ବରଫ ପାଲଟିଲା ଆମେରିକା: ପ୍ରବଳ ତୁଷାରପାତ ଯୋଗୁ ୨୧୦୦ ବିମାନ ଉଡ଼ାଣ ବାତିଲ
ୱାଶିଂଟନ: ନିକଟରେ ଆମେରିକାର କେତେକ ଅଞ୍ଚଳରେ ବ୍ୟାପକ ଅଗ୍ନିକାଣ୍ଡ ଘଟିଥିଲା। ଅନ୍ୟପକ୍ଷରେ, ଦକ୍ଷିଣ ଆମେରିକାରେ ଅତ୍ୟଧିକ ଥଣ୍ଡା ଅନୁଭୂତ ହେଉଛି। ବର୍ତ୍ତମାନ ପର୍ଯ୍ୟନ୍ତ ପ୍ରବଳ ତୁଷାରପାତ ଯୋଗୁ ଲୋକମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଦକ୍ଷିଣ ଆମେରିକାରେ ପ୍ରବଳ ତୁଷାରପାତ ଯୋଗୁ ଏପର୍ଯ୍ୟନ୍ତ … Read More
