ଭୂକମ୍ପରେ ମିଆଁମାର ଓ ଥାଇଲ୍ୟାଣ୍ଡ ଛାରଖାର: ଭାରତ ଆରମ୍ଭ କଲା ଅପରେସନ ବ୍ରହ୍ମା

ମିଆଁମାର ଓ ଥାଇଲ୍ୟାଣ୍ଡରେ ଶୁକ୍ରବାର ହୋଇଥିବା ଶକ୍ତିଶାଳୀ ଭୂକମ୍ପ ସବୁ କିଛି ଛାରଖାର କରି ଦେଇଛି। ୭.୭ ଓ ୬.୪ ତୀବ୍ରତାର ୨ଟି ଭୂକମ୍ପ ପ୍ରଭାବରେ ମିଆଁମାର ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ହୋଇଛି। ଅନେକ ବଡ଼ବଡ଼ ଅଟ୍ଟାଳିକା ମାଟିରେ ମିଶି ଯାଇଥିବା … Read More

ମନ୍ତ୍ରୀଙ୍କ ଘୋଷଣା; ଦୁଇଚକିଆ ଯାନ ସହିତ ଦୁଇଟି ଆଇଏସଆଇ ପ୍ରମାଣିତ ହେଲମେଟ ଯୋଗାଇବା ବାଧ୍ୟତାମୂଳକ

ନୂଆଦିଲ୍ଲୀ: ଭାରତରେ ସଡ଼କ ସୁରକ୍ଷାକୁ ସୁଦୃଢ଼ ​​କରିବା ଲକ୍ଷ୍ୟରେ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଏକ ଘୋଷଣା କରିଛନ୍ତି । ଏହି ଘୋଷଣା ଅନୁଯାୟୀ, ଏଣିକି ପ୍ରତ୍ୟେକ ଦୁଇଚକିଆ ଯାନ ସହିତ ଦୁଇଟି ଆଇଏସଆଇ ପ୍ରମାଣିତ ହେଲମେଟ ଯୋଗାଇବା … Read More

ମିଆଁମାରରେ ପୁଣି ଭୂମିକମ୍ପ; ୫.୧ ତୀବ୍ରତାରେ ଥରିଲା ରାଜଧାନୀ

ନୂଆଦିଲ୍ଲୀ: ମିଆଁମାରରେ ପୁଣି ଭୂମିକମ୍ପ ଝଟକା । ୫.୧ ତୀବ୍ରତାରେ ଥରିଲା ରାଜଧାନୀ ସମତେ ଅନେକ ଅଞ୍ଚଳ । ଏହାର କେନ୍ଦ୍ରସ୍ଥଳ ନାପିଡୋ ସହରରେ ରହିଛି । ଲଗାତାର ଭୂମିକମ୍ପ ଅନୁଭୂତ ହେଇଥିବାରୁ ଭୟଭୀତ ହୋଇଛନ୍ତି ଲୋକେ । ଘରଦ୍ବାର ଛାଡ଼ି … Read More

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଟଳିଲେ ୧୬ ନକ୍ସଲ

ନୂଆଦିଲ୍ଲୀ : ଛତିଶଗଡରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି। ଛତିଶଗଡ ସୁକମା ଜିଲ୍ଲା ଅପମ୍ପଲି ଜଙ୍ଗଲରେ ଗୁଳି ବିନିମୟ ହୋଇଛି। ଡିଆରଜି ଏବଂ ସିଆରପିଏଫ୍ କୋବ୍ରା ଯବାନଙ୍କ ମଧ୍ୟ ମିଳିତ ଅପରେସନ୍ ହୋଇଛି।  ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୧୬ ଜଣ ନକ୍ସଲ ନିହତ … Read More

ଏପ୍ରିଲ ୧୪ରେ ସାରା ଦେଶରେ ସରକାରୀ ଛୁଟି ଘୋଷଣା କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ: ସରକାରୀ ଚାକିରିଆଙ୍କ ପାଇଁ ବଡ ଖବର । ଆସନ୍ତା ଏପ୍ରିଲ ୧୪ ତାରିଖରେ ଛୁଟି ରହିବ ସମସ୍ତ ସରକାରୀ ଅଫିସ୍ । ଏପ୍ରିଲ ୧୪ରେ ସାରା ଦେଶରେ ସରକାରୀ ଛୁଟି ଘୋଷଣା କଲେ କେନ୍ଦ୍ର ସରକାର । ବି.ଆର୍ ଆମ୍ବେଦକରଙ୍କ … Read More

ମିଆଁମାର ଏବଂ ଥାଇଲାଣ୍ଡ ଭୂକମ୍ପକୁ ନେଇ ଚିନ୍ତା ପ୍ରକଟ କଲେ ପ୍ରଧାନମନ୍ତ୍ରୀ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମିଆଁମାର ଏବଂ ଥାଇଲାଣ୍ଡରେ ହୋଇଥିବା ଶକ୍ତିଶାଳୀ ଭୂକମ୍ପକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି, ଏଭଳି ସ୍ଥିତିରେ ଭାରତ ଦୁଇ ଦେଶକୁ ଯଥାସମ୍ଭବ ସହାୟତା ପ୍ରଦାନ କରିବାକୁ ପ୍ରସ୍ତୁତ ରହିଛି । ପ୍ରଧାନମନ୍ତ୍ରୀ ମୋଦି … Read More

ଥରିଲା ଥାଇଲାଣ୍ଡ: ଆଖି ଆଗରେ ଧୂଳିସାତ୍ ହେଲା ସୁଉଚ୍ଚ ଅଟ୍ଟାଳିକା

ମିଆଁମାର: ହଠାତ୍ ସବୁକିଛି ଓଲଟପାଲଟ ହୋଇଗଲା, ସ୍ଥିର ଥିବା ଦୁନିଆଟା ଦୋହଲିବାକୁ ଲାଗିଲା । ସାରା ସହର ଥରି ଉଠିଲା ଆଉ ଆଖି ପିଛୁଳାକେ ଘରଦ୍ବାର, କୋଠାବାଡି, ଗଛଲତା, ବ୍ରିଜ, ବିଜୁଳି ଖୁଣ୍ଟି ଭାଙ୍ଗିବାକୁ ଲାଗିଲା ଆଉ ଧୁସଧାସ ହୋଇ ଭୁଶୁ଼ଡି … Read More

ଭୟଙ୍କର ଭୂକମ୍ପ: ଚାହୁଁ ଚାହୁଁ ଆଖି ପିଛୁଳାକେ ଭୁଶୁଡ଼ିପଡିଲା ବିରାଟ ବ୍ରିଜ୍

ମିଆଁମାର: ଭୟଙ୍କର ଭୂକମ୍ପରେ ଭୁଶୁଡିଲା ବିରାଟକାୟ ବ୍ରିଜ୍ । ନଦୀରେ ଭାଙ୍ଗିପଡିଲା ବ୍ରିଜ । ଭୂକମ୍ପ ଏତେ ଶକ୍ତିଶାଳୀ ଥିଲା ଯେ ବ୍ରିଜକୁ ଭାଙ୍ଗିମୋଡି ପାଣି ପାଟିରେ ଭରିଦେଲା । ଆଉ ହଠାତ୍ ଏକ ବିରାଟ ବ୍ରିଜ୍ ଭୁଶୁଡି ପଡିବା ପରେ … Read More

୨ ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା

ନୂଆଦିଲ୍ଲୀ: ଆର୍ଥିକ ବର୍ଷ ଆରମ୍ଭ ହେବା ପୂର୍ବରୁ ମୋଦି ସରକାର ସରକାରୀ କର୍ମଚାରୀଙ୍କୁ ଏକ ବଡ଼ ଉପହାର ଦେଇଛନ୍ତି। ଶୁକ୍ରବାର ଦିନ ଅର୍ଥାତ୍ ଆଜି କେନ୍ଦ୍ର ସରକାର ମହଙ୍ଗା ଭତ୍ତା(ଡିଏ) ୨ ପ୍ରତିଶତ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ବୃଦ୍ଧି … Read More

ମିଆଁମାର ଭୂମିକମ୍ପ: ୫୯ମୃତ, ୨୫୦ରୁ ଅଧିକ ଆହତ

ନୂଆଦିଲ୍ଲୀ: ମିଆଁମାର ଏବଂ ଥାଇଲ୍ୟାଣ୍ଡରେ ବ୍ୟାପକ କ୍ଷୟକ୍ଷତି ଘଟାଇଛି ଭୂମିକମ୍ପ। ଶୁକ୍ରବାର ସକାଳେ ମିଆଁମାରରେ ଦୁଇଟି ବଡ଼ ଭୂମିକମ୍ପ ଅନୁଭୂତ ହୋଇଥିଲା, ଯାହା ଫଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଆମେରିକାର ଭୂତତ୍ତ୍ୱ ସର୍ଭେ (ୟୁଏସଜିଏସ) ଏହାର ତୀବ୍ରତା ୭.୫ ହେବ ବୋଲି … Read More