ହାଇଦ୍ରାବାଦ ଦଳାଚକଟା ଘଟଣା: ଅଲ୍ଲୁ ଅର୍ଜୁନଙ୍କୁ ମିଳିଲା ନିୟମିତ ଜାମିନ
ହାଇଦ୍ରାବାଦ ସନ୍ଧ୍ୟା ଥିଏଟର ଦଳାଚକଟା ମାମଲାରେ ଅଭିନେତା ଅଲ୍ଲୁ ଅର୍ଜୁନଙ୍କୁ ମିଳିଛି ବଡ଼ ଆଶ୍ୱସ୍ତି। ଏହି ଘଟଣାରେ ଅଭିନେତାଙ୍କୁ ଶୁକ୍ରବାର ଦିନ ହାଇଦ୍ରାବାଦ ନାମପଲ୍ଲି କୋର୍ଟରୁ ନିୟମିତ ଜାମିନ ମିଳିଯାଇଛି। ଡିସେମ୍ବର ୪ରେ ଅଲ୍ଲୁ ଅର୍ଜୁନଙ୍କ ପୁଷ୍ପା-୨ ଫିଲ୍ମର ପ୍ରିମିୟର ଶୋ’ … Read More
