ଆରକ୍ଷଣକୁ ନେଇ NDA ମେଣ୍ଟରେ ମତଭେଦ, ମୁହାଁମୁହିଁ ଦୁଇ ମନ୍ତ୍ରୀ, ପରସ୍ପରଙ୍କ ଇସ୍ତଫା ଦାବି…

ନୂଆଦିଲ୍ଲୀ: ଆରକ୍ଷଣ ନୀତିକୁ ନେଇ ଏନ୍‌ଡିଏ (NDA) ମେଣ୍ଟରେ ମତଭେଦ। କେନ୍ଦ୍ରମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟି (ରାମବିଳାସ) ମୁଖ୍ୟ ଚିରାଗ ପାସୱାନ୍ ତାଙ୍କ କ୍ୟାବିନେଟ୍ ସହଯୋଗୀ ତଥା ହିନ୍ଦୁସ୍ତାନ ଆୱାମ୍ ମୋର୍ଚ୍ଚା (ସେକ୍ୟୁଲାର) ନେତା ଜିତନ ରାମ ମାଞ୍ଝୀଙ୍କ ଇସ୍ତଫା … Read More

ନେପାଳରେ ଫସିଥିବା ୧୦୦ ମହାରାଷ୍ଟ୍ର ତୀର୍ଥଯାତ୍ରୀଙ୍କୁ ସୁରକ୍ଷିତ ଉଦ୍ଧାର

ପାଟନା: ହଠାତ୍ ବନ୍ୟା ଯୋଗୁଁ ନେପାଳରେ ଫସି ରହିଥିବା ପ୍ରାୟ ୧୦୦ ଜଣ ମହାରାଷ୍ଟ୍ର ତୀର୍ଥଯାତ୍ରୀଙ୍କୁ ନେପାଳ ସୀମାରୁ ବିହାରକୁ ସୁରକ୍ଷିତ ଭାବରେ ସ୍ଥାନାନ୍ତର କରାଯାଇଥିଲା। ପରେ ଖାଦ୍ୟ, ଆଶ୍ରୟ ଓ ଚିକିତ୍ସା ସୁବିଧା ଯୋଗାଇ ଦିଆଯିବା ସହିତ ସେମାନଙ୍କୁ ଟ୍ରେନ ଯୋଗେ … Read More

ମମତା ବାନାର୍ଜୀଙ୍କ ବିରୋଧରେ ମାମଲା ରୁଜୁ

କଲକାତା : ବଢିଲା ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଅଡୁଆ। ତୃଣମୂଳ କଂଗ୍ରେସ (ଟିଏମସି) ଛାତ୍ର ଶାଖା, ତୃଣମୂଳ ଛାତ୍ର ପରିଷଦ (ଟିଏମସିପି) ର ପ୍ରତିଷ୍ଠା ଦିବସ ପାଳନ ପାଇଁ ଆୟୋଜିତ ଏକ ଆଇନଗତ ବିବାଦ ଉପୁଜିଛି। କଲକାତା ହାଇକୋର୍ଟଙ୍କ ନିର୍ଦ୍ଦେଶ … Read More

ନେପାଳ ବନ୍ୟା ବିଭିଷିକା ; ଏଯାଏଁ ୬୨୬ ମୃତଦେହ ଉଦ୍ଧାର, ୨,୪୦୦ ରୁ ଅଧିକ ନିଖୋଜ

କାଠମାଣ୍ଡୁ : ନେପାଳ ବନ୍ୟାର କରୁଣ ଚିତ୍ର ଓ ଅନେକ ଛାତିଥରା ଭିଡିଓ ଭାଇରାଲ ହେଉଛି। ଯାହା ସ୍ତବ୍ଧ କରି ଦେଉଛି। ନେପାଳରେ ହଠାତ୍ ଆସିଥିବା ବନ୍ୟାରେ ଏଯାଏଁ ୬୨୬ ଜଣଙ୍କର ମୃତଦେହ ଉଦ୍ଧାର ହୋଇ ସାରିଛି। ୨,୪୦୦ ରୁ ଅଧିକ … Read More

ୟୁକ୍ରେନ ଉପରେ ରୁଷର ଆକ୍ରମଣ, ୨୭ ମୃତ

ନୂଆଦିଲ୍ଲୀ : ୟୁକ୍ରେନର ରାଜଧାନୀ କିଭ୍ ଉପରେ ରୁଷର ଆକ୍ରମଣ । ଫଳରେ ବୁଚା ଜିଲ୍ଲାରେ ରୁଷ ଆକ୍ରମଣରେ ୨୭ ଜଣ ପ୍ରାଣ ହରାଇଛନ୍ତି । ସ୍ଥାନୀୟ ଆଞ୍ଚଳିକ ସାମରିକ ପ୍ରଶାସନର ମୁଖ୍ୟ ତିମୁର ଟକାଚେଙ୍କୋଙ୍କ ସୂଚନା ଅନୁଯାୟୀ, ଏହି ଆକ୍ରମଣରେ ୫୦ରୁ … Read More

ନେପାଳ-ତିବ୍ବତରେ ସୀମାରେ ଭାଙ୍ଗିଲା ଆଉ ଏକ ଗ୍ଲେସିୟର ହ୍ରଦ, ବିହାରରେ ହାଇଆଲର୍ଟ

ନେପାଳ : ପ୍ରକୃତିର ତାଣ୍ଡବରେ ଘାଣ୍ଟି ହେଉଥିବା ପଡ଼ୋଶୀ ଦେଶ ନେପାଳ ଉପରେ ବିପଦ ବଢିବାରେ ଲାଗିଛି । ତିବ୍ବତ-ନେପାଳ ସୀମାରେ ଥିବା ଆଉ ଏକ ଗ୍ଲେସିୟର ହ୍ରଦ ଫାଟିଯିବା ପରେ ଭୟାବହ ବନ୍ୟାର ଆଶଙ୍କା ଦେଖାଦେଇଛି । ଏହାକୁ ଦୃଷ୍ଟିରେ ରଖି … Read More

ବିଳମ୍ବିତ ରାତିରେ ଧସିଲା ସ୍ବାମୀ ନାରାୟଣ ମନ୍ଦିରର କିଛି ଅଂଶ

ପ୍ରୟାଗରାଜ : ପ୍ରୟାଗରାଜରେ ଶୁକ୍ରବାର ବିଳମ୍ବିତ ରାତିରେ ବଡ଼ ଅଘଟଣ ଘଟିଛି । ଜର୍ଜ ଟାଉନ ଥାନା ଅନ୍ତର୍ଗତ ସ୍ବାମୀନାରାୟଣ ମନ୍ଦିରର ୩ ମହଲା ବିଲିଡିଂର ଗୋଟେ ଅଂଶ ନିର୍ମାଣ କାର୍ଯ୍ୟ ପାଇଁ ଖୋଳାଯାଇଥିବା ବେଳେ ଧସିଯାଇଛି । ଏହି ଘଟଣା ପରେ … Read More

ଭେନେଜୁଏଲାର ୬୫ ବିଲିୟନ ବ୍ୟାରେଲ ତୈଳ ଭଣ୍ଡାରକୁ ନିୟନ୍ତ୍ରଣ କରିବ ଆମେରିକା: ଟ୍ରମ୍ପ

ନୂଆଦିଲ୍ଲୀ: ଭେନେଜୁଏଲାକୁ ନେଇ ଆମେରିକାର ବଡ଼ ପଦକ୍ଷେପ। ଭେନେଜୁଏଲାର ପ୍ରାୟ ୬୫ ବିଲିୟନ ବ୍ୟାରେଲ ଅଶୋଧିତ ତୈଳ ଭଣ୍ଡାର ଉପରେ ଆମେରିକା ନିୟନ୍ତ୍ରଣ ନେବ ବୋଲି ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି। ଏହାକୁ ସେ “ବିଶ୍ୱ ଇତିହାସର ସବୁଠାରୁ … Read More

ୟୁଟ୍ୟୁବ୍ ଓ ଇନଷ୍ଟାଗ୍ରାମକୁ ଟକ୍କର ଦେବ ‘କ୍ଲବ୍’ ଆପ୍: କମ୍ ଫଲୋଅର୍ସ ଥାଇ ବି କ୍ରିଏଟରଙ୍କୁ ମିଳିବ ରୋଜଗାର ସୁଯୋଗ

ନୂଆଦିଲ୍ଲୀ: ସୋସିଆଲ୍ ମିଡିଆରୁ ରୋଜଗାର କରିବା ଶୁଣିବାକୁ ଯେତିକି ସହଜ ଲାଗେ, ବାସ୍ତବରେ ତାହା ସେତିକି ସିଧାସଳଖ ନୁହେଁ। ୟୁଟ୍ୟୁବ୍ ହେଉ କିମ୍ବା ଇନଷ୍ଟାଗ୍ରାମ୍, ଟଙ୍କା ରୋଜଗାର କରିବା ପାଇଁ ଲକ୍ଷ ଲକ୍ଷ ଭ୍ୟୁଜ୍ ଏବଂ ଅନେକ ସର୍ତ୍ତାବଳୀ ପୂରଣ କରିବାକୁ ପଡ଼ିଥାଏ … Read More

ଦ୍ରୁତ ଗତିରେ ତରଳୁଛି ହିମାଳୟର ହିମଶୈଳ; ୨୭ ମିଟର ପର୍ଯ୍ୟନ୍ତ ହ୍ରାସ ପାଇଛି ବରଫର ଘନତା

କାଠମାଣ୍ଡୁ: ନେପାଳରେ ସାମ୍ପ୍ରତିକ ଭୟଙ୍କର ଆକସ୍ମିକ ବନ୍ୟା ଘଟିବାର ପ୍ରାୟ ୫ ମାସ ପୂର୍ବରୁ ହିମାଳୟ ଅଞ୍ଚଳର ହିମଶୈଳ ଦ୍ରୁତ ଗତିରେ ତରଳୁଥିବା ଏବଂ ଏହା ଭବିଷ୍ୟତରେ ଭୟଙ୍କର ବିପଦର କାରଣ ହୋଇପାରେ ବୋଲି ଦୁଇଟି ରିପୋର୍ଟରେ ସତର୍କ କରାଯାଇଥିଲା। ଚଳିତବର୍ଷ ମାର୍ଚ୍ଚରେ … Read More