ସୋନିଆଙ୍କ ମନ୍ତବ୍ୟର ଦୃଢ଼ ପ୍ରତିବାଦ ଜଣାଇଲା ରାଷ୍ଟ୍ରପତି ଭବନ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପ୍ରତି କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀଙ୍କ ଅରୁଚିକର ମନ୍ତବ୍ୟର ଦୃଢ଼ ପ୍ରତିବାଦ ଜଣାଇଛି ରାଷ୍ଟ୍ରପତି ଭବନ। ସୋନିଆଙ୍କ ମନ୍ତବ୍ୟ ଅଗ୍ରହଣୀୟ। ଏହା ରାଷ୍ଟ୍ରପତିଙ୍କ ମର୍ଯ୍ୟାଦାକୁ ଆଘାତ ଦେଇଛି ବୋଲି ରାଷ୍ଟ୍ରପତି ଭବନ ତରଫରୁ ଏକ ବିବୃତି ଜାରି … Read More

ଦିଲ୍ଲୀ ନିର୍ବାଚନ ପୂର୍ବରୁ AAPକୁ ବଡ଼ ଝଟକା, ଗୋଟିଏ ଦିନରେ ୭ ବିଧାୟକ ଛାଡ଼ିଲେ ପାର୍ଟି

ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ଆମ୍ ଆଦମୀ ପାର୍ଟିକୁ ଲାଗିଛି ବଡ଼ ଝଟକା । ପାର୍ଟିର ୭ ଜଣ ବିଧାୟକ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ସେମାନଙ୍କ ମଧ୍ୟରେ ତ୍ରିଲୋକପୁରୀ ବିଧାୟକ ରୋହିତ ମହରୌଲିଆ, ଜନକପୁରୀ ବିଧାୟକ … Read More

ଗାଜିପୁରରେ ଭୟଙ୍କର ଦୁର୍ଘଟଣା, ମହାକୁମ୍ଭରୁ ବୁଡ଼ ପକାଇ ଫେରୁଥିବା ବେଳେ ପିଟିଦେଲା ଟ୍ରକ୍, ୬ ମୃତ

ଉତ୍ତରପ୍ରଦେଶର ଗାଜିପୁରରେ ଭୀଷଣ ସଡ଼କ ଦୁର୍ଘଟଣାରେ ୬ ଜଣଙ୍କ ମୃତ୍ୟୁ ଘଟିଛି । ଏଥିରେ ୧୩ରୁ ଅଧିକ ଲୋକ ଆହତ ହୋଇଛନ୍ତି । ଦୁର୍ଘଟଣା ଏତେ ଭୟାବହ ଥିଲା ଯେ ଘଟଣାସ୍ଥଳରେ ହିଁ ୬ ଜଣଙ୍କ ପ୍ରାଣବାୟୁ ଉଡ଼ିଯାଇଥିଲା । ମହାକୁମ୍ଭରୁ … Read More

କଂଗ୍ରେସ ରାଷ୍ଟ୍ରପତିଙ୍କୁ ଅପମାନିତ କଲା: ପ୍ରଧାନମନ୍ତ୍ରୀ

କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପ୍ରତି ଅରୁଚିକର ମନ୍ତବ୍ୟ ଦେବା ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀ କହିଛନ୍ତି, କଂଗ୍ରେସର ରାଜ ପରିବାରକୁ ଦେଶୁ ପୁଣିଥରେ ଦେଖିଲା। ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସଂସଦକୁ … Read More

୪.୯%କୁ ଖସିଲା ଖୁଚୁରା ମୁଦ୍ରାସ୍ଫିତି

କେନ୍ଦ୍ର ସରକାରଙ୍କ ସମୟୋପଯୋଗୀ ପଦକ୍ଷେପ ଯୋଗୁ ଖୁଚୁରା ମୁଦ୍ରାସ୍ଫିତି ୪.୯%କୁ ହ୍ରାସ ପାଇଛି। ୨୦୨୪ରେ ଖୁଚୁରା ମୁଦ୍ରାସ୍ଫିତି ୫.୪ % ଥିଲା ଓ ଏହା ଆର୍ଥିକ ବର୍ଷ ୨୦୨୫ରେ ୪.୯ %କୁ ହ୍ରାସ ପାଇଛି। ଆଜି ସଂସଦରେ କେନ୍ଦ୍ର ଅର୍ଥ ମନ୍ତ୍ରୀ … Read More

ଛତିଶଗଡ଼ରେ ପ୍ରଥମ HMPV ରୋଗୀ, ୩ ବର୍ଷର ଶିଶୁ ସଂକ୍ରମିତ, ଆଇସିୟୁରେ ଭର୍ତ୍ତି

ଛତିଶଗଡ଼ରେ ପ୍ରଥମ HMPV ମାମଲା ସାମ୍ନାକୁ ଆସିଛି । କୋରବା ଜିଲ୍ଲାରେ ତିନି ବର୍ଷର ଏକ ଶିଶୁଠାରେ ହ୍ୟୁମାନ ମେଟାନ୍ୟୁମୋଭାଇରସ୍ (HMPV) ଚିହ୍ନଟ ହୋଇଛି । ଅଧିକାରୀମାନେ ଶୁକ୍ରବାର ଏହି ସୂଚନା ଦେଇଛନ୍ତି । ରାଜ୍ୟରେ ଏହା ହେଉଛି ପ୍ରଥମ ଏଚଏମପିଭି … Read More

ରାଷ୍ଟ୍ରପତିଙ୍କୁ ‘poor lady’ କହି ବିବାଦରେ ସୋନିଆ ଗାନ୍ଧୀ

ସଂସଦର ବଜେଟ ଅଧିବେଶନର ପ୍ରଥମ ଦିନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ନେଇ ଶାସକ ଏବଂ ବିରୋଧୀଙ୍କ ମଧ୍ୟରେ ବାକଯୁଦ୍ଧ ଆରମ୍ଭ ହୋଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣ ପରେ କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ତାଙ୍କୁ ଆକ୍ଷେପ କରି ‘poor lady’ ବୋଲି … Read More

ଅର୍ଥନୈତିକ ସର୍ଭେ ରିପୋର୍ଟ: ୨୦୨୫-୨୬ରେ ୬.୩ରୁ ୬.୮% ରହିବ ଜିଡିପି

କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଶୁକ୍ରବାର ସଂସଦରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ କରିଛନ୍ତି। ଆଗାମୀ ୨୦୨୫-୨୬ ଆର୍ଥିକ ବର୍ଷରେ ମୋଟ ଘରୋଇ ଉତ୍ପାଦ ବା ଡିଜିପି ୬.୩ ପ୍ରତିଶତରୁ ୬.୮ ପ୍ରତିଶତ ରହିବା ନେଇ ରିପୋର୍ଟରେ ଆକଳନ କରାଯାଇଛି। ଯାହା … Read More

ଗାନ୍ଧୀଙ୍କ ପୂଣ୍ୟତିଥିରେ ପୁଷ୍ପ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଲେ ମୋଦୀ

ନୂଆଦିଲ୍ଲୀ: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପୁଣ୍ୟତିଥି ଅବସରରେ ମଙ୍ଗଳବାର ଦିନ ରାଜଘାଟରେ ପୁଷ୍ପ ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହା ସହ ମୋଦୀ ଏକ ଏକ୍ସ ପୋଷ୍ଟ୍‌ରେ ଲେଖିଛନ୍ତି, ‘‘ପୂଜ୍ୟ ବାପୁଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଞ୍ଜଳି। ତାଙ୍କ ଆଦର୍ଶ … Read More

ସ୍ବିଡେନରେ ପବିତ୍ର କୋରାନ ପୋଡ଼ିଥିବା ବ୍ୟକ୍ତିକୁ ଗୁଳିକରି ହତ୍ୟା

ଷ୍ଟକହୋମ୍ : ସ୍ୱିଡେନରେ ସାଲୱାନ ମୋମିକା ନାମକ ଜଣେ ବ୍ୟକ୍ତିଙ୍କୁ ଗୁଳି କରି ହତ୍ୟା କରାଯାଇଛି । ଏହି ବ୍ୟକ୍ତି ଜଣକ ୨୦୨୩ରେ ଏକାଧିକ ଥର ଇସଲାମ ଧର୍ମର ପବିତ୍ର ଧର୍ମଗ୍ରନ୍ଥ କୋରାନର ନକଲ ପୋଡ଼ି ଦେଇଥିଲେ। ଧର୍ମପୁସ୍ତକ ପୋଡ଼ିବା ପ୍ରସଙ୍ଗ … Read More