ରାଷ୍ଟ୍ରପତିଙ୍କୁ ‘poor lady’ କହି ବିବାଦରେ ସୋନିଆ ଗାନ୍ଧୀ

ସଂସଦର ବଜେଟ ଅଧିବେଶନର ପ୍ରଥମ ଦିନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ନେଇ ଶାସକ ଏବଂ ବିରୋଧୀଙ୍କ ମଧ୍ୟରେ ବାକଯୁଦ୍ଧ ଆରମ୍ଭ ହୋଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣ ପରେ କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ତାଙ୍କୁ ଆକ୍ଷେପ କରି ‘poor lady’ ବୋଲି … Read More

ଅର୍ଥନୈତିକ ସର୍ଭେ ରିପୋର୍ଟ: ୨୦୨୫-୨୬ରେ ୬.୩ରୁ ୬.୮% ରହିବ ଜିଡିପି

କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଶୁକ୍ରବାର ସଂସଦରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ କରିଛନ୍ତି। ଆଗାମୀ ୨୦୨୫-୨୬ ଆର୍ଥିକ ବର୍ଷରେ ମୋଟ ଘରୋଇ ଉତ୍ପାଦ ବା ଡିଜିପି ୬.୩ ପ୍ରତିଶତରୁ ୬.୮ ପ୍ରତିଶତ ରହିବା ନେଇ ରିପୋର୍ଟରେ ଆକଳନ କରାଯାଇଛି। ଯାହା … Read More

ଗାନ୍ଧୀଙ୍କ ପୂଣ୍ୟତିଥିରେ ପୁଷ୍ପ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଲେ ମୋଦୀ

ନୂଆଦିଲ୍ଲୀ: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପୁଣ୍ୟତିଥି ଅବସରରେ ମଙ୍ଗଳବାର ଦିନ ରାଜଘାଟରେ ପୁଷ୍ପ ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହା ସହ ମୋଦୀ ଏକ ଏକ୍ସ ପୋଷ୍ଟ୍‌ରେ ଲେଖିଛନ୍ତି, ‘‘ପୂଜ୍ୟ ବାପୁଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଞ୍ଜଳି। ତାଙ୍କ ଆଦର୍ଶ … Read More

ସ୍ବିଡେନରେ ପବିତ୍ର କୋରାନ ପୋଡ଼ିଥିବା ବ୍ୟକ୍ତିକୁ ଗୁଳିକରି ହତ୍ୟା

ଷ୍ଟକହୋମ୍ : ସ୍ୱିଡେନରେ ସାଲୱାନ ମୋମିକା ନାମକ ଜଣେ ବ୍ୟକ୍ତିଙ୍କୁ ଗୁଳି କରି ହତ୍ୟା କରାଯାଇଛି । ଏହି ବ୍ୟକ୍ତି ଜଣକ ୨୦୨୩ରେ ଏକାଧିକ ଥର ଇସଲାମ ଧର୍ମର ପବିତ୍ର ଧର୍ମଗ୍ରନ୍ଥ କୋରାନର ନକଲ ପୋଡ଼ି ଦେଇଥିଲେ। ଧର୍ମପୁସ୍ତକ ପୋଡ଼ିବା ପ୍ରସଙ୍ଗ … Read More

ମେୟର ନିର୍ବାଚନରେ ଭାଜପାର ବାଜିମାତ୍‌

ଚଣ୍ଡିଗଡ଼,୩୦।୧:କେନ୍ଦ୍ର ଶାସିତ ଅଞ୍ଚଳ ଚଣ୍ଡିଗଡ଼ରେ ମେୟର ନିର୍ବାଚନର ଫଳାଫଳ ଘୋଷଣା କରାଯାଇଛି। ଭାରତୀୟ ଜନତା ପାର୍ଟି ଏହି ନିର୍ବାଚନରେ ବିଜୟୀ ହୋଇଛି। ଭାଜପାର ପ୍ରାର୍ଥୀ ହରପ୍ରୀତ କୌର ବାବଲା ନିର୍ବାଚନରେ ବିଜୟୀ ହୋଇ ଚଣ୍ଡିଗଡ଼ର ମେୟର ହୋଇଛନ୍ତି। ସୂଚନା ଅନୁଯାୟୀ, ମେୟର … Read More

ଭାରତୀୟ ରେଳବାଇ ଆଣିଲା ନୂଆ ସୁବିଧା, ଟଙ୍କା ନ ଦେଇ ବି ବୁକ୍‌ କରିପାରିବେ ଟ୍ରେନ୍‌ ଟିକେଟ୍‌

ନୂଆଦିଲ୍ଲୀ,୨୯।୧: ଭାରତୀୟ ରେଳବାଇ ଦ୍ୱାରା ନିକଟରେ ଏକ ନୂତନ ସୁବିଧା ଆରମ୍ଭ କରାଯାଇଛି। ଏହି ସୁବିଧାକୁ ‘ବୁକ୍‌ ନାଓ ପେ ଲାଟର୍‌(ଏବେ ବୁକ କରନ୍ତୁ ପରେ ଦିଅନ୍ତୁ)’ ନାମ ଦିଆଯାଇଛି। ଏହି ଗୋଟିଏ ବୈଶିଷ୍ଟ୍ୟ ସାହାଯ୍ୟରେ, ଆପଣ ପ୍ରଥମେ ଟ୍ରେନ୍‌ ଟିକେଟ୍‌ … Read More

ରାହୁଲ ଗାନ୍ଧୀଙ୍କ ସମେତ ୪ ନେତାଙ୍କୁ ପାଣି ବୋତଲ ପଠାଇଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୩୦।୧: ଦିଲ୍ଲୀ ନିର୍ବାଚନକୁ ଅଳ୍ପ ଦିନ ବାକି ଥିବା ବେଳେ ଗତ ଦୁଇ-ତିନି ଦିନ ଧରି ଯମୁନା ପାଣିକୁ ନେଇ ଯୁଦ୍ଧ ଚାଲିଛି। ବିଶେଷକରି ଯମୁନା ଜଳକୁ ନେଇ ଆମ ଆଦମୀ ପାର୍ଟି ଏବଂ ଭାଜପା ନେତାଙ୍କ ମଧ୍ୟରେ ବୟାନବାଜି ଅଧିକ … Read More

ଆମେରିକା ବିମାନ ଦୁର୍ଘଟଣା ମୃତ୍ୟୁସଂଖ୍ୟା ୬୪ରେ ପହଞ୍ଚିଲା

ଓ୍ବାସିଂଟନ : ଆମେରିକାର ଓ୍ବାସିଂଟନ ନିକଟରେ ହୋଇଥିବା ଯାତ୍ରୀବାହୀ ବିମାନ ଓ ସେନା ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୬୪ରେ ପହଞ୍ଚିଛି । ଉଭୟ ବିମାନ ଓ ହେଲିକପ୍ଟରରେ ଥିବା ସମସ୍ତ ଯାତ୍ରୀ ଓ ସେନା କର୍ମଚାରୀ ମୃତ୍ୟୁବରଣ କରିଛନ୍ତି । ୱାଶିଂଟନ … Read More

ଆମ ଭୋଟ ସବୁ କୁଆଡେ ଗଲା: ରାଜ ଠାକରେ

ମୁମ୍ବାଇ: ମହାରାଷ୍ଟ୍ରର ଏମଏନଏସ ବା ମହାରାଷ୍ଟ୍ର ନବନିର୍ମାଣ ସେନା ମୁଖ୍ୟ ରାଜ ଠାକରେ ନିର୍ବାଚନ ପରେ ନିରବତା ଭାଙ୍ଗିଛନ୍ତି ଏବଂ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଖୋଲାଖୋଲି ଭାବେ ନିଜର ମତ ପ୍ରକାଶ କରିଛନ୍ତି। ନିର୍ବାଚନ ପରେ ମହାରାଷ୍ଟ୍ରରେ ଅନେକ ପ୍ରଶ୍ନ ଉଠିଛି … Read More

ଅଲମ୍ପିକରେ ଦୁର୍ନୀତିର ଦୌଡ ହେଲେ କେଜ୍ରିୱାଲ ସ୍ୱର୍ଣ୍ଣପଦକ ଜିତିବେ: ଫଡନାଭିସ

ନୂଆଦିଲ୍ଲୀ: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ୍ ଆମ୍ ଆଦମୀ ପାର୍ଟି (ଏଏପି) ର ସଂଯୋଜକ ଅରବିନ୍ଦ କେଜ୍ରିୱାଲଙ୍କୁ କଡା ଟାର୍ଗେଟ କରିଛନ୍ତି | ସେ ଦିଲ୍ଲୀବାସୀଙ୍କୁ ବିକାଶର ମିଥ୍ୟା ପ୍ରତିଶ୍ରୁତି ଦେଇ ଏହାକୁ ପୂରଣ କରିନଥିବାର ଅଭିଯୋଗ କରିଛନ୍ତି। ରୋହିଣୀରେ ଏକ … Read More