ଜଜଙ୍କ ଘରୁ ଟଙ୍କା ମିଳିବା ଘଟଣା: ୨୦୧୮ରେ ସିବିଆଇ ଏଫଆଇଆର୍‌ରେ ରହିଥିଲା ଜଷ୍ଟିସ ବର୍ମାଙ୍କ ନାଁ

ନୂଆଦିଲ୍ଲୀ : ବିବାଦରେ ଥିବା ଦିଲ୍ଲୀ ହାଇକୋର୍ଟର ବିଚାରପତି ଜଷ୍ଟିସ ଯଶବନ୍ତ ବର୍ମାଙ୍କୁ ନେଇ ଗୋଟିଏ ବଡ଼ ଖବର ସାମ୍ନାକୁ ଆସିଛି। ମାର୍ଚ୍ଚ ୧୪ରେ ଜଷ୍ଟିସ ବର୍ମାଙ୍କ ଘରେ ନିଆଁ ଲାଗି ଯାଇଥିଲା। ଏହାପରେ ତାଙ୍କ ଘରକୁ ବିପୁଳ ପରିମାଣର ନଗଦ … Read More

ସୀମାନିର୍ଦ୍ଧାରଣକୁ ଆଉ ୨୫ ବର୍ଷ ସ୍ଥଗିତ ରଖାଯାଉ : ଚେନ୍ନାଇ ଜେଏସି ବୈଠକରେ ଦାବି

ଚେନ୍ନାଇ : ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନଙ୍କ ଅଧ୍ୟକ୍ଷତାରେ ଚେନ୍ନାଇରେ ଅନୁଷ୍ଠିତ ମିଳିତ କାର୍ଯ୍ୟକାରୀ କମିଟି (ଜେଏସି) ବୈଠକରେ ୨୫ ବର୍ଷ ପାଇଁ ନିର୍ବାଚନମଣ୍ଡଳୀର ସୀମା ନିର୍ଦ୍ଧାରଣ (ପରିସୀମନ) ଉପରେ ପ୍ରତିବନ୍ଧକ ଲଗାଇବା ପାଇଁ ଏକ ପ୍ରସ୍ତାବ ଗୃହୀତ ହୋଇଛି। ନିର୍ବାଚନମଣ୍ଡଳୀ … Read More

ଲଦାଖରେ ଚୀନ୍‌ର ବେଆଇନ ପଦକ୍ଷେପ: କଡ଼ା ପ୍ରତିବାଦ ଜଣାଇ ଉଚିତ୍ ଜବାବ ଦେଲା ଭାରତ

ନୂଆଦିଲ୍ଲୀ: ଚୀନ୍ ନିଜର ଷଡ଼ଯନ୍ତ୍ରରୁ ପଛକୁ ହଟିବାର କୌଣସି ସଙ୍କେତ ଦେଖାଉନାହିଁ। ସେ ଭାରତ ସୀମାରେ ନିରନ୍ତର ଉତ୍ତେଜନାମୂଳକ କାର୍ଯ୍ୟ ଚଳାଇ ଆସୁଛନ୍ତି। ଏବେ ଏହା ଲଦାଖ ନିକଟବର୍ତ୍ତୀ ସୀମାନ୍ତ ଅଞ୍ଚଳରେ ଦୁଇଟି ନୂତନ ଜିଲ୍ଲା ଗଠନ ଘୋଷଣା କରିଛି। ଭାରତ … Read More

‘ଜନସଂଖ୍ୟା ନିୟନ୍ତ୍ରଣ ପାଇଁ ଆମକୁ ଦଣ୍ଡିତ କରା ନ ଯାଉ’, ଡିଲିମିଡେଶନକୁ ନେଇ ଚେନ୍ନାଇରେ ଏକଜୁଟ ହେଲେ ବିରୋଧୀ

ଚେନ୍ନାଇ,୨୨।୩: ସୀମା ନିର୍ଦ୍ଧାରଣ ପ୍ରସଙ୍ଗ ନେଇ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ ଶନିବାର ଚେନ୍ନାଇରେ ବିରୋଧୀ ନେତାମାନଙ୍କର ଏକ ବୈଠକ ଡାକିଥିଲେ। କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ, ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀଙ୍କ ସମେତ ଅନେକ ରାଜ୍ୟ ମୁଖ୍ୟମନ୍ତ୍ରୀ ଏବଂ ବିରୋଧୀ … Read More

ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ, ୧୭ଲକ୍ଷ ହ୍ବାଟସଆପ ଆକାଉଣ୍ଟ ବ୍ଲକ୍‌

ନୂଆଦିଲ୍ଲୀ,୨୨।୩: ଟେଲିକମ ଠକେଇର ମୁକାବିଲା କରିବା ପାଇଁ ଭାରତ ସରକାର ଶୁକ୍ରବାର କହିଛନ୍ତି ଯେ, ସଞ୍ଚାର ସାଥୀ ପୋର୍ଟାଲ ମାଧ୍ୟମରେ ଏପର୍ଯ୍ୟନ୍ତ ୩.୪ କୋଟିରୁ ଅଧିକ ମୋବାଇଲ ଫୋନ କନେକ୍ସନ କଟାଯାଇଛି। ଏଥିସହ ୩.୧୯ ଲକ୍ଷ IMEI ନମ୍ବରକୁ ବ୍ଲକ କରାଯାଇଛି। … Read More

ଓରିଏଣ୍ଟ ଥାନାରେ କ୍ରାଇମବ୍ରାଞ୍ଚ ଟିମ୍‌: ଅଧିକାରୀ, କର୍ମଚାରୀଙ୍କୁ ପଚରାଉଚରା

ଝାରସୁଗୁଡ଼ା,୨୨।୩: ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାରେ ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚର ଟିମ୍‌ ଶନିବାର ପଞ୍ଚମ ଦିନରେ ବ୍ରଜରାଜନଗର ଓରିଏଣ୍ଟ ଥାନାରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। କ୍ରାଇମବ୍ରାଞ୍ଚ ଟିମ୍‌ ଥାନା କର୍ମଚାରୀ ଏବଂ ଅଧିକାରୀଙ୍କୁ ନବ ଦାସ ହତ୍ୟା … Read More

ନାଗପୁର ହିଂସା ସମୟରେ ଆହତ ହୋଇଥିବା ଯୁବକ ମୃତ

ନାଗପୁର: ଶନିବାର ଦିନ ନାଗପୁରରେ ହୋଇଥିବା ହିଂସା ମାମଲାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଖବର ସାମ୍ନାକୁ ଆସିଛି। ମୃତକଙ୍କ ନାମ ଇରଫାନ ଅନସାରୀ ବୋଲି ଜଣାପଡ଼ିଛି । ମିଳିଥିବା ସୂଚନା ଅନୁଯାୟୀ, ହିଂସା ସମୟରେ ଇରଫାନ ଅନସାରୀ ଗୁରୁତର ଆହତ … Read More

୫.୩ ନିୟୁତ ପ୍ରବାସୀଙ୍କୁ ଆମେରିକା ଛାଡିବାକୁ ଟ୍ରମ୍ପ୍‌ଙ୍କ ନିର୍ଦ୍ଦେଶ

ୱାଶିଂଟନ: ଆମେରିକାର ପ୍ରବାସ ନୀତି ସମ୍ପର୍କରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଶାସନ ଏକ ବଡ଼ ନିଷ୍ପତ୍ତି ନେଇଛି। ଯାହା ଦ୍ୱାରା ୪ ଦେଶର ନାଗରିକଙ୍କୁ ଏବେ ଆମରେିକା ଛାଡିବାକୁ ପଡ଼ିବ। କ୍ୟୁବା, ହାଇତି, ନିକାରାଗୁଆ ଏବଂ ଭେନେଜୁଏଲାର ଆଦି ୪ ଦେଶର … Read More

ଖୁବଶୀଘ୍ର ନିଜର ଇଣ୍ଟରନେଟ ବ୍ରାଉଜର ଖୋଲିବ ଭାରତ

ନୂଆଦିଲ୍ଲୀ: ଖୁବଶୀଘ୍ର ନିଜର ବ୍ରାଉଜର ଲଞ୍ଚ କରିବ ଭାରତ । ଭାରତ ସ୍ୱଦେଶୀ ଭାବରେ ବ୍ରାଉଜର ବିକଶିତ କରିବା ନେଇ ଯୋଜନା କରୁଛି, ଯାହା ଡାଟା ସୁରକ୍ଷା ଏବଂ ଗୋପନୀୟତା ସୁନିଶ୍ଚିତ କରିବ । ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ କିଛି … Read More

ହନିଟ୍ରାପ୍‌ ପ୍ରସଂଗ‌କୁ ନେଇ କମ୍ପିଲା କର୍ଣ୍ଣାଟକ ବିଧାନସଭା

ବେଙ୍ଗାଲୁରୁ: କର୍ଣ୍ଣାଟକ ବିଧାନସଭାରେ ମୁଖ୍ୟମନ୍ତ୍ରୀ ସିଦ୍ଧରମୟାଙ୍କ ବିରୋଧରେ ହନଟ୍ରାପ ଦୁର୍ନୀତି ଅଭିଯୋଗ ଆସିବା ପରେ ତାହାକୁ ନେଇ ବିବାଦ ଉପୁଜିଛି। ଏହି ମାମଲାରେ ୪୮ ଜଣ ବରିଷ୍ଠ ମନ୍ତ୍ରୀ ସାମିଲ୍‌ ଥିବା ଅଭିଯୋଗ ହୋଇଛି। କର୍ଣ୍ଣାଟକ ସମବାୟ ମନ୍ତ୍ରୀ କେ ଏନ୍‌ … Read More