ଆଶାରାମ ବାପୁଙ୍କ ଡକ୍ୟୁମେଣ୍ଟାରୀକୁ ନେଇ ଡିସ୍କଭରୀକୁ ଧମକ, ସୁପ୍ରିମକୋର୍ଟ ଦେଲେ ସୁରକ୍ଷା ନିର୍ଦ୍ଦେଶ

ନୂଆଦିଲ୍ଲୀ,୬।୨: ନିକଟରେ ରିଲିଜ ହୋଇଥିବା ଡକ୍ୟୁମେଣ୍ଟାରୀ ସିରିଜ ‘କଲ୍ଟ ଅଫ ଫିୟର: ଆଶାରାମ ବାପୁ’ଙ୍କ ସମ୍ପର୍କରେ ଡିସ୍କଭରି କମ୍ୟୁନିକେସନ୍ସ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛି। ଆବେଦନରେ କୁହାଯାଇଛି ଯେ ଜାନୁଆରୀ ୨୯ରେ ଏହି ଡକ୍ୟୁମେଣ୍ଟାରୀ ସିରିଜ ମୁକ୍ତିଲାଭ କରିବା ପରଠାରୁ, ଡିସ୍କଭରୀ ଅଧିକାରୀ … Read More

ଧନ୍ୟବାଦ ପ୍ରସ୍ତାବ ଉପରେ ରାଜ୍ୟ ସଭାରେ କଂଗ୍ରେସ ଉପରେ ବର୍ଷିଲେ ମୋଦି

ନୂଆଦିଲ୍ଲୀ,୬।୨: ରାଜ୍ୟ ସଭାରେ ଧନ୍ୟବାଦ ପ୍ରସ୍ତାବ ଉପରେ ଗୁରୁବାର ଆଲୋଚନାର ଉତ୍ତର ଦେଇଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ତାଙ୍କ ଭାଷଣରେ କହିଥିଲେ, ଶାସକ ଏବଂ ବିରୋଧୀ ଉଭୟ ପକ୍ଷ ପକ୍ଷରୁ ଆଲୋଚନା ହୋଇଥିଲା। ଏହା ପରେ ସେ କହିଲେ, ‘ସବକା … Read More

ଶେଖ ହାସିନାଙ୍କ ପ୍ରତ୍ୟର୍ପଣ ଉପରେ ପୁଣି ଭାରତକୁ ଧମକ ଦେଲେ ୟୁନୁସ୍‌

ଢାକା,୬।୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ଶେଖ ହାସିନା ଏବଂ ଅନ୍ୟମାନଙ୍କୁ ଫେରାଇ ଆଣିବା ପାଇଁ ପ୍ରତ୍ୟର୍ପଣ ଚୁକ୍ତି ଅନୁଯାୟୀ ଯଥାସମ୍ଭବ ପ୍ରୟାସ କରୁଛି। ଗୃହ ପରାମର୍ଶଦାତା ଲେଫ୍ଟନାଣ୍ଟ ଜେନେରାଲ (ଅବସରପ୍ରାପ୍ତ) ମହମ୍ମଦ ଜାହାଙ୍ଗୀର ଆଲମ ଚୌଧୁରୀ ବୁଧବାର ଏହି ସୂଚନା ଦେଇଛନ୍ତି। … Read More

ଫେବୃଆରୀ ଶେଷ ସୁଦ୍ଧା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୧୯ତମ କିସ୍ତି

ନୂଆଦିଲ୍ଲୀ,୬।୨: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୧୯ତମ କିସ୍ତି କେନ୍ଦ୍ର ସରକାର ଫେବୃଆରୀ ଶେଷ ସୁଦ୍ଧା ଜାରି କରିବେ। ଗଣମାଧ୍ୟମ ରିପୋର୍ଟ ଅନୁସାରେ, କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂ ଚୌହାନ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫେବୃଆରୀ … Read More

ନୂଆ ଚିଠା ୟୁଜିସି ନିୟମାବଳୀ ହେଉଛି ଆରଏସଏସର ଏଜେଣ୍ଡା : ରାହୁଲ

ନୂଆଦିଲ୍ଲୀ: କଂଗ୍ରେସ ସାଂସଦ ତଥା ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବିଶ୍ବ ବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି)ର ଡ୍ରାଫ୍ଟ ନିୟମକୁ ସମାଲୋଚନା କରି କହିଛନ୍ତି ଯେ ଆମେ ସମସ୍ତ ରାଜ୍ୟର ପରମ୍ପରା, ଭାଷା, ସଂସ୍କୃତି ଏବଂ ଇତିହାସକୁ ସମ୍ମାନ … Read More

ରେଜଲ୍ଟ ପୂର୍ବରୁ ଆପର ବଡ ଅଭିଯୋଗ, ବିଜେପି ଆରମ୍ଭ କଲାଣି ଅପରେସନ ଲୋଟସ

ନୂଆଦିଲ୍ଲୀ: ନିର୍ବାଚନ ଫଳାଫଳ ପୂର୍ବରୁ, ଆପ ସାଂସଦ ସଞ୍ଜୟ ସିଂହ ଅଭିଯୋଗ କରିଥିଲେ ଯେ ବିଜେପି ଦିଲ୍ଲୀରେ ‘ଅପରେସନ ଲୋଟସ୍’ ଆରମ୍ଭ କରିଛି। ୮ ଫେବୃଆରୀ ପୂର୍ବରୁ ବିଜେପି ପରାଜୟକୁ ସ୍ୱୀକାର କରିସାରିଛି। ସେ ଅଭିଯୋଗ କରିଛନ୍ତି ଯେ ବିଜେପି ଆମର … Read More

ମଧ୍ୟପ୍ରଦେଶରେ ବାୟୁସେନାର ମିରାଜ ବିମାନ ଦୁର୍ଘଟଣାଗ୍ରସ୍ତ

ନୂଆଦିଲ୍ଲୀ: ଭାରତୀୟ ବାୟୁସେନା ପାଇଁ ଏକ ଦୁଃଖଦ ଖବର। ଗୁରୁବାର ମଧ୍ୟପ୍ରଦେଶର ଶିବପୁରୀରେ ଭାରତୀୟ ବାୟୁସେନାର ମିରାଜ ୨୦୦୦ ଲଢୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଘଟଣାରେ ଲଢୁଆ ବିମାନର ଉଭୟ ପାଇଲଟ ଆହତ ହୋଇଥିବା ସୂଚନା ମିଳିଛି । … Read More

ବଦଳିଲା ରାମମନ୍ଦିରର ଆଳତୀ ଓ ଦର୍ଶନ ସମୟ

ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ଅଯୋଧ୍ୟାର ରାମ ମନ୍ଦିର ଟ୍ରଷ୍ଟ ରାମ ମନ୍ଦିର ଦର୍ଶନ ଏବଂ ଆଳତୀର ସମୟ ପରିବର୍ତ୍ତନ କରିଛି। ସୂଚନା ଅନୁଯାୟୀ, ଅଯୋଧ୍ୟାରେ ଭକ୍ତଙ୍କ ପ୍ରବଳ ଭିଡ଼ ଲାଗି ରହିଥିବାରୁ ଏହି ନିଷ୍ପତ୍ତି ନିଆଯାଇଛି। ପ୍ରୟାଗରାଜର ମହାକୁମ୍ଭକୁ ଆସୁଥିବା ଅନେକ ଶ୍ରଦ୍ଧାଳୁ … Read More

ଆତ୍ମନିର୍ଭରଶୀଳ ନୀତିରେ ଆକର୍ଷିତ ହୋଇ ଆତ୍ମସମର୍ପଣ କଲେ ୬ ମାଓବାଦୀ

ମାଲକାନଗିରି: ସୀମାନ୍ତ ଛତିଶଗଡ଼ରେ ଲଗାତାର ମାଓ ଦମନରେ ପୁଲିସକୁ ସଫଳତା ମିଳିବାରେ ଲାଗିଛି। ଏହି କ୍ରମରେ ପୁଣି ୬ ଜଣ ମାଓବାଦୀ ପୁଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଦନ୍ତେୱାଡା ଜିଲ୍ଲାରେ ଅବସ୍ଥାପିତ ସିଆରପିଏଫ ଯବାନଙ୍କର ଲଗାତାର ଅପରେସନ ଏବଂ ଲୋକଙ୍କୁ ମୁଖ୍ୟସ୍ରୋତରେ … Read More

ଦିଲ୍ଲୀ ବିଧାନସଭା ନିର୍ବାଚନ ଏକ୍‌ଜିଟ୍‌ ପୋଲ : ବିଜେପିକୁ ଅଧିକ ଆସନ

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନ ୨୦୨୫ ପାଇଁ ୫ ଫେବ୍ରୁଆରିରେ ମତଦାନ ଶେଷ ହୋଇଛି। ଦିଲ୍ଲୀର୭୦ଟି ବିଧାନସଭା ଆସନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ୍‌ରେ ସିଲ୍ ହୋଇଛି। ଯାହାର ଫଳାଫଳ ଫେବ୍ରୁଆରି ୮ ତାରିଖରେ ଘୋଷଣା କରାଯିବ। ଏହା ପୂର୍ବରୁ … Read More