କୋଟାରେ ଅଘଟଣ, ୨୪ ଘଣ୍ଟାରେ ଝୁଲି ପଡ଼ିଲେ ଦୁଇ ଛାତ୍ର

ଅଘଟଣ। ପୁଣି ମୃତ୍ୟୁର ରାସ୍ତା ବାଛିଲେ ଛାତ୍ର। ୨୪ ଘଣ୍ଟାରେ ଝୁଲି ପଡ଼ିଲେ JEE ପରୀକ୍ଷା ପାଇଁ କୋଚିଂ ନେଉଥିବା ଦୁଇ ଛାତ୍ର। ରାଜସ୍ଥାନର କୋଟାରୁ ସାମ୍ନାକୁ ଆସିଛି ପୁଣି ଏଭଳି କିଛି ଅଭିଯୋଗ। ସୂଚନା ମୁତାବକ, କୋଟାର ବିଜ୍ଞାନ ନଗରରେ ରହି JEE … Read More

ପ୍ରବାସୀ ଭାରତୀୟ ସମ୍ମେଳନୀରେ ପ୍ରଧାନମନ୍ତ୍ରୀ, କହିଲେ ‘ପ୍ରବାସୀ ଭାରତର ରାଷ୍ଟ୍ରଦୂତ’

ଭୁବନେଶ୍ବର: ଆଜି ୧୮ ତମ ପ୍ରବାସୀ ଭାରତୀୟ ଦିବସର ଦ୍ବିତୀୟ ଦିନ । ଆଉ ଦ୍ବିତୀୟ ଦିନରେ ଏହି ସମ୍ମେଳନୀରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଆନୁଷ୍ଠାନିକ ଭାବେ ପ୍ରବାସୀ ଭାରତୀୟ ଦିବସ ଉଦଘାଟନ କରିବା ସହ ପ୍ରବାସୀ ଭାରତୀୟ … Read More

ସ୍ପେସ୍‌ ଡକିଂ ସ୍ଥଗିତ ରଖିଲା ଇସ୍ରୋ

ସ୍ପେସ୍‌ ଡକିଂ ସ୍ଥଗିତ ରଖିଲା ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଇସ୍ରୋ। ସ୍ପେଡେକ୍ସ ମିଶନରେ ଯାଇ ମହାକାଶରେ ଘୁରି ବୁଲୁଥିବା ୨ଟି ସ୍ପେସ୍‌କ୍ରାଫ୍ଟ ଚେଜର୍ ଓ ଟାର୍ଗେଟକୁ ଯୋଡ଼ାଯିବା ପାଇଁ ଆଜି ସମୟ ଧାର୍ଯ୍ୟ ହୋଇଥିଲା। ଏବେ ଏହାକୁ ସ୍ଥଗିତ ରଖାଯାଇଥିବା … Read More

ମହାରାଷ୍ଟ୍ରରେ କେଶ ଝଡ଼ିବା ଆତଙ୍କ; ସପ୍ତାହେ ଭିତରେ ଚନ୍ଦା ହୋଇଯାଉଛନ୍ତି ଲୋକେ

ଆଜିର ବ୍ୟସ୍ତବହୁଳ ଜୀବନଶୈଳୀରେ ଉଭୟ ପୁରୁଷ ଏବଂ ମହିଳାଙ୍କ ପାଇଁ କେଶ ଝଡ଼ିବା ସାଧାରଣ କଥା। କେଶ ଝଡ଼ିବା ଏକ ପ୍ରାକୃତିକ ପ୍ରକ୍ରିୟା ବୋଲି ମଧ୍ୟ ଧରିନିଆଯାଏ। ସାଧାରଣତଃ ମୁଣ୍ଡ ସଫା କରିବା କିମ୍ବା ପାନିଆରେ କୁଣ୍ଡାଇବା ସମୟରେ କିଛି କେଶ ଝଡ଼ିଯାଏ। … Read More

ଓଡିଶା ପ୍ରତି ଅବହେଳା ସଂପର୍କରେ ରେଳମନ୍ତ୍ରୀଙ୍କୁ ଚିଠି ଲେଖିଲେ ନିରଞ୍ଜନ

ଭୁବନେଶ୍ୱର: ପୂର୍ବତଟ ରେଳପଥର ୱାଲଟିୟର ଡିଭିଜନ ନୂତନ ଭାବେ ଗଠିତ ଦକ୍ଷିଣତଟ ରେଲୱେ ଅଧିନକୁ ଚାଲିଯିବା ପରିପ୍ରେକ୍ଷୀରେ ଗଭୀର ଉଦ୍‌ବେଗ ପ୍ରକାଶ କରି ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଏକ ତଥ୍ୟଭିତ୍ତିକ ପତ୍ର ଲେଖିଛନ୍ତି। ଶ୍ରୀ … Read More

ସଡ଼କ ଦୁର୍ଘଟଣା ପୀଡ଼ିତଙ୍କୁ ମିଳିବ ୧.୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣା ଚିକିତ୍ସା

ସଡ଼କ ଦୁର୍ଘଟଣାର ଶିକାର ହେଲେ ଏଣିକି ଆହତମାନଙ୍କୁ ମିଳିବ ମାଗଣା ଚିକିତ୍ସା। ନିଜେ କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଏହି ବଡ଼ ଘୋଷଣା କରିଛନ୍ତି। ସାରା ଦେଶରେ ସଡ଼କ ଦୁର୍ଘଟଣା ପୀଡ଼ିତଙ୍କୁ କ୍ୟାଶଲେସ୍ ଚିକିତ୍ସା ପାଇଁ ମାର୍ଚ୍ଚ … Read More

ଅଖିଲେଶଙ୍କ ପରେ ଦିଲ୍ଲୀ ନିର୍ବାଚନରେ AAPକୁ ସମର୍ଥନ ଘୋଷଣା କଲେ ମମତା

ଦିଲ୍ଲୀ ବିଧାନସଭା ନିର୍ବାଚନରେ ଇଣ୍ଡିଆ ମେଣ୍ଟ ପକ୍ଷରୁ କଂଗ୍ରେସକୁ ଲାଗିଛି ଆଉ ଏକ ଝଟକା। ଅଖିଲେଶ ଯାଦବଙ୍କ ସମାଜବାଦୀ ପାର୍ଟି ପରେ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ ଫେବୃଆରୀ ୫ରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନ ପାଇଁ ଆମ୍ ଆଦମୀ ପାର୍ଟିକୁ ଏହାର … Read More

ପ୍ରତ୍ୟର୍ପଣ ଦାବି ଭିତରେ ଶେଖ ହସିନାଙ୍କ ଭିସା ଅବଧି ବଢ଼ାଇଲା ଭାରତ

ବିକ୍ଷୋଭ ଭୟରେ ଦେଶ ଛାଡ଼ି ଭାରତରେ ଆଶ୍ରୟ ନେଇଥିବା ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ଭିସା ଅବଧି ବୃଦ୍ଧି କରାଯାଇଛି। ଅଗଷ୍ଟ ମାସରୁ ଭାରତରେ ଆଶ୍ରୟ ନେଇଥିବା ହସିନାଙ୍କୁ ପ୍ରତ୍ୟର୍ପଣ ପାଇଁ ବାଂଲାଦେଶର ଅନ୍ତରୀଣ ସରକାର ନୂଆଦିଲ୍ଲୀକୁ କହି ଆସୁଛନ୍ତି। … Read More

ବାଲେଶ୍ୱର ଧୂର୍ତ୍ତକୁ ବାନ୍ଧିଲା ଲକ୍ଷ୍ନୌ ପୁଲିସ: ନିଜକୁ ଆର୍ମି କ୍ୟାପ୍ଟେନ କହୁଥିଲା, ମହିଳାଙ୍କୁ ଲୁଟୁଥିଲା

ଉତ୍ତର ପ୍ରଦେଶର ଲକ୍ଷ୍ନୌ ପୁଲିସ୍‌ ଜଣେ ୪୦ ବର୍ଷୀୟ ଧୂର୍ତ୍ତକୁ ଗିରଫ କରିଛି। ବ୍ୟକ୍ତି ଜଣକ ନିଜକୁ ଭାରତୀୟ ସେନାର ଜଣେ କ୍ୟାପ୍ଟେନ ଭାବେ ପରିଚୟ ଦେଇ ମହିଳାମାନଙ୍କୁ ନିଜ ଜାଲରେ ଫସାଉଥିଲା। ସେମାନଙ୍କ ସହ ସମ୍ପର୍କ ରଖିବା ପରେ ଟଙ୍କା ନେଇ … Read More

ଭି. ନାରାୟଣନ ଇସ୍ରୋର ନୂଆ ଅଧ୍ୟକ୍ଷ

ଭି ନାରାୟଣନ ହେବେ ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଇସ୍ରୋର ନୂଆ ଅଧ୍ୟକ୍ଷ। ଇସ୍ରୋ ଅଧ୍ୟକ୍ଷ ତଥା ଅନ୍ତରୀକ୍ଷ ବିଭାଗ ସଚିବ ଭାବେ ତାଙ୍କୁ କେନ୍ଦ୍ର ସରକାର ନିଯୁକ୍ତ କରିଛନ୍ତି। ଆସନ୍ତା ୧୪ ତାରିଖରେ ସେ ଇସ୍ରୋର ବର୍ତ୍ତମାନ ଅଧ୍ୟକ୍ଷ ଏସ୍. … Read More