ୱାକଫ୍‌ ବିଲ୍‌: ବିବେକ ଅନୁସାରେ ଭୋଟ୍‌ ଦେବାକୁ ନିଷ୍ପତ୍ତି ନେଲା ବିଜେଡି

ନୂଆଦିଲ୍ଲୀ: ସଂସଦରେ ବଜେଟ୍‌ ଅଧିବେଶନର ଆଉ ଦୁଇ ଦିନ ବାକି ଥିବା ବେଳେ ଗୁରୁବାର ରାଜ୍ୟସଭାରେ ଓ୍ୱାକଫ୍‌ (ସଂଶୋଧନ) ବିଲ୍‌ ଉପସ୍ଥାପନ ହୋଇଛି। ଏହାପୂର୍ବ ଦିନ ଲୋକସଭାରେ ୧୨ ଘଣ୍ଟାର ଜୋରଦାର ଆଲୋଚନା ପରେ ପାସ ହୋଇଥିଲା। ଏବେ ରାଜ୍ୟସଭାରେ ଏହାର ଭାଗ୍ୟ ନିର୍ଣ୍ଣୟ … Read More

ପିପିଏଫ ଆକାଉଣ୍ଟ ନୋମିନି ପରିବର୍ତ୍ତନ ହେଲା ଦେୟମୁକ୍ତ

ନୂଆଦିଲ୍ଲୀ: ଏଣିକି ଆଉ ପିପିଏଫ ଆକାଉଣ୍ଟ ନୋମିନି ପରିବର୍ତ୍ତନ ପାଇଁ ଚାର୍ଜ ଦେବାକୁ ପଡିବ ନାହିଁ । ଆର୍ଥିକ ସଂସ୍ଥାଗୁଡ଼ିକ ଏନେଇ ଯେଉଁ ଚାର୍ଜ ଲଗାଉଥିଲେ, ତାହା ଏବେ ଆଉ ଲଗାଯିବ ନାହିଁ । ଏଣିକି ଦେୟମୁକ୍ତ ହେବ ପିପିଏଫ ଆକାଉଣ୍ଟ … Read More

ରାଜ୍ୟସଭାରେ ୱକଫ୍ ବିଲ୍ ଆଲୋଚନା ବେଳେ ବିଜେଡିର ବିରୋଧ

ନୂଆଦିଲ୍ଲୀ/ଭୁବନେଶ୍ବର: ରାଜ୍ୟସଭାରେ ୱାକଫ୍ ବିଲ୍ ଆଲୋଚନା ବେଳେ ବିଜେଡି ଏହାକୁ ବିରୋଧ କରିଛି। ଆଲୋଚନାରେ ଭାଗ ନେଇ ସାଂସଦ ମୁନା ଖାନ୍ ଏହାକୁ ବିରୋଧ କରିଛନ୍ତି। ସେ କହିଛନ୍ତି, ୱକଫ୍ ସମ୍ପତ୍ତି ସୁରକ୍ଷିତ ରହିବା ନେଇ ପ୍ରଥମେ ମନ୍ତ୍ରୀ ସ୍ପଷ୍ଟ କରନ୍ତୁ। … Read More

ନିଯୁକ୍ତି ରଦ୍ଦ ହେବା ପରେ ମମତାଙ୍କ ବୟାନ ; ଅଦାଲତକୁ ସମ୍ମାନ କରୁଛୁ, କିନ୍ତୁ ଏହି ନିଷ୍ପତ୍ତିକୁ ଅସ୍ୱୀକାର

ନୂଆଦିଲ୍ଲୀ: ପଶ୍ଚିମବଙ୍ଗରେ ପ୍ରାୟ ୨୬୦୦୦ ଶିକ୍ଷକ ଓ ଷ୍ଟାଫଙ୍କ ନିଯୁକ୍ତିକୁ ସୁପ୍ରିମକୋର୍ଟ ଅବୈଧ ଘୋଷଣା କରିବା ପରେ ରାଜନୀତି ଜୋର ହୋଇଛି । ଏହି ମାମଲାରେ ବିରୋଧୀ ଦଳ ବିଜେପି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଇସ୍ତଫା ଦାବି କରିଛି । ଅନ୍ୟପଟେ … Read More

ରାଜ୍ୟ ସଭାରେ ୱାକଫ ବିଧେୟକ ଆଗତ

ରାଜ୍ୟ ସଭାରେ ଆଗତ ହୋଇଛି ୱାକଫ (ସଂଶୋଧନ) ବିଧେୟକ। ଗତ ବୁଧବାର ଏହି ବିଧେୟକ ଲୋକସଭାରେ ପାରିତ ହେବା ପରେ ଗୁରୁବାର ରାଜ୍ୟ ସଭାରେ ଆଗତ ହୋଇଛି। ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ ଏହି ବିଲ ଆଗତ କରି କହିଥିଲେ, … Read More

ସମ୍ପତ୍ତି ତାଲିକା ସାର୍ବଜନୀନ କଲେ ସିଜେଆଇଙ୍କ ସମେତ ୩୦ ବିଚାରପତି

ସୁପ୍ରିମକୋର୍ଟର ସମସ୍ତ ବିଚାରପତି ନିଜ ସମ୍ପତ୍ତି ତାଲିକା ସାର୍ବଜନୀନ କରିବା ଲାଗି ଘୋଷଣା କରିଛନ୍ତି। ଏଣିକି ପ୍ରଧାନ ବିଚାରପତିଙ୍କୁ ବି ନିଜର ସମ୍ପତ୍ତି ତାଲିକା ଘୋଷଣା କରିବାକୁ ହେବ। ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ଅନୁସାରେ ବିଚାରପତିମାନେ ପଦବୀ ସମ୍ଭାଳିବା ମାତ୍ରେ ନିଜ ସମ୍ପତ୍ତିର … Read More

ଓ୍ବାକଫ୍ ନାଁରେ ଜମି ହଡ଼ପ କରାଯାଉଥିଲା : ଯୋଗୀ

ପ୍ରୟାଗରାଜ: ଗୁରୁବାର ଦିନ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ୱାକଫ ବୋର୍ଡ ଉପରେ ସିଧାସଳଖ ଆକ୍ରମଣ କରି ଏହା ଉପରେ ଜମି ଜବରଦଖଲ କରିବାର ଅଭିଯୋଗ ଆଣିଛନ୍ତି ଏବଂ କହିଛନ୍ତି ଯେ ସାର୍ବଜନୀନ ଏବଂ ଐତିହାସିକ ସ୍ଥାନଗୁଡ଼ିକ ଉପରେ ଏହାର … Read More

ମମତାଙ୍କୁ ସୁପ୍ରିମକୋର୍ଟ ଝଟକା, ୨୫ ହଜାର ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀଙ୍କ ନିଯୁକ୍ତି ରଦ୍ଦ ଆଦେଶ ବଳବତ୍ତର

ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲାରେ ପଶ୍ଚିମବଙ୍ଗ ସରକାରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟକା ମିଳିଛି। ରାଜ୍ୟରେ ହୋଇଥିବା ୨୫ ହଜାର ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ ନିଯୁକ୍ତିକୁ ରଦ୍ଦ କରିବା ଲାଗି କଲକାତା ହାଇକୋର୍ଟ ଦେଇଥିବା ରାୟକୁ ସୁପ୍ରିମକୋର୍ଟ ବଳବତ୍ତର ରଖିଛନ୍ତି। ହାଇକୋର୍ଟଙ୍କ … Read More

ପୁନମ ଗୁପ୍ତା ଆରବିଆଇ ଡେପୁଟି ଗଭର୍ଣ୍ଣର ନିଯୁକ୍ତ

ଅର୍ଥନୀତିଜ୍ଞ ତଥା ନ୍ୟାସନାଲ କାଉନସିଲ ଅଫ ଆପ୍ଲାଏଡ ଇକୋନୋମିକ ରିସର୍ଚ୍ଚ(ଏନସିଏଇଆର)ର ମହାନିର୍ଦେଶକ ପୁନମ ପାଣ୍ଡେଙ୍କୁ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ)ର ଡେପୁଟି ଗଭର୍ଣ୍ଣର ଭାବେ ନିଯୁକ୍ତ କରିଛନ୍ତି କେନ୍ଦ୍ର ସରକାର। ସେ ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ ଏହି ପଦବୀରେ ରହିବେ। ଗତ … Read More

୫୬୦୦ କିଲୋମିଟର ରାଜପଥ ନିର୍ମାଣ କରିଛି ଜାତୀୟ ରାଜପଥ କର୍ତ୍ତୃପକ୍ଷ

ଜାତୀୟ ରାଜପଥ କର୍ତ୍ତୃପକ୍ଷ – ଏନ୍ଏଚ୍ଏଆଇ ୨୦୨୪-୨୫ ଆର୍ଥିକ ବର୍ଷରେ ୫ ହଜାର ୧୫୦ କିଲୋମିଟର ଜାତୀୟ ରାଜପଥ ନିର୍ମାଣ ଲକ୍ଷ୍ୟ ଧାର୍ଯ୍ୟ କରିଥିବା ବେଳେ ୫୬୦୦ କିଲୋମିଟରରୁ ଅଧିକ ଜାତୀୟ ରାଜପଥ ନିର୍ମାଣ କରିଛନ୍ତି। ସଡ଼କ ପରିବହନ ଓ ରାଜପଥ … Read More