ଟ୍ରମ୍ପ ରାଷ୍ଟ୍ରପତି ହେବାର ଦୁଇ ଦିନ ମଧ୍ୟରେ ଅଶୋଧିତ ତୈଳ ମୂଲ୍ୟରେ ବ୍ୟାରେଲ ପିଛା ପ୍ରାୟ ୨ ଡଲାର ହ୍ରାସ
ୱାଶିଂଟନ: ଡୋନାଲ୍ଡ ଟ୍ରମ୍ପ ରାଷ୍ଟ୍ରପତି ଭାବେ କ୍ଷମତା ଗ୍ରହଣ କରିବା ପରଠାରୁ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ମୂଲ୍ୟରେ ୨ପ୍ରତିଶତ ହ୍ରାସ ଦେଖିବାକୁ ମିଳିଛି। ଯାହା ପରେ ମୂଲ୍ୟ ବ୍ୟାରେଲ ପିଛା ୭୯ଡଲାରକୁ ଖସି ଆସିଛି। ବିଶେଷଜ୍ଞମାନଙ୍କ ଅନୁସାରେ ଅଶୋଧିତ ତୈଳ … Read More
