୧୯୯୪ ମସିହାରୁ ଥିଲେ ନିଖୋଜ, ୩୨ ବର୍ଷ ପରେ ମିଳିଲା ପତ୍ତା
ନୂଆଦିଲ୍ଲୀ: ଆମେରିକାର ଆରିଜୋନାରୁ ଏକ ଚମତ୍କାର ଘଟଣା ସାମ୍ନାକୁ ଆସିଛି। ଯାହା ସମଗ୍ର ବିଶ୍ୱକୁ ଆଶ୍ଚର୍ଯ୍ୟ କରିଦେଇଛି। ଆମେରିକା ଆରିଜୋନା ଅନ୍ତର୍ଗତ ଷ୍ଟାର୍ ଭ୍ୟାଲିରୁ ୧୯୯୪ ମସିହାରେ ମାତ୍ର ୧୩ ବର୍ଷ ବୟସରେ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଥିବା କ୍ରିଷ୍ଟିନା ମାରି … Read More
