ଆମେରିକାରେ ପାକିସ୍ତାନୀଙ୍କ ଏଣ୍ଟ୍ରି ହେବ ବ୍ୟାନ, ଲିଷ୍ଟରେ ଅଛନ୍ତି ୪୧ ଦେଶ

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ଷମତାକୁ ଆସିବା ଦିନଠୁ ବେଆଇନ ପ୍ରବାସ ପ୍ରସଙ୍ଗରେ କଠୋଇ ଆଭିମୁଖ୍ୟ ପୋଷଣ କରିଆସୁଛନ୍ତି । ବେଆଇନ ପ୍ରବାସୀଙ୍କୁ ବିମାନରେ ବସାଇ ଦେଶରୁ ବିତାଡିତ କରିବାରେ ଲାଗିଛନ୍ତି । ଏବେ ଆମେରିକାରେ ଅବୈଧ ପ୍ରବାସ ରୋକିବାକୁ ଆଉ … Read More

ବିହାରରେ ହୋଲି ଉତ୍ସବ ପାଳନ ବେଳେ ବିଭିନ୍ନ ସ୍ଥାନରେ ୧୯ ମୃତ

ପାଟନା : ବିହାରରେ ହୋଲି ଉତ୍ସବ ପାଳନ ବେଳେ ଦୁର୍ଘଟଣାର ଖବର ଆସୁଛି। ବିଭିନ୍ନ ଦୁର୍ଘଟଣାରେ ୧୯ ଜଣଙ୍କ ମୃତ୍ୟୁ ହୋଇଛି। ସବୁଠୁ ଅଧିକ ମୃତ୍ୟୁ ମଧୁବନୀ ଓ ବେଗୁସରାୟରେ ହୋଇଛି। ଏହି ଦୁଇ ଜିଲ୍ଲାରେ ୪ ଜଣ ଲେଖାଏଁ ଲୋକଙ୍କ … Read More

ଉତ୍ତରପ୍ରଦେଶ: ନଦୀରେ ଓଲଟିଲା ଡଙ୍ଗା, ୪ ମୃତ

ସୀତାପୁର: ଉତ୍ତରପ୍ରଦେଶର ସୀତାପୁରରେ ଡଙ୍ଗା ଓଲଟିଯିବାରୁ ସେଥିରେ ବସିଥିବା ସମସ୍ତ ୧୫ ଯାତ୍ରୀ ନଦୀରେ ଖସିପଡ଼ିଥିଲେ। ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ମୃତ୍ୟୁବରଣ କରିଛନ୍ତି । ମୃତକଙ୍କ ମଧ୍ୟରେ ୨ ମହିଳା ଓ ଜଣେ ଶିଶୁ ଅଛନ୍ତି । ଅନ୍ୟ ପକ୍ଷରେ … Read More

ଯୁଦ୍ଧ ବନ୍ଦ ପାଇଁ ଚାଲିଛି ଉଦ୍ୟମ, ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ୍

ୱାସିଙ୍ଗଟନ ଡିସି: ୩ ବର୍ଷ ଧରି ଚାଲିଥିବା ଋଷିଆ-ୟୁକ୍ରେନ୍‌ ଯୁଦ୍ଧରେ ପରିସମାପ୍ତି ହେବ ବୋଲି ଚର୍ଚ୍ଚା ଜୋର ଧରିଛି । କାରଣ ଆମେରିକା ମଧ୍ୟସ୍ଥତା କରିବାରେ ଲାଗିଛି । ଏହାରି ଭିତରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଋଷିଆ ରାଷ୍ଟ୍ରପତିଙ୍କୁ ଅନୁରୋଧ … Read More

ହରିୟାଣାରେ ବିଜେପି ନେତାଙ୍କୁ ଗୁଳିମାଡ଼

ଚଣ୍ଡିଗଡ଼: ବିଜେପି ନେତାଙ୍କୁ ହତ୍ୟା । ହରିୟାଣା ସୋନିପତରେ ବିଜେପି ନେତାଙ୍କୁ ଗୁଳିକରି ହତ୍ୟା ଅଭିଯୋଗ । ଜମି ବିବାଦକୁ ନେଇ ଗତକାଲି ହତ୍ୟାକାଣ୍ଡ ହୋଇଥିବା ସୂଚନା । ଖବର ଅନୁସାରେ ଜବାହର ଗାଁରେ ଗତକାଲି ଏଭଳି ହତ୍ୟାକାଣ୍ଡ ହୋଇଛି । … Read More

ଲଦାଖରେ ଭୂକମ୍ପ ଝଟ୍‌କା, ରିକ୍ଟର ସ୍କେଲରେ ତୀବ୍ରତା ୫.୨ ରେକର୍ଡ

ଲଦାଖରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଯାହାର ତୀବ୍ରତା ରିକ୍ଟର ସ୍କେଲରେ ୫.୨ ରେକର୍ଡ କରାଯାଇଛି। ଜମ୍ମୁ କାଶ୍ମୀର ରେ ମଧ୍ୟ ଭୂକମ୍ପ ଅନୁଭୂତ ହୋଇଛି। ନ୍ୟାସନାଲ ସେଣ୍ଟର ଫର୍ ସିସମୋଲୋଜି ଅନୁଯାୟୀ ଭୂକମ୍ପଟି ବିଳମ୍ବିତ ରାତି ପ୍ରାୟ ୨ଟା ୫୦ରେ … Read More

ପାକିସ୍ତାନ ମସଜିଦରେ ବିସ୍ଫୋରଣ

ଇସ୍ଲାମାବାଦ: ପାକିସ୍ତାନର ଦକ୍ଷିଣ ୱାଜିରିସ୍ତାନରେ ଥିବା ଏକ ମସଜିଦରେ ଶୁକ୍ରବାର ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି। ଗତ ୪ ଦିନ ମଧ୍ୟରେ ପାକିସ୍ତାନରେ ଏହା ହେଉଛି ତୃତୀୟ ବଡ଼ ଆତଙ୍କବାଦୀ ଆକ୍ରମଣ। ଜିଲ୍ଲା ପୁଲିସ ଅଧିକାରୀ ଆସିଫ୍ ବାହାଦାରଙ୍କ ସୂଚନା … Read More

ଗ୍ରୀନ କାର୍ଡକୁ ନେଇ ଏଭଳି କହିଲେ ଉପରାଷ୍ଟ୍ରପତି, ବଢ଼ିଲା ପ୍ରବାସୀ ଭାରତୀୟଙ୍କ ଟେନସନ

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୂତନ ‘ଗୋଲ୍ଡ କାର୍ଡ’ ପଦକ୍ଷେପର ପ୍ରସ୍ତାବ ପରେ, ଏବେ ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ଗ୍ରୀନ କାର୍ଡ ଧାରକଙ୍କ ଅଧିକାର ଉପରେ ମନ୍ତବ୍ୟ ଦେଇ ଏକ ନୂତନ ବିତର୍କ ଆରମ୍ଭ କରିଛନ୍ତି। ଡୋନାଲ୍ଡ ଟ୍ରମ୍ପଙ୍କ … Read More

ଟ୍ରେନ ଅପହରଣ ଘଟଣାରେ ଅନ୍ୟକୁ ଦୋଷ ଦେଇ ନିଜ ବିଫଳତା ଲୁଚାଉଛି ପାକିସ୍ତାନ : ଭାରତ

ନୂଆଦିଲ୍ଲୀ : ବେଲୁଚିସ୍ତାନରେ ଟ୍ରେନ୍ ଅପହରଣ ଘଟଣା ପାଇଁ ପାକିସ୍ତାନ ଭାରତକୁ ଦାୟୀ କରୁଥିବାବେଳେ ଏନେଇ ଭାରତ ପକ୍ଷରୁ ମଧ୍ୟ କଡ଼ା ଜବାବ ମିଳିଛି। ଅନ୍ୟକୁ ଦୋଷଦେଇ ନିଜ ବିଫଳତା ଲୁଚାଉଛି ବୋଲି ଭାରତ କହିଛି । ପାକିସ୍ତାନ ବୈଦେଶିକ ମନ୍ତ୍ରଣାଳୟ … Read More

ସିସୋଦିଆ ଏବଂ ସତ୍ୟୈନ୍ଦ୍ରଙ୍କ ପାଇଁ ବଢିଲା ଅଡୁଆ, ଏଫଆଇଆର୍ ପାଇଁ ରାଷ୍ଟ୍ରପତିଙ୍କ ଅନୁମତି

ନୂଆଦିଲ୍ଲୀ: ଦୁର୍ନୀତିର ଶେଷ ସୀମାରେ ଥିଲେ ଆପ ନେତା ମନିଷ ସିସୋଦିଆ । ୧୩ଶହ କୋଟି ଟଙ୍କାର ଶ୍ରେଣୀକକ୍ଷ ଦୁର୍ନୀତି ମାମଲାରେ ଆପ୍‌ ନେତା ମନିଷ ସିସୋଦିଆ ଏବଂ ସତ୍ୟୈନ୍ଦ୍ର ଜୈନଙ୍କ ବିରୋଧରେ ଏଫ୍‌ଆଇଆର ରୁଜୁ କରିବାକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ … Read More