ମୋ ନାଁରେ ରାହୁଲ ଗାନ୍ଧୀ ମିଛ କହିଛନ୍ତି – ଜୟଶଙ୍କର

ନୂଆଦିଲ୍ଲୀ,୩।୨: ଲୋକ ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଲୋଚନା ସମୟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୈଦେଶିକ ମନ୍ତ୍ରୀ ଡକ୍ଟର ଏସ.ଙ୍କୁ ଟାର୍ଗେଟ୍‌ କରିଛନ୍ତି। ଜୟଶଙ୍କରଙ୍କ ଆମେରିକା ଗସ୍ତ ଉପରେ ରାହୁଲ ପ୍ରଶ୍ନ ଉଠାଇଛନ୍ତି। ବୈଦେଶିକ ମନ୍ତ୍ରୀ ଏହାର କଡ଼ା ଜବାବ … Read More

ଦିଲ୍ଲୀ ନିର୍ବାଚନ ପାଇଁ ଶେଷ ହେଲା ପ୍ରଚାର

ନୂଆଦିଲ୍ଲୀ : ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ନିର୍ବାଚନ ପ୍ରଚାର ସୋମବାର (ଫେବ୍ରୁଆରି ୩) ସନ୍ଧ୍ୟା ୬ଟାରେ ଶେଷ ହୋଇଛି । ଫେବ୍ରୁଆରି ୫ ରେ ମତଦାନ ହେବ ଏବଂ ଫେବୃଆରୀ ୮ ରେ ଫଳାଫଳ ପ୍ରକାଶ ପାଇବ । ପ୍ରଚାରର … Read More

ଚାକିରି ଯୋଗାଇବାରେ ୟୁପିଏ ଏବଂ ଏନଡିଏ ବିଫଳ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୩।୧: ବଜେଟ ଅଧିବେଶନର ତୃତୀୟ ଦିନରେ ସଂସଦରେ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଛି। ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସ୍ୱୀକାର କରିଛନ୍ତି ଯେ, ଦେଶରେ ବେରୋଜଗାର ଯୁବକ ମାନଙ୍କୁ ଚାକିରି ଦେବାରେ ଉଭୟ ୟୁପିଏ ଏବଂ ଏନଡିଏ ସରକାର ବିଫଳ … Read More

ସଂସଦରେ ଉଠିଲା ଘରୋଇ ହିଂସା ଆଇନର ଅପବ୍ୟବହାର ପ୍ରସଙ୍ଗ

ନୂଆଦିଲ୍ଲୀ: ଘରୋଇ ହିଂସା ଓ ମହିଳାଙ୍କ ପ୍ରତି ଶୋଷଣ ସମ୍ବନ୍ଧୀୟ ଆଇନର ଅପବ୍ୟବହାରକୁ ନେଇ ନିକଟରେ ଦେଶରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଏବେ ସଂସଦରେ ଏହି ପ୍ରସଙ୍ଗ ଉଠିଛି। ଅତୁଲ ସୁଭାଷଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ବିଜେପି ରାଜ୍ୟସଭା ସାଂସଦ … Read More

ଦିଲ୍ଲୀରେ ଉଚ୍ଛେଦ ହେବନି ବସ୍ତି, ଆପ୍ ମିଛ କହୁଛି: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଦିଲ୍ଲୀରେ ବିଧାନସଭା ନିର୍ବାଚନରେ ଥିବାରୁ ବସ୍ତିବାସିନ୍ଦାଙ୍କୁ ଖୁସି କରିବାକୁ ବଡ଼ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଦିଲ୍ଲୀରେ ବସ୍ତି ଉଚ୍ଛେଦ ହେବ ନାହିଁ ବୋଲି ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି। ରବିବାର ଦିଲ୍ଲୀରେ ନିର୍ବାଚନ ପ୍ରଚାର କରି ମୋଦୀ କହିଛନ୍ତି ଯେ … Read More

କଂଗ୍ରେସରେ ଯୋଗ ଦେଇପାରନ୍ତି ସଞ୍ଜୟ ରାଉତ: ନିତେଶ ରାଣେ

ନୂଆଦିଲ୍ଲୀ: ମହାରାଷ୍ଟ୍ରର ମନ୍ତ୍ରୀ ଏବଂ ବିଜେପି ବିଧାୟକ ନିତେଶ ରାଣେ ଆଜି ଦାବି କରିଛନ୍ତି ଯେ ଶିବସେନା-ୟୁବିଟି ସାଂସଦ ସଞ୍ଜୟ ରାଉତ ଦିଲ୍ଲୀରେ କଂଗ୍ରେସ ନେତାମାନଙ୍କ ସହ ବୈଠକ କରୁଛନ୍ତି। ସେ କଂଗ୍ରେସରେ ଯୋଗଦେବା ପାଇଁ ତାଙ୍କୁ ଭେଟିଛନ୍ତି। ନିତେଶ ରାଣେ … Read More

ବିଶ୍ବବିଦ୍ୟାଳୟର ରେଟିଂ ବଢାଇବାକୁ ଲାଞ୍ଚ ଅଭିଯୋଗ; ୧୦ ଜଣଙ୍କୁ ଗିରଫ କଲା ସିବିଆଇ

ସମ୍ବଲପୁର: ନ୍ୟାସନାଲ ଆସେସମେଣ୍ଟ ଆଣ୍ଡ ଆକ୍ରିଡେସନ୍‌ କାଉନସିଲ୍‌ (ଏନଏଏସି) ରେଟିଂ ଲାଞ୍ଚ ମାମଲାରେ ୧୦ ଜଣଙ୍କୁ ଗିରଫ କରିଛି ସିବିଆଇ । ଆନ୍ଧ୍ରର ଏକ ଶିକ୍ଷାନୁଷ୍ଠାନର ରେଟିଂ ବଢ଼ାଇବାକୁ କହି ଲାଞ୍ଚ ଅଭିଯୋଗରେ ଗିରଫ କରିଛି ସିବିଆଇ । ଗିରଫ ଅଭିଯୁକ୍ତଙ୍କ … Read More

ପାକିସ୍ତାନର ଖୈବର ପଖତୁନଖ୍ବା ପ୍ରାନ୍ତରେ ପୁଣିଥରେ ଆତଙ୍କୀ ଆକ୍ରମଣ, ୫ ମୃତ

ପାକିସ୍ତାନର ଖୈବର ପଖତୁନଖ୍ବା ପ୍ରାନ୍ତରେ ପୁଣିଥରେ ଆତଙ୍କୀ ଆକ୍ରମଣ ହୋଇଛି । ଖୈବର ପଖତୁନଖ୍ବାରେ ଆତଙ୍କବାଦୀ ଅର୍ଦ୍ଧସୈନିକ ବଳ ଗାଡ଼ି ଉପରେ ଆକ୍ରମଣ କରିଛନ୍ତି । ଘଟଣାରେ ୪ ଜଣ ଯବାନଙ୍କ ସହିତ ୫ ଜଣଙ୍କର ମୃତ୍ୟୁ ହୋଇଛି । ପୋଲିସ … Read More

୨୧ ଦିନରେ ବୁଡ଼ ପକାଇଲେଣି ୩୪ କୋଟି ଶ୍ରଦ୍ଧାଳୁ

ପ୍ରୟାଗରାଜ: ପ୍ରୟାଗରାଜରେ ଚାଲୁଥିବା ଦିବ୍ୟ ମହାକୁମ୍ଭର ଆଜି ୨୧ ତମ ଦିନ।  ଆଜି ସକାଳ ୧୦ଟା ପର୍ଯ୍ୟନ୍ତ ୭୨.୩୬ ଲକ୍ଷ ଭକ୍ତ ସଙ୍ଗମରେ ବୁଡ଼ ପକାଇଥିବାବେଳେ ବର୍ତ୍ତମାନ ପର୍ଯ୍ୟନ୍ତ ୩୪.୩୩ କୋଟିରୁ ଅଧିକ ଭକ୍ତ ପବିତ୍ର ବୁଡ଼ ପକାଇଛନ୍ତି। ମହାକୁମ୍ଭ ୧୩ … Read More

ଆମେରିକା ବିରୁଦ୍ଧରେ ବାଣିଜ୍ୟିକ ଯୁଦ୍ଧ: କାନାଡା-ଚୀନ୍-ମେକ୍ସିକୋ ଏକଜୁଟ

ୱାଶିଂଟନ/ଅଟୱା: ଡୋନାଲ୍ଡ ଟ୍ରମ୍ପ କାନାଡା, ମେକ୍ସିକୋ ଏବଂ ଚୀନ୍ ବିରୁଦ୍ଧରେ ଅଧିକ ଶୁଳ୍କ ଲାଗୁ କରିବା ପରେ ଏକ ବାଣିଜ୍ୟିକ ଯୁଦ୍ଧ ଆରମ୍ଭ ହୋଇଛି। କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ୍ ଟ୍ରୁଡୋ ମଧ୍ୟ ଆମେରିକୀୟ ସାମଗ୍ରୀ ଉପରେ ୨୫ ପ୍ରତିଶତ ଶୁଳ୍କ ଘୋଷଣା … Read More