ଅରୁଣାଚଳ ପ୍ରଦେଶ ସୀମାରେ ଭାରତୀୟ ସେନାର ପାଟ୍ରୋଲିଂକୁ ଚୀନର ବିରୋଧ

ନୂଆଦିଲ୍ଲୀ: ଅରୁଣାଚଳ ପ୍ରଦେଶର ସୀମାନ୍ତ ବାସ୍ତବ ନିୟନ୍ତ୍ରଣ ରେଖା (ଏଲଏସି) ନିକଟରେ ଭାରତୀୟ ସେନାକୁ ପେଟ୍ରୋଲିଂ ପଏଣ୍ଟକୁ ଯିବାରେ ଚୀନ ସେନା ବାଧା ଦେଉଥିବା ନେଇ ଏକ ରିପୋର୍ଟ ପ୍ରକାଶ ପାଇଛି। ଅରୁଣାଚଳ ପ୍ରଦେଶର ଆଞ୍ଚଳିକ ଦଳ ପିପୁଲ୍ସ ପାର୍ଟି ଅଫ୍ … Read More

ଗୁରୁଦ୍ୱାରରେ ପଞ୍ଜାବର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସୁଖବୀର ବାଦଲଙ୍କୁ ଆକ୍ରମଣ

ମହାରାଷ୍ଟ୍ର : ମହାରାଷ୍ଟ୍ର ନାନ୍ଦେଡ଼ରେ ଶିରୋମଣି ଅକାଳୀ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା ପଞ୍ଜାବର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣ ହୋଇଛି । ନାନ୍ଦେଡ଼ସ୍ଥିତ ଗୁରୁଦ୍ୱାର ମାତା ସାହିବ କୌରକୁ ଦର୍ଶନ କରିବାକୁ ଯାଇଥିବା ବେଳେ ନିହଙ୍ଗ ବେଶରେ … Read More

ଲଦାଖରେ ଭୂକମ୍ପ, ତୀବ୍ରତା ୫.୫

ଲଦାଖ : ଆଜି ସକାଳେ ଲଦାଖର ଲେହରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଯାହାର ତୀବ୍ରତା ୫.୫ ଥିବା ଜଣାପଡିଛି । ଫଳରେ ଲୋକ ଭୟରେ ଘରୁ ବାହାରକୁ ଦୌଡି ଆସିଥିଲେ । ସୂଚନାନୁଯାୟୀ, ଆଜି ସକାଳ ପ୍ରାୟ ୬ଟା ୫ … Read More

ବନ୍ଦେ ମାତରମ ଗାନ ସହ ସରିଲା ଲୋକସଭାର ମୌସୁମୀ ଅଧିବେଶନ

ନୂଆଦିଲ୍ଲୀ: NEET ପରୀକ୍ଷା ବିରୋଧରେ ପ୍ରତିବାଦ କରୁଥିବା ଛାତ୍ରମାନଙ୍କ ଉପରେ ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ସଂସଦରେ ଜାରି ଅଚଳାବସ୍ଥା ମଧ୍ୟରେ ଗୁରୁବାର ଦିନ ମୌସୁମୀ ଅଧିବେଶନର ଶେଷ ଦିନ ଲୋକସଭାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଛି। ଅଧିବେଶନଟି ବନ୍ଦେ ମାତରମ୍ … Read More

ଟ୍ରମ୍ପ ଇରାନର ସର୍ତ୍ତ ନ ମାନିବା ଯାଏ ବନ୍ଦ ରହିବ ଷ୍ଟ୍ରେଟ ଅଫ ହର୍ମୁଜ

ନୂଆଦିଲ୍ଲୀ: ଯେପର୍ଯ୍ୟନ୍ତ ଆମେରିକା ତା’ର ଆଚରଣ ପରିବର୍ତ୍ତନ କରି ଯୁଦ୍ଧ ସମାପ୍ତ କରିବା ପାଇଁ ଇରାନର ସର୍ତ୍ତଗୁଡ଼ିକୁ ଗ୍ରହଣ କରିନାହିଁ, ସେପର୍ଯ୍ୟନ୍ତ ହର୍ମୁଜ୍ ପ୍ରଣାଳୀ ବନ୍ଦ ରହିବ। ଏଭଳି କହିଛନ୍ତି ଇରାନର ସର୍ବୋଚ୍ଚ ଜାତୀୟ ସୁରକ୍ଷା ପରିଷଦର ନବନିଯୁକ୍ତ ସଚିବ। ଯାହା … Read More

ଓଡ଼ିଶା ଡିଜିପି ଚୟନ ପ୍ରକ୍ରିୟା ଚୂଡ଼ାନ୍ତ ନକରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର/ନୂଆଦିଲ୍ଲୀ: ପୁଣି ସ୍ଥଗିତ ରହିଲା ଓଡ଼ିଶା ପୁଲିସ ମହାନିର୍ଦ୍ଦେଶକ (ଡିଜିପି) ନିଯୁକ୍ତି ଚୟନ। ଓଡ଼ିଶାର ପରବର୍ତ୍ତୀ ପୋଲିସ ମହାନିର୍ଦ୍ଦେଶକ (DGP) ନିଯୁକ୍ତି ପ୍ରକ୍ରିୟା ଉପରେ ରୋକ ଲଗାଇଛନ୍ତି ସୁପ୍ରିମକୋର୍ଟ। ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଅନୁଯାୟୀ, ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ଏହି … Read More

‘ଜୀବିତ ଅଛନ୍ତି ଇମ୍ରାନ ଖାନ’ ସ୍ପଷ୍ଟୀକରଣ ରଖିଲା ପାକିସ୍ତାନ ସେନା, ମୃତ୍ୟୁ ଗୁଜବକୁ ଖଣ୍ଡନ

ଇସଲାମାବାଦ: ପାକିସ୍ତାନର ଜେଲ୍‌ରେ ବନ୍ଦୀ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପାକିସ୍ତାନ ତେହେରିକ-ଇ-ଇନସାଫ (ପିଟିଆଇ) ମୁଖ୍ୟ ଇମ୍ରାନ ଖାନଙ୍କ ମୃତ୍ୟୁ ଘଟିଥିବା ନେଇ ବ୍ୟାପକ ଗୁଜବ ସୃଷ୍ଟି ହୋଇଛି। ଏହି ଚାଞ୍ଚଲ୍ୟକର ଦାବି ସାରା ବିଶ୍ୱରେ ଚର୍ଚ୍ଚାର ବିଷୟ ପାଲଟିବା ପରେ ପାକିସ୍ତାନ … Read More

ଖୁବ୍‌ଶୀଘ୍ର ବଜାରକୁ ଆସିବ ୧୦ ଓ ୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍‌

ନୂଆଦିଲ୍ଲୀ : ଖୁବ୍‌ଶୀଘ୍ର ବଜାରକୁ ପଲିମର (ପ୍ଲାଷ୍ଟିକ୍) ନୋଟ୍‌ ଆସିବାକୁ ଯାଉଛି। ଏଥିପାଇଁ ସରକାର ଆବଶ୍ୟକ ଅନୁମତି ପ୍ରଦାନ କରିଛନ୍ତି। ରାଜ୍ୟସଭାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଦେଇଥିବା ସୂଚନା ଅନୁଯାୟୀ ପରୀକ୍ଷାମୂଳକ ଭାବେ ବଜାରକୁ ୨୦୦ କୋଟି ଟଙ୍କାର ୧୦ ଟଙ୍କିଆ … Read More

‘ହର ଘର ତିରଙ୍ଗା’ ଅଭିଯାନରେ ସାମିଲ ହେବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ନିବେଦନ

ନୂଆଦିଲ୍ଲୀ : ‘ହର ଘର ତିରଙ୍ଗା’ ଅଭିଯାନରେ ଜନସାଧାରଣଙ୍କୁ ସାମିଲ ହେବାକୁ ପ୍ରଧାନମନ୍ତ୍ରୀ ନିବେଦନ କରିଛନ୍ତି। ଏହା ସହ ବିକଶିତ ଭାରତ ଗଠନ ଦିଗରେ ନିଜର ସାମୂହିକ ସଂକଳ୍ପକୁ ଦୋହରାଇବାକୁ ଆହ୍ୱାନ ଦେଇଛନ୍ତି। ମଙ୍ଗଳବାର ଇନଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରି … Read More

ପ୍ରମାଣିତ ହେଲା ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ଉପରେ ଲାଗିଥିବା ସବୁ ଅଭିଯୋଗ

ନୂଆଦିଲ୍ଲୀ : ବହୁଚର୍ଚ୍ଚିତ ‘କ୍ୟାସ୍ ଆଟ୍ ହୋମ୍’ ମାମଲାରେ ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ପାଇଁ ବଢ଼ିଛି ଅଡ଼ୁଆ । ତାଙ୍କ ବିରୋଧରେ ତଦନ୍ତ କରୁଥିବା ଲୋକସଭା ଦ୍ୱାରା ଗଠିତ ୩ ଜଣିଆ ତଦନ୍ତ କମିଟି ସମସ୍ତ ୩ଟି ଅଭିଯୋଗ ପ୍ରମାଣିତ ହୋଇଥିବା ନିଷ୍କର୍ଷରେ … Read More