ଆରାକାନ ସେନାର ନିର୍ଯାତନା: ଦେଶ ଛାଡିବାକୁ ବାଧ୍ୟ ହେଉଛନ୍ତି ରୋହିଙ୍ଗ୍ୟା
ନାପିଦ୍ବ: ମିଆଁମାରରେ ବିଦ୍ରୋହୀ ଗୋଷ୍ଠୀ ଆରାକାନ୍ ଆର୍ମି (ଏଏ)ର ପ୍ରଭାବ ବୃଦ୍ଧି ପାଇଛି। ମିଆଁମାରର ରାଖାଇନ୍ ରାଜ୍ୟକୁ ଆରାକାନ୍ ଆର୍ମି ଜୁଣ୍ଟା ସେନାଠାରୁ ଛଡ଼ାଇ ନିଜ ଦଖଲକୁ ନେଇଛି। ଏହି କାରଣରୁ ସ୍ଥାନୀୟ ରୋହିଙ୍ଗ୍ୟାମାନଙ୍କର ଭବିଷ୍ୟତ ଅନିଶ୍ଚିତ ହୋଇପଡିଛି। ମିଆଁମାରର ବାଂଲାଦେଶ … Read More
