ୟୁଏଇକୁ ୭୦୦ କୋଟି ଡଲାରର ଅସ୍ତ୍ରଶସ୍ତ୍ର ଯୋଗାଇବ ଆମେରିକା
ୱାଶିଂଟନ: ଯୁକ୍ତରାଷ୍ଟ୍ର ଆମେରିକା ଏହାର ସହଯୋଗୀ ରାଷ୍ଟ୍ର ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)କୁ ୭୦୦ କୋଟି ଡଲାର ମୂଲ୍ୟର ଅସ୍ତ୍ରଶସ୍ତ୍ର ଯୋଗାଇ ଦେବାକୁ ଅନୁମୋଦନ କରିଛି। ଏହା ପୂର୍ବରୁ ଗୁରୁବାର ପଶ୍ଚିମ ଏସିଆର ୩ଟି ରାଷ୍ଟ୍ରକୁ ଆମେରିକା ୧୬୫୦ କୋଟି ଡଲାରର … Read More
