ଋଷିଆ-ୟୁକ୍ରେନ୍ ଯୁଦ୍ଧ: ଟ୍ରମ୍ପଙ୍କ ହସ୍ତକ୍ଷେପ, ୩ ବର୍ଷ ପରେ ଯୁଦ୍ଧ ନେଉଛି ନୂଆ ମୋଡ଼

ମସ୍କୋ: ଦୀର୍ଘ ୩ ବର୍ଷ ହେବ ଚାଲିଆସିଥିବା ଯୁଦ୍ଧ ନୂଆ ମୋଡ ନେବାରେ ଲାଗିଛି । ଡୋନାଲ୍ଡ ଟ୍ରମ୍ପ ଆମେରିକା ରାଷ୍ଟ୍ରପତି ଭାବେ ନିର୍ବାଚିତ ହେବା ପରେ ଯୁଦ୍ଧ ବନ୍ଦ ହେବା ନେଇ ଆଶଂକା ଯେତିକି ବଢିଛି, ସ୍ଥିତି ସେତେକି ଜଟିଳ … Read More

ସିଏଜି ରିପୋର୍ଟଠାରୁ ସିବିଆଇ ଓ ଇଡି ଅଧିକ ତଥ୍ୟ ଦେଇଥିଲେ: ସନ୍ଦୀପ ଦୀକ୍ଷିତ

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭାରେ ଗତକାଲି ସିଏଜି ରିପୋର୍ଟ ଉପସ୍ଥାନ କରାଯାଇଥିଲା | ଅବକାରୀ ନୀତି ଉପରେ ଉପସ୍ଥାପନ ହୋଇଥିବା ସିଏଜି ରିପୋର୍ଟରୁ ଜଣାପଡ଼ିଥିଲା ଯେ ପୂର୍ବତନ ଆପ୍‌ ସରକାରଙ୍କ ଅବକାରୀ ନୀତି ଯୋଗୁଁ ୨୦୦୨ କୋଟି ଟଙ୍କାର ରାଜସ୍ବ ‌କ୍ଷତି ହୋଇଛି। … Read More

ସୁଟଆଉଟରେ ନେଦରଲ୍ୟାଣ୍ଡକୁ ପରାସ୍ତ କଲା ଭାରତ

ଭୁବନେଶ୍ୱର: ମଙ୍ଗଳବାର ଦିନ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ଏଫଆଇଏଚ୍ ହକି ପ୍ରୋ ଲିଗ୍ (ମହିଳା) ଖେଳରେ ୨-୨ ଗୋଲରେ ଏକ ରୋମାଞ୍ଚକର ଡ୍ର ପରେ, ଭାରତ ନେଦରଲ୍ୟାଣ୍ଡକୁ ସୁଟଆଉଟରେ ୨-୧ ଗୋଲରେ ପରାସ୍ତ କରି ବୋନସ୍ ପଏଣ୍ଟ ହାସଲ କରିଛି। … Read More

ସମ୍ଭଲରେ ୪୬ ବର୍ଷ ପରେ ଖୋଲିଲା ଶିବ ମନ୍ଦିର, ଶିବରାତ୍ରିରେ କରାଯିବ ରୁଦ୍ରାଭିଷେକ

ଲକ୍ଷ୍ନୌ: ଉତ୍ତରପ୍ରଦେଶର ସମ୍ଭଲରେ ୪୬ ବର୍ଷ ଧରି ବନ୍ଦ ଥିବା ଶିବ ମନ୍ଦିର ଖୋଲାଯାଇଛି। ହିନ୍ଦୁ ସଂଗଠନର ଲୋକମାନେ ମନ୍ଦିରରେ ଜଳାଭିଷେକ କରିଛନ୍ତି । ଏହି ଶିବ ମନ୍ଦିରରେ ଦୀର୍ଘ ୪୬ ବର୍ଷ ଧରି ଜଳାଭିଷେକ କରାଯାଇନଥିଲା। ମନ୍ଦିର ବନ୍ଦ ଥିବାରୁ … Read More

ୟୁନୁସଙ୍କୁ ହଟାଇବ ବାଂଲାଦେଶର ସେନା ?

ଢାକା : ବାଂଲାଦେଶରେ ପୁଣି ଥରେ କ୍ଷମତା ପରିବର୍ତ୍ତନ ହେବାର ଆଶଙ୍କା ରହିଛି କି ? ସେନାମୁଖ୍ୟ ଜେନେରାଲ ୱାକର-ଉଜ୍-ଜମାନ ନିଜ ବୟାନ ମାଧ୍ୟମରେ ଏପରି କିଛି ସଂକେତ ଦେଇଛନ୍ତି । ସେ କହିଛନ୍ତି ଯେ ଦେଶର ସ୍ୱାଧୀନତା ଓ ସାର୍ବଭୌମତ୍ୱ … Read More

ଇସ୍ରାଏଲ-ଆମେରିକା ଟାର୍ଗେଟରେ ଇରାନର ପରମାଣୁ କେନ୍ଦ୍ର

ତେହେରାନ : ଇରାନର ପରମାଣୁ କେନ୍ଦ୍ର ଉପରେ ଆକ୍ରମଣ ଆଶଙ୍କା ବଢିଯାଇଛି । ଆମେରିକା ଓ ଇସ୍ରାଏଲ ଏପରି ଆକ୍ରମଣ କରିପାରନ୍ତି । ଏପରି ଗୁଇନ୍ଦା ରିପୋର୍ଟ ମିଳିବା ପରେ ଇରାନ ନିଜର ପରମାଣୁ କେନ୍ଦ୍ରଗୁଡ଼ିକର ସୁରକ୍ଷା ବଢାଇଦେଇଛି । ଇସ୍ରାଏଲ … Read More

୯୦ ପ୍ରତିଶତ ଭାରତୀୟଙ୍କ ଶରୀରରେ ଲୁଚି ରହିଛି ବିପଜ୍ଜନକ ଭାଇରସ୍ : ୫୬ ପ୍ରତିଶତ ଏନେଇ ଅଜଣା

ନୂଆଦିଲ୍ଲୀ: ଆମ ମଧ୍ୟରୁ ଅଧିକାଂଶ ଲୋକ ଜାଣନ୍ତି ନାହିଁ ଯେ, ଆମ ଶରୀରରେ ଏକ ଭାଇରସ ଲୁଚି ରହିଛି, ଯାହା ବୟସ ବୃଦ୍ଧି ସହିତ ଏକ ବିପଜ୍ଜନକ ରୂପ ନେଇପାରେ। ଏକ ସଦ୍ୟତମ ସର୍ଭେ ଅନୁଯାୟୀ, ଏହି ଭାଇରସ ୫୦ ବର୍ଷ … Read More

ଗଙ୍ଗା ଜଳରେ ଅଛନ୍ତି ଜୀବାଣୁ, ଲୋକଙ୍କୁ ଭୁଆଁ ବୁଲାଯାଉଛି: ଶିବପାଲ ଯାଦବ

ଲକ୍ଷ୍ନୌ,୨୫।୨: ସମାଜବାଦୀ ପାର୍ଟି ନେତା ଶିବପାଲ ଯାଦବ ମଙ୍ଗଳବାର କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି)ର ରିପୋର୍ଟ ଉପରେ ଉଠାଯାଉଥିବା ପ୍ରଶ୍ନ ଉପରେ ଆପତ୍ତି ଉଠାଇଛନ୍ତି। ଗଣମାଧ୍ୟମ ସହ କଥାବାର୍ତ୍ତା ସମୟରେ ସେ କହିଥିଲେ ଯେ ଏବେ ସିପିସିବି ରିପୋର୍ଟ ଉପରେ … Read More

ଦିଲ୍ଲୀ ଅବକାରୀ ନୀତି ଯୋଗୁଁ ୨୦୦୦ କୋଟି କ୍ଷତି : ସିଏଜି

ନୂଆଦିଲ୍ଲୀ : ଦିଲ୍ଲୀ ବିଧାନସଭାରେ ଆଗତ ସିଏଜି ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ୟ ପ୍ରକାଶ ପାଇଛି । ଏହି ରିପୋର୍ଟରେ କୁହାଯାଇଛି ଯେ ତତକାଳୀନ କେଜ୍ରିଓ୍ବାଲ ସରକାର ଆଣିଥିବା ଅବକାରୀ ନୀତି ଯୋଗୁଁ ଦିଲ୍ଲୀ ସରକାରଙ୍କ ପ୍ରାୟ ୨ ହଜାର କୋଟି ଟଙ୍କା … Read More

ପାକିସ୍ତାନରେ ତ୍ରିରଙ୍ଗା ଉଡ଼ାଇ ଯୁବକ ଗିରଫ

ଲାହୋର: ପାକିସ୍ତାନ ଏବେ ଚାମ୍ପିୟନ୍ସ ଟ୍ରଫି ଆୟୋଜନ କରୁଛି। ପାକିସ୍ତାନର ଲାହୋର, କରାଚି ଓ ରାୱଲପିଣ୍ଡି ଭଳି ତିନୋଟି ଷ୍ଟାଡିୟମରେ ଚାମ୍ପିୟନ୍ସ ଟ୍ରଫିର ମ୍ୟାଚ୍ ଖେଳାଯାଉଛି। ନିକଟରେ ଲାହୋରରେ ଏକ ମ୍ୟାଚ୍ ବେଳେ ଜଣେ ଯୁବକ ଭାରତୀୟ ଜାତୀୟ ପତାକା ଉଡ଼ାଇ … Read More