ସାମୁଦ୍ରିକ ବାତ୍ୟା ବିପର୍ଯ୍ୟୟର ଲାଣ୍ଡଫଲ୍ ଆରମ୍ଭ, ମଧ୍ୟରାତ୍ରି ପର୍ଯ୍ୟନ୍ତ ଚାଲିବ : ଆଇଏମଡି

ଅହମ୍ମଦାବାଦ : ଅତି ଭୀଷଣ ସାମୁଦ୍ରିକ ବାତ୍ୟା ବିପର୍ଯ୍ୟୟର ଲାଣ୍ଡଫଲ (ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା) ଆରମ୍ଭ ହୋଇଯାଇଛି । ଏହି ଲାଣ୍ଡଫଲ ପ୍ରକ୍ରିୟା ମଧ୍ୟରାତ୍ରି ପର୍ଯ୍ୟନ୍ତ ଚାଲିବ ବୋଲି ଭାରତୀୟ ପାଣିପାଗ ବିଭାଗର ମହା ନିର୍ଦ୍ଦେଶକ ଡ. ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି … Read More

ଆଗୁଆ ନିର୍ବାଚନ ହେବା ନେଇ ଗୁଜବ କରୁଛନ୍ତି ନୀତୀଶ : ବିଜେପି

ପାଟନା: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ନିର୍ଦ୍ଧାରିତ ସମୟ ପୂର୍ବରୁ ଲୋକସଭା ନିର୍ବାଚନ ହୋଇପାରେ ବୋଲି ବୁଧବାରଦିନ ଆଶଙ୍କା ପ୍ରକାଶ କରିଥିଲେ ଓ ପ୍ରସ୍ତୁତ ରହିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ନୀତୀଶ କୁମାରଙ୍କ ଏହି ବୟାନର ଜବାବ ଦେଇଛି ବିଜେପି … Read More

ପ୍ରତିଦିନ ଗଙ୍ଗାଙ୍କ ଆଳତୀ କରୁଥିବା ବାଳକ ନିଟ ପରୀକ୍ଷାରେ ହେ‌ଲେ ଉତ୍ତୀର୍ଣ୍ଣ

ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ବଦାୟୁ ଜିଲ୍ଲାରେ ବସବାସ କରୁଥିବା ବିଭୁ ଉପାଧ୍ୟାୟଙ୍କୁ ନେଇ ଚର୍ଚ୍ଚା ଜୋର ଧରିଛି। ବିଭୁ ନିକଟରେ ନିଟ ପରୀକ୍ଷାରେ ସଫଳ ହୋଇଛନ୍ତି। ସେ ନିଟ ପରୀକ୍ଷାରେ ୬୨୨ନମ୍ବର ହାସଲ କରିଛନ୍ତି। ବିଭୁ ଏହି ସଫଳତା ପାଇଁ ଏବେ ଚର୍ଚ୍ଚାକୁ … Read More

ଖଲିସ୍ତାନୀ ନେତା ଅମ୍ରିତପାଲ ସିଂହର ସହଯୋଗୀ ଅବତାର ଆଖି ବୁଜିଲା

ଚଣ୍ଡୀଗଡ଼ : ଖଲିସ୍ତାନୀ ବିଚ୍ଛିନ୍ନତାବାଦୀ ନେତା ତଥା ମୌଳବାଦୀ ବିଚାରଧାରା ରଖିଥିବା ଅମ୍ରିତପାଲ ସିଂହର ଘନିଷ୍ଠ ସହଯୋଗୀ ଅବତାର ସିଂହ ଖାଣ୍ଡାର ଆଜି ମୃତ୍ୟୁ ହୋଇଛି। ବ୍ରିଟେନର ଗୋଟିଏ ହସ୍ପିଟାଲରେ ଅବତାର ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଥିବା ଖବର ମିଳିଛି। ସୋମବାର … Read More

ଫେସ୍‌ବୁକ୍‌କୁ କର୍ଣ୍ଣାଟକ ହାଇକୋର୍ଟଙ୍କ ତାଗିଦ

ବେଙ୍ଗାଲୁରୁ : ସୋଶାଲ ମିଡିଆ ପ୍ଲାଟଫର୍ମ ଫେସବୁକକୁ ନାଲି ଆଖି ଦେଖାଇଛନ୍ତି କର୍ଣ୍ଣାଟକା ହାଇକୋର୍ଟ। ଭାରତରେ କମ୍ପାନୀର ସମସ୍ତ କାର୍ଯ୍ୟକଳାପକୁ ଦରକାର ପଡ଼ିଲେ କୋର୍ଟ ବନ୍ଦ କରିଦେବେ ବୋଲି କହିଛନ୍ତି। ସାଉଦି ଆରବ ଜେଲରେ ବନ୍ଦୀ ହୋଇ ରହିଥିବା ଜଣେ ଭାରତୀୟଙ୍କ … Read More

କୁସ୍ତି ମହାସଂଘ ସଭାପତିଙ୍କ ବିରୋଧରେ ଚାଲିବ ଯୌନ ନିର୍ଯାତନା ମାମଲା, ପୋକ୍ସୋ ମାମଲା ହଟିବ

ନୂଆଦିଲ୍ଲୀ : ଭାରତୀୟ କୁସ୍ତି ମହାସଂଘର ସଭାପତି ବ୍ରିଜ ଭୂଷଣ ଶରଣ ସିଂହଙ୍କ ବିରୋଧରେ ଯୌନ ନିର୍ଯାତନା ଓ ଷ୍ଟଲକିଂ ବା ପିଛା କରିବା ମାମଲା ଚାଲିବ। ଦେଶର ଷ୍ଟାର ରେସଲରମାନେ ବ୍ରିଜ ଭୂଷଣଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ ଆଣି … Read More

ଜାନୁଆରୀରେ ରାମଲାଲାଙ୍କ ପ୍ରାଣପ୍ରତିଷ୍ଠା

ଲକ୍ଷ୍ନୌ : ଉତ୍ତର ପ୍ରଦେଶର ଅଯୋଧ୍ୟାରେ ନିର୍ମାଣ ଚାଲିଥିବା ଭବ୍ୟ ରାମ ମନ୍ଦିରରେ ରାମ ଲଲାଙ୍କ ପ୍ରାଣ ପ୍ରତିଷ୍ଠା କରାଯିବ। ଆସନ୍ତାବର୍ଷ ଜାନୁଆରୀ ମାସରେ ଏହି ସମାରୋହ ଅନୁଷ୍ଠିତ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାଣ ପ୍ରତିଷ୍ଠା ସମାରୋହର ନେତୃତ୍ୱ ନେବେ … Read More

ସ୍କ୍ବାସ୍‌ ବିଶ୍ବକପ୍‌ରେ ହଂକଂକୁ ହରାଇଲା ଭାରତ

ଚେନ୍ନାଇ: ଏଠାରେ ଆରମ୍ଭ ହୋଇଥିବା ସ୍କ୍ବାସ୍‌ ବିଶ୍ବକପ୍‌ରେ ଭାରତ ବିଜୟରୁ ଅଭିଯାନ ଅରମ୍ଭ କରିଛି। ଏକ୍ସପ୍ରେସ୍‌ ଆଭିନ୍ୟୁ ମଲ୍‌ରେ ଖେଳାଯାଉଥିବା ବିଶ୍ବକପ୍‌ର ଗ୍ରୁପ୍‌ ବି’ରେ ଦ୍ବିତୀୟ ସିଡ୍‌ ଭାରତ ୪-୦ରେ ହଂକଂକୁ ପରାସ୍ତ କରିଛି। ଘରୋଇ ଦଳ ପାଇଁ ୭୨ ମାନ୍ୟତାପ୍ରାପ୍ତ … Read More

ଗୋପନୀୟ ଦସ୍ତାବିଜ ଚୋରି ମାମଲାରେ ଟ୍ରମ୍ପ ଗିରଫ, ଜାମିନ ପରେ ବାଇଡେନଙ୍କ ଉପରେ ବର୍ଷିଲେ

ଫ୍ଲୋରିଡ଼ା : ଗୋପନ ଦସ୍ତାବିଜ ଚୋରି ମାମଲାରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲଡ୍ ଟ୍ରମ୍ପ କଲେ ଆତ୍ମସମର୍ପଣ । ଏହାପରେ ତାଙ୍କୁ ଗିରଫ କରାଯାଇଥିବା ବେଳେ ତୁରନ୍ତ ତାଙ୍କୁ ନିସର୍ତ୍ତ ଜାମିନ ବି ମିଳିଛି । ଯୁକ୍ତରାଷ୍ଟ୍ର ଆମେରିକାର ଇତିହାସରେ ଜଣେ … Read More

‘ମନି ଲଣ୍ଡରିଙ୍ଗ୍‌’ ଅଭିଯୋଗରେ ଗିରଫ ହୋଇଥିବା ତାମିଲନାଡୁ ମନ୍ତ୍ରୀଙ୍କୁ ‘ବାଇପାସ୍‌ ସର୍ଜରି’ ପାଇଁ ପରାମର୍ଶ

ଚେନ୍ନାଇ: ‘ମନି ଲଣ୍ଡରିଙ୍ଗ୍‌’ ଅଭିଯୋଗରେ ‘ପ୍ରବର୍ତ୍ତନ ନିର୍ଦେଶାଳୟ’ଦ୍ବାରା ଗିରଫ ହେବା ପରେ ଡାକ୍ତରଖାନାକୁ ନିଆଯାଇଥିବା ତାମିଲନାଡୁ ମନ୍ତ୍ରୀ ଭି. ସେନ୍ଥିଲ୍‌ ବାଲାଜୀଙ୍କୁ ତୁରନ୍ତ ‘ବାଇପାସ୍‌ ସର୍ଜରି’ କରାଇବା ଲାଗି ଆଜି ଡାକ୍ତରମାନେ ପରାମର୍ଶ ଦେଇଛନ୍ତି। ଯେଉଁ ଡାକ୍ତରଖାନାରେ ବାଲାଜୀଙ୍କର ଚିକିତ୍ସା ଚାଲିଛି … Read More