ଇନ୍ଦିରା ଗାନ୍ଧି ସରକାରରେ ୧୨ ଲକ୍ଷ ଆୟରୁ ୧୦ ଲକ୍ଷ ଟିକସ ଦେବାକୁ ପଡ଼ୁଥିଲା : ମୋଦୀ

ନୂଆଦଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ନୂଆଦିଲ୍ଲୀରେ ଏକ ନିର୍ବାଚନୀ ସଭାରେ କଂଗ୍ରେସକୁ ଶାଣିତ ଆକ୍ରମଣ କରିଛନ୍ତି । ସେ କହିଛନ୍ତି ଯେ କଂଗ୍ରେସ ସରକାର ଅମଳରେ ବିପୁଳ ପରିମାଣରେ ଟିକସ ଆଦାୟ କରାଯାଉଥିଲା । ନେହେରୁଙ୍କ ସମୟରେ ଆୟର … Read More

ଦିଲ୍ଲୀ ନିର୍ବାଚନ: ବିଜେପିରେ ମିଶିଲେ ଇସ୍ତଫା ଦେଇଥିବା AAPର ସମସ୍ତ ୮ ବିଧାୟକ

ଆମ୍ ଆଦମୀ ପାର୍ଟିରୁ ଇସ୍ତଫା ଦେଇଥିବା ସମସ୍ତ ୮ ବିଧାୟକ ବିଜେପିରେ ସାମିଲ ହୋଇଛନ୍ତି । ଦିଲ୍ଲୀ ବିଜେପି ଅଧ୍ୟକ୍ଷ ବୀରେନ୍ଦ୍ର ସଚଦେବାଙ୍କ ଉପସ୍ଥିତିରେ ସେମାନେ ବିଜେପିର ହାତ ଧରିଛନ୍ତି । ଏହି ବିଧାୟକମାନେ ଶୁକ୍ରବାର ହିଁ ଦଳରୁ ଇସ୍ତଫା ଦେଇଥିଲେ … Read More

ରେଳ ମନ୍ତ୍ରାଳୟ ପାଇଁ ୨.୫୫ ଲକ୍ଷ କୋଟିର ବ୍ୟୟବରାଦ

ନୂଆଦିଲ୍ଲୀ : କେନ୍ଦ୍ର ବଜେଟରେ ରେଳ ମନ୍ତ୍ରଣାଳୟ ପାଇଁ ୨.୫୫ ଲକ୍ଷ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି । ସେଥିମଧ୍ୟରୁ ୩,୪୪୫ କୋଟି ଟଙ୍କା ରାଜସ୍ବ ଓ ୨,୫୨,୦୦୦ କୋଟି ଟଙ୍କା ପୁଞ୍ଜି ବ୍ୟୟରେ ଖର୍ଚ୍ଚ ହେବ। ତେଣୁ ରେଳ ବଜେଟରେ … Read More

ବିଜେପି ସମର୍ଥକଙ୍କୁ ଏହି ଅପିଲ କଲେ କେଜ୍ରିୱାଲ

ନୂଆଦିଲ୍ଲୀ: ଦିଲ୍ଲୀରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଫେବୃଆରୀ ୫ ତାରିଖରେ ମତଦାନ ହେବ ଏବଂ ଫେବୃଆରୀ ୮ ତାରିଖରେ ନିର୍ବାଚନ ଫଳାଫଳ ଘୋଷଣା କରାଯିବ। ଏହି ସମୟରେ, ଆମ ଆଦମୀ ପାର୍ଟି ମୁଖ୍ୟ ଏବଂ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ … Read More

୬.୮୧ ଲକ୍ଷ କୋଟିକୁ ବଢିଲା ପ୍ରତିରକ୍ଷା ବଜେଟ୍

ନୂଆଦିଲ୍ଲୀ : ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ କେନ୍ଦ୍ରୀୟ ବଜେଟରେ ପ୍ରତିରକ୍ଷା ମନ୍ତ୍ରଣାଳୟ ପାଇଁ ରେକର୍ଡ ୬.୮୧ ଲକ୍ଷ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି, ଯାହା କି ପୂର୍ବ ବର୍ଷ ତୁଳନାରେ ୯.୫୩% ଅଧିକ। ଏହି ରାଶି ଦେଶର ଆନୁମାନିକ ଜିଡିପିର … Read More

ଏ ବଜେଟ୍ ମଧ୍ୟବିତ୍ତଙ୍କ ପକେଟ ଭରିବ : ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆସିଲା ବଜେଟ୍, ଆସିଲା ମୋଦିଙ୍କ ବୟାନ । ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍ ଉପସ୍ଥାପନ କରି ସାରିବା ପରେ ପ୍ରତିକ୍ରିୟା ରଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଚଳିତ ଥରର ବଜେଟକୁ ସାଧାରଣ ଲୋକଙ୍କ … Read More

ଲଗାତାର ୮ମ ଥର ପାଇଁ ନିର୍ମଳାଙ୍କ ବଜେଟ୍ ଉପସ୍ଥାପନ: ୧ ଘଣ୍ଟା ୧୪ ମିନିଟର ଅଭିଭାଷଣ

ନୂଆଦିଲ୍ଲୀ: ଉପସ୍ଥାପିତ ହେଲା ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍ । କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଉପସ୍ଥାପିତ କଲେ ବଜେଟ୍ । ବିଭିନ୍ନ କ୍ଷେତ୍ର ପାଇଁ ଏହି ବଜେଟରେ ବଡ ଘୋଷଣା କରାଯାଇଥିବା ବେଳେ ଠିକ୍ ଦିନ ୧୧ଟା ସମୟରେ ଅର୍ଥମନ୍ତ୍ରୀ ବଜେଟ୍ … Read More

ବଜେଟରେ ବଡ ଘୋଷଣା: ଜାଣନ୍ତୁ କଣ ହେଲା ଶସ୍ତା, କଣ ମହଙ୍ଗା ?

୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ଆଜି ସଂସଦରେ ବଜେଟ୍‌ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଏଥିରେ ମଧ୍ୟବିତ୍ତଙ୍କ ପାଇଁ ସେ କରିଛନ୍ତି ବଡ଼ ଘୋଷଣା। ୧୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟକର ଛାଡ଼ ଘୋଷଣା କରାଯାଇଛି। ସେହିପରି ଏହି ବଡ଼ ଘୋଷଣା … Read More

ବଜେଟରେ ବଡ଼ ଘୋଷଣା, ଆୟକର ଛାଡ ସୀମା ୧୨ ଲକ୍ଷ ଟଙ୍କାକୁ ବୃଦ୍ଧି

ନୂଆଦିଲ୍ଲୀ : କେନ୍ଦ୍ର ବଜେଟରେ ମଧ୍ୟବିତ୍ତଙ୍କୁ ଖୁସି କରିବାକୁ ବଡ଼ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନର୍ମଳା ସୀତାରମଣ । ଆୟକର ଛାଡ଼ସୀମା ୧୨ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇଛି । ଆୟକର ରିଟର୍ଣ୍ଣ ଫାଇଲ୍ କରିବାର ସମୟସୀମାକୁ ୨ ବର୍ଷରୁ ୪ … Read More

ଦିଲ୍ଲୀରେ ବିଜେପି ସମର୍ଥନରେ ପ୍ରଚାର କରିବେ ଚନ୍ଦ୍ରବାବୁ ଓ ପବନ କଲ୍ୟାଣ

ନୂଆଦିଲ୍ଲୀ: ଦିଲ୍ଲୀରେ ନିର୍ବାଚନ ପ୍ରଚାରର ଶେଷ ସପ୍ତାହ ଆରମ୍ଭ ହୋଇଛି ଏବଂ ଦଳଗୁଡ଼ିକ ସେମାନଙ୍କର ପୂର୍ଣ୍ଣ ଶକ୍ତି ଖଟାଇଛନ୍ତି। ଏବେ ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଏବଂ ତେଲୁଗୁ ଦେଶମ ପାର୍ଟି (ଟିଡିପି) ମୁଖ୍ୟ ଚନ୍ଦ୍ରବାବୁ ନାଇଡୁ ଶନିବାର (ଫେବୃଆରୀ ୦୧, ୨୦୨୫) … Read More