୨୦ ମିନିଟ ବିଳମ୍ବ ହୋଇଥିଲେ ଆମକୁ ହତ୍ୟା କରିଥାଆନ୍ତେ ବିରୋଧୀ : ହସିନା
ନୂଆଦିଲ୍ଲୀ : ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା ଚାଞ୍ଚଲ୍ୟକର ମନ୍ତବ୍ୟ ଦେଇଛନ୍ତି। ସେ ତୁରନ୍ତ ଦେଶ ଛାଡ଼ି ନ ଥିଲେ ୨୦ ମିନିଟ ମଧ୍ୟରେ ତାଙ୍କୁ ଏବଂ ତାଙ୍କ ଭଉଣୀ ରେହାନାଙ୍କୁ ବିରୋଧୀମାନେ ହତ୍ୟା କରିଥାଆନ୍ତେ। ଏଥିପାଇଁ ସମସ୍ତ ଯୋଜନା … Read More
