ହାରିଲେ କେଜ୍ରିୱାଲ ଓ ସିସୋଦିଆ
ନୂଆଦିଲ୍ଲୀ: ଦିଲ୍ଲୀ ନିର୍ବାଚନରେ ଆମ ଆଦମୀ ପାର୍ଟି(ଆପ୍)କୁ ଶକ୍ତ ଝଟକା ଲାଗିଛି। ଗୋଟିଏ ପଟେ ବିଜେପି ବିପୁଳ ବିଜୟ ହାସଲ କରିବା ଏକପ୍ରକାର ସ୍ପଷ୍ଟ ହୋଇଥିବାବେଳେ ଅନ୍ୟପଟେ ଆପ୍ର ଟାଣୁଆ ନେତାମାନଙ୍କୁ ପରାଜୟ ବରଣ କରିବାକୁ ପଡ଼ିଛି। ଖୋଦ ଆପ୍ ସୁପ୍ରିମୋ … Read More
