍ରତିଶୋଧମୂଳକ ଶୁଳ୍କ ଘୋଷଣା … Read More

ଷ୍ଟକବଜାର ପାଇଁ କଳା ଶୁକ୍ରବାର, ୧୧ ଲକ୍ଷ କୋଟି ହରାଇଲେ ନିବେଶକ

ମୁମ୍ବାଇ : ଟ୍ରମ୍ପଙ୍କ ନୂତନ ଟାରିଫ୍ ନୀତି ପରେ ଗୁରୁବାର ଆମେରିକୀୟ ବଜାରରେ ହୋଇଥିବା ପ୍ରବଳ ହ୍ରାସର ସିଧାସଳଖ ପ୍ରଭାବ ଆଜି ଭାରତୀୟ ଷ୍ଟକ ବଜାର ସମେତ ସମଗ୍ର ଅନ୍ତର୍ଜାତୀୟ ଷ୍ଟକ ବଜାର ଉପରେ ପଡ଼ିଛି। ଆଜି ସପ୍ତାହର ଶେଷ ବ୍ୟବସାୟ … Read More

ୱାକଫ ବିଧେୟକକୁ ନେଇ ଜେଡିୟୁରେ ଫାଟ, ଦଳ ଛାଡ଼ିଲେ ଆଉ ୩ ନେତା

ୱାକଫ(ସଂଶୋଧନ) ବିଧେୟକକୁ ନେଇ ବିହାର ମୁଖ୍ୟମନ୍ତ୍ରୀ ନିତିଶ କୁମାରଙ୍କ ଜେଡିୟୁ ମଧ୍ୟରେ ଫାଟ ଦେଖିବାକୁ ମିଳିଛି। ସଂସଦରେ ଜେଡିୟୁ ବିଧେୟକକୁ ସମର୍ଥନ କରିବା ପରେ ଦଳ ଭିତରେ ରହିଥିବା ମୁସଲମାନ ବିଧାୟକମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଦୁଇ ଦିନ ମଧ୍ୟରେ … Read More

‘ଓ୍ବାକଫ ବିଲକୁ ଜବରଦସ୍ତି ଗୃହୀତ କରାଯାଇଛି !’, ସୋନିଆଙ୍କ ମନ୍ତବ୍ୟକୁ ନେଇ ବିବାଦ

ନୂଆଦିଲ୍ଲୀ : ଲୋକସଭା ବାଚସ୍ପତି ଓମ୍ ବିର୍ଲା ଶୁକ୍ରବାର କଂଗ୍ରେସ ସଂସଦୀୟ ଦଳ ମୁଖ୍ୟ ସୋନିଆ ଗାନ୍ଧୀଙ୍କ ନାମ ନ ନେଇ କହିଛନ୍ତି ଯେ ୱାକଫ୍ (ସଂଶୋଧନ) ବିଲ୍ ଉପରେ ତାଙ୍କର ମନ୍ତବ୍ୟ ଦୁର୍ଭାଗ୍ୟଜନକ ଏବଂ ସଂସଦୀୟ ଶୈଳୀର ଅନୁରୂପ ନୁହେଁ। … Read More

ଶେଷ ହେଲା ବଜେଟ୍ ଅଧିବେଶନ: ଲୋକସଭା ପରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ହେଲା ରାଜ୍ୟସଭା

ନୂଆଦିଲ୍ଲୀ: ସଂସଦ ଉଭୟ ଗୃହରେ ଶେଷ ହେଲା ବଜେଟ୍ ଅଧିବେଶନ । ଲୋକସଭା ପରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ହେଲା ରାଜ୍ୟସଭା । ୩୧ ଜାନୁୟାରୀରେ ଆରମ୍ଭ ହୋଇଥିଲା ସଂସଦର ବଜେଟ ଅଧିବେଶନ । ଉଭୟ ଗୃହକୁ ଅନିର୍ଦ୍ଦିଷ୍ଟ କାଳ … Read More