ମହାକୁମ୍ଭ ୨୦୨୫: ପ୍ରଥମ ଦିନରେ ୧.୫ କୋଟି ଶ୍ରଦ୍ଧାଳୁ କଲେ ମହାସ୍ନାନ

ନୂଆଦିଲ୍ଲୀ: ଆସ୍ଥାର ମହାପର୍ବ ମହାକୁମ୍ଭ ଜାନୁଆରୀ ୧୩ ସୋମବାରରୁ ପ୍ରୟାଗରାଜରେ ଆରମ୍ଭ ହୋଇଛି । ଆଜି ପୌଷ ପୂର୍ଣ୍ଣିମାର ଅମୃତ ସ୍ନାନ । ପ୍ରାତଃରୁ ହିଁ ଶ୍ରଦ୍ଧାଳୁ ଗଙ୍ଗା, ଯମୁନା ଏବଂ ଅଦୃଶ୍ୟ ସରସ୍ୱତୀ ନଦୀର ସଙ୍ଗମରେ ସ୍ନାନ କରୁଛନ୍ତି । … Read More

ବାଂଲାଦେଶ ଡେପୁଟି ହାଇ କମିଶନରଙ୍କୁ ସମନ କଲା ଭାରତ

ଭାରତ ଓ ବାଂଲାଦେଶ ମଧ୍ୟରେ ଲଗାତର ସମ୍ପର୍କ ତିକ୍ତ ହେବାରେ ଲାଗିଛି। ବଢ଼ିବାରେ ଲାଗିଛି ସୀମା ବିବାଦ। ପୂର୍ବତନ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ବହିଷ୍କାର କରିବା ପରେ ଦୁଇ ଦେଶ ମଧ୍ୟରେ ସମ୍ପର୍କ ତିକ୍ତ ଥିବା ଜଣାପଡିଛି। ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ … Read More

ଓଡ଼ିଶା ଆଗାମୀ ଦିନରେ ଆଇଟି ହବ୍ ହେବ: ଅଶ୍ବିନୀ ବୈଷ୍ଣବ

ନୂଆଦିଲ୍ଲୀ/ଭୁବନେଶ୍ବର: ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ପାଇଁ କେନ୍ଦ୍ର ଏବଂ ରାଜ୍ୟ ମଧ୍ୟରେ ଏମ୍ଓୟୁ ହୋଇଛି । ଏହି ଅବସରରେ କେନ୍ଦ୍ର ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ବଡ଼ ସୂଚନା ପ୍ରଦାନ କରିଛନ୍ତି । ଓଡ଼ିଶା ଆଗାମୀ ଦିନରେ ଆଇଟି … Read More

କୁମ୍ଭମେଳାରେ ଷ୍ଟିଭ୍‌ ଜବସ୍‌ଙ୍କ ପତ୍ନୀ ଲରେନ୍‌ ପାଓ୍ୱେଲ ଓରଫ କମଳା

ଗଳାରେ ରୁଦ୍ରାକ୍ଷ ମାଳା। ଦେହରେ ଗେରୁଆ ବସ୍ତ୍ର। ଭକ୍ତି ରଙ୍ଗରେ ରଙ୍ଗେଇ ହେଲେ ଆପଲ୍‌ର ସହ ପ୍ରତିଷ୍ଠାତା ଦିବଙ୍ଗତ ଷ୍ଟିଭ୍‌ ଜବସ୍‌ଙ୍କ ପତ୍ନୀ ଲରେନ୍‌ ପାଓ୍ୱେଲ ଓରଫ କମଳା। ସେ ମହାକୁମ୍ଭା ମେଳାରେ ବୁଡ଼ ପକାଇବେ। ଏଥିପାଇଁ ପ୍ରୟାଗରାଜରେ ସେ ଶନିବାରଠୁ … Read More

ଯୋଡ଼ି ହେବ କଶ୍ମୀରରୁ ଲଦାଖ, ଉଦ୍‌ଘାଟିତ ହେଲା Z ମୋଡ୍‌ ଟନେଲ୍‌

ଉଦ୍‌ଘାଟିତ ହେଲା ବହୁ ପ୍ରତିକ୍ଷିତ ସୋନମାର୍ଗ ଟନେଲ ବା Z ମୋଡ୍‌ ଟନେଲ୍‌। ଏହି ଟନେଲ ଦ୍ୱାରା ଉପକୃତ ହେବେ ଲଦାଖବାସୀ। ଆଉ ଯାତାୟତରେ ହେବନି କୌଣସି ଅସୁବିଧା। ଲଦାଖକୁ ସବୁ ଋତୁରେ ଯିବା ଆସିବା କରିପାରିବେ ଲୋକେ। ଏହି ଟନେଲ୍‌ … Read More

LAC ସ୍ଥିତି ସମ୍ବେଦନଶୀଳ କିନ୍ତୁ ସ୍ଥିର: ସ୍ଥଳ ସେନା ମୁଖ୍ୟ

ଏଲ୍‌ଏସିରେ ସ୍ଥିତି ସମ୍ବେଦନଶୀଳ କିନ୍ତୁ ସ୍ଥିର ରହିଛି। ଭାରତୀୟ ସେନା ପ୍ରତିଟି ସ୍ଥିତି ମୁକାବିଲା କରିବାକୁ ପ୍ରସ୍ତୁତ। ଭାରତ ଓ ଚୀନ୍‌ ସୀମା ବିବାଦକୁ ନେଇ ଆଜି ଏଭଳି କିଛି କହିଛନ୍ତି ସ୍ଥଳ ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ। ସୀମା … Read More

CAG ରିପୋର୍ଟ: ସଚ୍ଚୋଟତା ଉପରେ ସନ୍ଦେହ, ଆପ୍‌ ଉପରେ ବର୍ଷିଲେ ହାଇକୋର୍ଟ

ପାଖେଇ ଆସିଲାଣି ଦିଲ୍ଲୀ ବିଧାନସଭା ନିର୍ବାଚନ। ଆସନ୍ତା ମାସରେ ପଡିବ ଭୋଟ୍‌। ଏହି ନିର୍ବାଚନୀ ଭିତରେ ଆମ୍‌ ଆଦମୀ ପାର୍ଟି ସରକାର ଉପରେ ବର୍ଷିଛନ୍ତି ଦଲ୍ଲୀ ହାଇକୋର୍ଟ। ସିଏଜି ରିପୋର୍ଟକୁ ନେଇ କଡ଼ା ସମାଲୋଚନା କରିଛନ୍ତି। ଆପର୍‌ ସଚ୍ଚୋଟତା ଉପରେ କୋର୍ଟ … Read More

ମହାକୁମ୍ଭରୁ ମାଲାମାଲ ହେବ ୟୁପି, ରାଜ୍ୟ ଆୟ କରିବ ୨ ଲକ୍ଷ କୋଟି!

ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଆରମ୍ଭ ହୋଇଯାଇଛି ମହାକୁମ୍ଭ ମେଳା। ସଙ୍ଗମସ୍ଥଳରେ ବୁଡ଼ ପକାଇବା ପାଇଁ କୋଟି କୋଟି ଶ୍ରଦ୍ଧାଳୁ ଏକାଠି ହୋଇଛନ୍ତି। ପ୍ରଥମ ଦିନରେ ତ୍ରିବେଣୀ ସଙ୍ଗମରେ ପ୍ରାୟ ୫୦ ଲକ୍ଷ ଲୋକ ବୁଡ଼ ପକାଇଛନ୍ତି। ୨୬ ଫେବ୍ରୁଆରୀ ଯାଏ ଚାଲିବାକୁ ଥିବା … Read More

ପାକିସ୍ତାନ କୋଇଲା ଖଣି ବିସ୍ଫୋରଣ – ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି

ପାକିସ୍ତାନରେ ମିଥେନ୍ ଗ୍ୟାସ୍ ଯୋଗୁ ଏକ କୋଇଲା ଖଣିରେ ହୋଇଥିବା ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି। ଗତକାଲି ବେଲୁଚିସ୍ତାନ ପ୍ରଦେଶର କୋଇଲା ଖଣିରୁ ଉଦ୍ଧାରକାରୀମାନେ ଆଉ ୭ଟି ମୃତଦେହ ଉଦ୍ଧାର କରିଥିଲେ। ପ୍ରଦେଶ ଖଣି ବିଭାଗର ମୁଖ୍ୟ ଅବଦୁଲ୍ଲା … Read More

ଥମୁନି ଆମେରିକାରେ ନିଆଁ, ହଜାର ହଜାର ପଶୁପକ୍ଷୀ ମୃତ

ଆମେରିକାରେ ଲସ୍ ଆଞ୍ଜେଲସରେ ଲାଗିଥିବା ନିଆଁରେ ମୃତ୍ୟୁ ସଂଖ୍ୟା ୧୬କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରୁ ୫ ଜଣ ପାଲିସଡେସ୍ ଅଗ୍ନିଶମ ଜୋନରୁ ଚିହ୍ନଟ ହୋଇଥିବା ବେଳେ ୧୧ ଜଣ ଇଟନ୍ ଫାୟାର ଜୋନରୁ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ଲସ୍ ଏଞ୍ଜେଲସ୍ … Read More