୭.୧ ତୀବ୍ରତାରେ ଥରିଲା ନେପାଳ, ୯୭ ଜଣଙ୍କର ମୃତ୍ୟୁ, ଉଦ୍ଧାରକାର୍ଯ୍ୟ ଜାରି

ତିବ୍ଦତରେ ହୋଇଥିବା ଶକ୍ତିଶାଳୀ ଭୂକମ୍ପରେ ବଢ଼ୁଛି ମୃତ୍ୟୁସଂଖ୍ୟା। ବିଭିନ୍ନ ସ୍ଥାନରେ ବୃହତ୍ତକାୟ କୋଠା ଭୁଶୁଡ଼ି ପ୍ରାୟ ୯୭ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଏଥିରେ ଏପର୍ଯ୍ୟନ୍ତ ୧୩୦ରୁ ଅଧିକ ଆହତଙ୍କୁ ଉଦ୍ଧାର କରାଯାଇଛି। ବର୍ତ୍ତମାନ ମଧ୍ୟ ଉଦ୍ଧାର କାର୍ଯ୍ୟ ଜାରି ରହିଥିବାରୁ ମୃତାହତଙ୍କ … Read More

ଅମିତ ଶାହଙ୍କୁ ‘ନିର୍ବାଚନୀ ମୁସଲମାନ’ କହି ଫଟୋ ପୋଷ୍ଟ କଲା ଆପ୍

ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଆଜି ବାଜିଛି ବିଗୁଲ। ଫେବୃଆରୀ ୫ରେ ଭୋଟଗ୍ରହଣ ଓ ୮ ତାରିଖରେ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ। ଅନ୍ୟପଟେ ଦିଲ୍ଲୀରେ ଶାସକ ଆମ୍ ଆଦମୀ ପାର୍ଟି ଓ ବିରୋଧୀ ବିଜେପି ମଧ୍ୟରେ ପୋଷ୍ଟର … Read More

ପ୍ରଶାନ୍ତ କିଶୋର ମେଦାନ୍ତ ହସ୍ପିଟାଲ ଆଇସିୟୁରେ ଭର୍ତ୍ତି

ଜନ ସୁରଜ ପାର୍ଟିର ପ୍ରତିଷ୍ଠାତା ତଥା ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ଓରଫ ପିକେଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଛି। ଏଥିପାଇଁ ଆଜି ତାଙ୍କୁ ପାଟନାରେ ଥିବା ମେଦାନ୍ତ ହସ୍ପିଟାଲ ଆଇସିୟୁରେ ଭର୍ତ୍ତି କରାଯାଇଛି। ନିର୍ବାଚନ ରଣନୀତିଜ୍ଞରୁ ରାଜନେତା ବନିଥିବା ପିକେ ଡିହାଇଡ୍ରେସନ ଓ … Read More

EVMରେ ନାହିଁ କୌଣସି ତ୍ରୁଟି, ପେପର ବାଲଟ ଭୋଟିଂକୁ ECIଙ୍କ ନା

ବିଭିନ୍ନ ନିର୍ବାଚନରେ ଇଭିଏମରେ ହେରଫେର କରାଯାଉଥିବା ଅଭିଯୋଗକୁ ଆଜି ପୁଣିଥରେ ଭାରତୀୟ ନିର୍ବାଚନ କମିଶନ ଅଗ୍ରାହ୍ୟ କରିଛନ୍ତି। ଦିଲ୍ଲୀ ବିଧାନସଭା ନିର୍ବାଚନର ତାରିଖ ଘୋଷଣା କରିବା ବେଳେ ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର କହିଛନ୍ତି ଯେ ଇଭିଏମଗୁଡ଼ିକ ବାରମ୍ବାର ନ୍ୟାୟପାଳିକା … Read More

ଫେବୃଆରୀ ୫ ତାରିଖରେ ଦିଲ୍ଲୀ ବିଧାନସଭା ନିର୍ବାଚନ

ଆସନ୍ତା ଫେବୃଆରୀ ୫ ତାରିଖରେ ଦିଲ୍ଲୀ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ସମସ୍ତ ୭୦ଟି ଯାକ ଆସନରେ ଗୋଟିଏ ପର୍ଯ୍ୟାୟରେ ରାଜଧାନୀବାସୀ ଭୋଟ କରିବେ। ଏହାପରେ ଅର୍ଥାତ ଫେବୃଆରୀ ୮ରେ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ। ଆଜି ମୁଖ୍ୟ … Read More

ଟୋକିଓ ମାଛ ମାର୍କେଟରେ ନୂଆ ରେକର୍ଡ, ଗୋଟିଏ ମାଛ ୧୧ କୋଟିରେ ନିଲାମ

ଟୋକିଓ : ନୂଆବର୍ଷରେ ନୂଆ ରେକର୍ଡ। ଜାପାନର ଟୋକିଓ ସହରର ମାଛ ବଜାରରେ ପ୍ରତିବର୍ଷ ଭଳି ଆୟୋଜିତ ମାଛ ନିଲାମରେ ଏଥର ଏକ ବଡ଼ ରେକର୍ଡ ସୃଷ୍ଟି ହୋଇଛି। ରବିବାର ଟୋକିଓର ଏହି ମାଛ ବଜାରରେ ବ୍ଲୁଫିନ୍ ଟ୍ୟୁନା ମାଛ ନିଲାମ … Read More

୨ ପିଲାଙ୍କୁ ମାରିବା ପରେ ଜୀବନ ହାରିଲେ ବାପା-ମା’

ବେଙ୍ଗାଲୁରୁ : ନିଜର ୫ ବର୍ଷୀୟ ଝିଅ ଓ ୨ ବର୍ଷର ପୁଅକୁ ପ୍ରଥମେ ନିଜ ହାତରେ ହତ୍ୟା କଲେ। ଏହାପରେ ସଫ୍ଟୱେୟାର କନସଲଟାଣ୍ଟ ଭାବେ କାର୍ଯ୍ୟ କରୁଥିବା ଜଣେ ବ୍ୟକ୍ତି ଓ ତାଙ୍କ ପତ୍ନୀ ଜୀବନ ହାରିଦେଲେ। ବନ୍ଦ ଘର … Read More

ଖୁବଶୀଘ୍ର ଇସ୍ତଫା ଦେଇପାରନ୍ତି କାନାଡା ପ୍ରଧାନମନ୍ତ୍ରୀ ଟ୍ରୁଡୋ

ନୂଆଦିଲ୍ଲୀ : କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିସ ଟ୍ରୁଡୋ ଖୁବଶୀଘ୍ର ଇସ୍ତଫା ଦେଇପାରନ୍ତି। ଏ ନେଇ ଅନ୍ତର୍ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। ପ୍ରଧାନମନ୍ତ୍ରୀ ପଦ ସମେତ ଲିବେରାଲ ପାର୍ଟି ନେତା ପଦବୀରୁ ସେ ଇସ୍ତଫା ଦେବାର ସମ୍ଭାବନା ରହିଛି। ପ୍ରାୟ ଦେଢ଼ ମାସ … Read More

ମହାକୁମ୍ଭରେ ଆକର୍ଷଣ ସାଜିଛନ୍ତି ୩ଫୁଟ୍ ୮ଇଞ୍ଚ୍ ର ଛୋଟୁ ବାବା, ୩୨ବର୍ଷ ହେବ ନ ଗାଧୋଇ ଚର୍ଚ୍ଚାରେ

ଉତ୍ତରପ୍ରଦେଶ 06/01 : ଉତ୍ତରପ୍ରଦେଶ ପ୍ରୟାଗରାଜରେ ଆରମ୍ଭ ହେବ ମହାକୁମ୍ଭ ମେଳା। ଏଥିପାଇଁ ନାଗା ସାଧୁଙ୍କ ଆସିବା ଆରମ୍ଭ ହୋଇଗଲାଣି। ଚଳିତ ମହାକୁମ୍ଭରେ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି ଗଙ୍ଗାପୁରୀ ମହାରାଜ ଅର୍ଥାତ୍ ଛୋଟୁ ବାବା। ସେ ସେ ଦିନେ ନୁହେଁ, କି … Read More

ଡରାଇଲା ଚାଇନା ଭାଇରସ: ୩ ଆକ୍ରାନ୍ତ ଚିହ୍ନଟ ପରେ ମାସ୍କ ପିନ୍ଧିବାକୁ ପରାମର୍ଶ, ମାର୍ଗଦର୍ଶିକା ଜାରି

ନୂଆଦିଲ୍ଲୀ : ଭାରତକୁ ପୁଣି ଡରାଇବା ଆରମ୍ଭ କରିଛି ଚାଇନାରେ ଆତଙ୍କ ଖେଳାଇଥିବା ଏଚଏମପିଭି ଭାଇରସ। କରୋନା ଭଳି ଶ୍ୱାସକ୍ରିୟାରେ ସମସ୍ୟା ସୃଷ୍ଟି କରୁଥିବା ଏହି ଭାଇରସରେ ଭାରତରୁ ୩ ଜଣ ଚିହ୍ନଟ ହୋଇସାରିଲେଣି। ବେଙ୍ଗାଲୁରୁରେ ୨ ଜଣ ନବଜାତକଙ୍କ ନମୁନାରୁ … Read More