ଦିଲ୍ଲୀ ପରେ ବିଜେପିର ‘ମିସନ ପଶ୍ଚିମବଙ୍ଗ’: ମମତା ସରକାରଙ୍କୁ ହଟାଇବା ଯୋଜନା
ନୂଆଦିଲ୍ଲୀ: ୨୭ ବର୍ଷ ପରେ ଦିଲ୍ଲୀରେ ବିଜେପି କ୍ଷମତାକୁ ଫେରିବା ପରେ, ଦଳର ପରବର୍ତ୍ତୀ ମିସନ ହେଉଛି ପଶ୍ଚିମବଙ୍ଗରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସରକାରଙ୍କୁ ଭାଙ୍ଗିବା। ଭାରତୀୟ ଜନତା ପାର୍ଟି ଦିଲ୍ଲୀରେ ଅରବିନ୍ଦ କେଜ୍ରିୱାଲ ସରକାରଙ୍କୁ କ୍ଷମତାଚ୍ୟୁତ କରିଛି। ଏବେ ବିଜେପିର … Read More
