ଡ୍ରୋନ୍‌ ଉପରେ ୧୦୦% ଶୁଳ୍କ ଲଗାଇଲା ଆମେରିକା

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବଡ଼ ଡ୍ରୋନ୍‌ ଆମଦାନି ଉପରେ ୧୦୦ ପ୍ରତିଶତ ଶୁଳ୍କ ଘୋଷଣା କରିଛନ୍ତି। ରାଷ୍ଟ୍ରୀୟ ସୁରକ୍ଷା ଓ ଚୀନ୍‌ କମ୍ପାନିଠାରୁ ଦୂ‌ରରେ ରହିବା ଏବଂ ବିଦେଶୀ ଦେଶ ଉପରେ ନିର୍ଭରଶୀଳତା କମ୍‌ କରିବା ଲକ୍ଷ୍ୟ ନେଇ ସେ … Read More

ବାଂଲାଦେଶରେ ବିଦ୍ୟୁତ୍ ସଙ୍କଟ, ସହାୟତା ପାଇଁ ଭାରତର ଦ୍ୱାରସ୍ଥ

ନୂଆଦିଲ୍ଲୀ : ବାଂଲାଦେଶରେ ଭୟଙ୍କର ବିଦ୍ୟୁତ୍ ସଙ୍କଟ ।  ଘଣ୍ଟା ଘଣ୍ଟା ଅନ୍ଧାରରେ ଦେଶ ।  ସହାୟତା ପାଇଁ ଭାରତର ଦ୍ୱାରସ୍ଥ ହେଲା ଢାକା । ବାଂଲାଦେଶ ଏହାର ସବୁଠାରୁ ବଡ଼ ଏବଂ ଗମ୍ଭୀର ବିଦ୍ୟୁତ୍ ସଙ୍କଟର ସାମ୍ନା କରୁଛି। ଦେଶର ବିଭିନ୍ନ … Read More

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ : ଭାରତର କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ଜେପି ନଡ୍ଡାଙ୍କୁ ଶୁକ୍ରବାର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଖରାପ ହେବାରୁ ନୂଆଦିଲ୍ଲୀର ଏମ୍ସରେ ଭର୍ତ୍ତି କରାଯାଇଛି। ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ସେ … Read More

୨୦୨୭ ଜନଗଣନାରେ ହେବ ଡିଜିଟାଲ୍ ସର୍ଭେ !

ନୂଆଦିଲ୍ଲୀ: କେନ୍ଦ୍ର ସରକାର ୨୦୨୭ ଜନଗଣନାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୪୦ ଟି ପ୍ରଶ୍ନ ଚିହ୍ନଟ କରିଛନ୍ତି । ଏହାରି ମଧ୍ୟରେ ଲୋକମାନଙ୍କୁ ସେମାନଙ୍କର ଅନୁସୂଚିତ ଜାତି (SC), ଅନୁସୂଚିତ ଜନଜାତି (ST), ଜାତି ଏବଂ COVID-19 ଟୀକାକରଣ ସ୍ଥିତି ସମ୍ପର୍କରେ ପ୍ରଶ୍ନ … Read More

ସ୍ବାଧୀନତା ଦିବସ ପୂର୍ବରୁ ଦିଲ୍ଲୀ ହାଇକୋର୍ଟ ସମେତ ୬ ସ୍ଥାନକୁ ବୋମା ଧମକ

ନୂଆଦିଲ୍ଲୀ: ସ୍ବାଧୀନତା ଦିବସ ପୂର୍ବରୁ ଦିଲ୍ଲୀର ହାଇକୋର୍ଟ ସମେତ ରାଜଧାନୀର ୬ ଟି ସ୍ଥାନକୁ ବୋମା ଧମକ ମିଳିଛି । ଧମକ ପାଇବା ପରେ ସୁରକ୍ଷା ଏଜେନ୍ସିଗୁଡିକ ସକ୍ରିୟ ହେବା ସହ ଯାଞ୍ଚକୁ ଜୋରଦାର ଆରମ୍ଭ କରିଛିନ୍ତି । ଇ-ମେଲ ମାଧ୍ୟମରେ ଏହି … Read More

‘ପାଣି ରୋକିଲେ ଯୁଦ୍ଧ ହେବ’, ପିଏମ୍ ମୋଦିଙ୍କୁ ପାକିସ୍ତାନର ଚେତାବନୀ!

ନୂଆଦିଲ୍ଲୀ: ଭାରତକୁ ପୁଣି ଆଖି ଦେଖାଇଲା ପାକିସ୍ତାନ|ପ୍ରଧାନମନ୍ତ୍ରୀ ଶାହବାଜଙ୍କ ମୁହଁରେ ଯୁଦ୍ଧ ଧମକ| ଭାରତ ଓ ପାକିସ୍ତାନ ମଧ୍ୟରେ ସିନ୍ଧୁ ଜଳ ସନ୍ଧିକୁ ନେଇ ପୁଣିଥରେ ଉତ୍ତେଜନା ବଢ଼ିଛି। ପାକିସ୍ତାନର ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ଭାରତକୁ ଖୋଲାଖୋଲି … Read More

ଚମୋଲିରେ ସୁଡ଼ଙ୍ଗ ଭୁଶୁଡ଼ି ୭ ଶ୍ରମିକ ମୃତ, ୧୪ ଆହତ

ନୂଆଦିଲ୍ଲୀ: ଉତ୍ତରାଖଣ୍ଡ ଚମୋଲି ଟନେଲ୍ ରେ ବଡ଼ ଅଘଟଣ। ମାଟି ଓ ପାଣି ପଶିବାରୁ ଫସିଗଲେ ଶ୍ରମିକ। ଉତ୍ତରାଖଣ୍ଡର ଚାମୋଲିରେ ନିର୍ମାଣଧୀନ ଜଳବିଦ୍ୟୁତ ସୁଡ଼ଙ୍ଗ ଭିତରକୁ ହଠାତ୍ ପାଣି ଏବଂ ମାଟି-ପଥର ପଶିଯିବା ଯୋଗୁଁ ୭ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି ଏବଂ … Read More

ଚମୋଲିରେ ଭୁଶୁଡ଼ିଲା ସୁଡ଼ଙ୍ଗ : ୧୩ ଶ୍ରମିକ ଉଦ୍ଧାର, ଫସିରହିଛନ୍ତି ୨୦

ଚମୋଲି: ଉତ୍ତରାଖଣ୍ଡର ଚମୋଲି ଜିଲ୍ଲାର ପିପଲକୋଟିସ୍ଥିତ ଟେହରି ହାଇଡ୍ରୋ ଡେଭଲପମେଣ୍ଟ କର୍ପୋରେସନ୍‌ ଲିମିଟେଡ୍‌ (ଟିଏଚ୍‌ଡିସି) ପ୍ରକଳ୍ପରେ ନିର୍ମାଣାଧୀନ ସୁଡ଼ଙ୍ଗର ଏକ ଅଂଶ ଗୁରୁବାର ଭୁଶୁଡ଼ି ପଡ଼ିଛି। ସୁଡ଼ଙ୍ଗ ଭିତରକୁ ମାଟି ଓ ପାଣି ପଶିଯିବାରୁ ସେଠାରେ କାମ କରୁଥିବା ଅନେକ ଶ୍ରମିକ … Read More

ଏୟାର ଇଣ୍ଡିଆର ବଡ଼ ପଦକ୍ଷେପ; ସମସ୍ତ ପାଇଲଟଙ୍କ ହେବ ଡୋପ୍‌ ଟେଷ୍ଟ

ନୂଆଦିଲ୍ଲୀ: ଫୁକେଟ୍‌-ଦିଲ୍ଲୀ ଏୟାର ଇଣ୍ଡିଆ ବିମାନର କ୍ୟାପ୍ଟେନଙ୍କ ଡୋପ୍‌ ଟେଷ୍ଟ ପଜିଟିଭ୍‌ ଆସିବା ପରେ ଏୟାର ଇଣ୍ଡିଆ ପକ୍ଷରୁ ବଡ଼ ପଦକ୍ଷେପ ନିଆଯାଇଛି। ଏଣିକି ଏୟାର ଇଣ୍ଡିଆ ଓ ଏୟାର ଇଣ୍ଡିଆ ଏକ୍ସପ୍ରେସ୍‌ର ସମସ୍ତ ପାଇଲଟଙ୍କର ବାଧ୍ୟତାମୂଳକ ଡୋପ୍‌ ଟେଷ୍ଟ କରାଯିବ। … Read More

ୟୁକ୍ରେନ୍‌ ଉପରେ ରୁଷ୍‌ର କ୍ଷେପଣାସ୍ତ୍ର ମାଡ଼; ୧୨ ମୃତ

କିଭ୍‌: ୟୁକ୍ରେନ ଉପରେ ପୁନର୍ବାର ରୁଷ୍‌ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। କିଭ୍ ପ୍ରଶାସନ ତରଫରୁ ମିଳିଥିବା ସୂଚନାନୁଯାୟୀ ମଙ୍ଗଳବାର ରାତିସାରା ହୋଇଥିବା ଆକ୍ରମଣରେ ୧୨ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ବହୁ ଲୋକ ଆହତ ହୋଇଛନ୍ତି। ଏହି ଆକ୍ରମଣରେ ମସ୍କୋ ଉତ୍ତର … Read More