ତାହିର ହୁସେନଙ୍କ ଜାମିନ ଆବେଦନକୁ ଦିଲ୍ଲୀ ପୋଲିସର ବିରୋଧ, କହିଲା- ନିର୍ବାଚନ ଲଢିବା ନୁହେଁ ମୌଳିକ ଅଧିକାର
ନୂଆଦିଲ୍ଲୀ ୧୫।୧: ଦିଲ୍ଲୀ ପୋଲିସ ଫେବୃଆରୀ ୨୦୨୦ ଦଙ୍ଗା ସମ୍ପର୍କିତ ଏକ ହତ୍ୟା ମାମଲାରେ ଅଭିଯୁକ୍ତ ତଥା ପୂର୍ବତନ ଆମ ଆଦମୀ ପାର୍ଟି (ଆପ) ନେତା ତାହିର ହୁସେନଙ୍କ ଜାମିନ ଆବେଦନକୁ କୋର୍ଟରେ ବିରୋଧ କରିଛି। ତାହିର ହୁସେନ ଏଆଇଏମଆଇଏମ ଟିକେଟରେ ଦିଲ୍ଲୀ … Read More
