କର୍ଣ୍ଣାଟକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୫ ମୃତ, ୧୩ ଗୁରୁତର

କର୍ଣ୍ଣାଟକର ୟାଦାଗିରି ଜିଲ୍ଲାରେ ଭୟଙ୍କର ସଡ଼କ ଦୁର୍ଘଟଣା । ଦୁର୍ଘଟଣାରେ ୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୩ ଜଣ ଗୁରୁତର ଆହତ ହୋଇଛନ୍ତି । ରାସ୍ତାରେ ଠିଆ ହୋଇଥିବା ଟ୍ରକକୁ ପଛରୁ ଧକ୍କା ଦେଇଥିଲା କ୍ରୁଜର । ସମସ୍ତ ଆହତଙ୍କୁ … Read More

ବ୍ରିଜଭୂଷଣଙ୍କ ଘରେ ପହଞ୍ଚି ୧୫ ଜଣଙ୍କ ବୟାନ ରେକର୍ଡ କଲା ଦିଲ୍ଲୀ ପୋଲିସ

ଭାରତୀୟ କୁସ୍ତି ସଂଘର ଅଧ୍ୟକ୍ଷ ତଥା ବିଜେପି ସାଂସଦ ବ୍ରିଜଭୂଷଣଙ୍କ ବିରୋଧରେ ‌ଥିବା ଯୌନ ଉତ୍ପୀଡ଼ନ ମାମଲା‌ରେ ଦିଲ୍ଲୀ ପୋଲିସ ଆକ୍ସନ ମୋଡରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ।  ଦିଲ୍ଲୀ ପୋଲିସର ଏକ ଟିମ୍‌ ଗତ ରାତିରେ ବ୍ରିଜଭୂଷଣଙ୍କର ଲକ୍ଷ୍ନୌ ଏବଂ … Read More

ଖେଳୁ ଖେଳୁ ବୋରୱେଲ ଭିତରେ ଖସିପଡ଼ିଲା ଅଢ଼େଇ ବର୍ଷର ଶିଶୁକନ୍ୟା, ଚାଲିଛି ଉଦ୍ଧାର କାର୍ଯ୍ୟ

ବୋରୱେଲ ଭିତରେ ଖସିପଡ଼ିଛି ଅଢ଼େଇ ବର୍ଷର ଏକ ଶିଶୁକନ୍ୟା। ଖୋଲା ପଡ଼ିଥିବା ୩୦୦ ଫୁଟ୍‌ ଗଭୀରର ଏହି ବୋରୱେଲରେ ଶିଶୁକନ୍ୟାଟି କୌଣସି ମତେ ଖସି ପଡ଼ିଥିବା ଜଣାପଡ଼ିଛି। ଘଟଣାଟି ମଧ୍ୟ ପ୍ରଦେଶର ସିହୋର ଜିଲ୍ଲାର ବଡ଼ ମୁଙ୍ଗାଭଲି ଗ୍ରାମରେ ଘଟିଛି। ଗ୍ରାମବାସୀଙ୍କ … Read More

ଆରବସାଗରରେ ଅବପାତର ରୂପ ନେଲା ଲଘୁଚାପ

ଆସୁଛି ବାତ୍ୟା । ଆରବସାଗରରେ ଦାନା ବାନ୍ଧିବ ସାଇକ୍ଲୋନ୍‌ । ଦକ୍ଷିଣ ପୂର୍ବ ଆରବ ସାଗରରେ ସୃଷ୍ଟି ଲଘୁଚାପ ଆଜି ଅବପାତର ରୂପ ନେଇଛି । ଆସନ୍ତା ୨୪ ଘଣ୍ଟାରେ ଅଧିକ ଘନୀଭୂତ ହେବ । ଉତ୍ତର ଦିଗରେ ଗିତି କରିବ … Read More

ମମତାଙ୍କ ବଡ଼ ଘୋଷଣା, ମୃତକଙ୍କ ପରିବାରର ଜଣେ ସଦସ୍ୟଙ୍କୁ ଚାକିରି

ଓଡ଼ିଶାର ବାଲେଶ୍ୱରରେ ହୋଇଥିବା ଟ୍ରେନ୍ ଦୁର୍ଘଟଣାରେ ପଶ୍ଚିମବଙ୍ଗର ଅନେକ ଲୋକ ପ୍ରାଣ ହରାଇଛନ୍ତି ଏବଂ ଅନେକ ଆହତ ହୋଇଛନ୍ତି। ଏହାରି ଭିତରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଜି ପୀଡ଼ିତମାନଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ମମତା ମୃତକଙ୍କ ପରିବାରର ଜଣେ ସଦସ୍ୟଙ୍କୁ … Read More

ଏନଆଇଆରଏଫ୍ ରାଙ୍କିଙ୍ଗ୍ : ଶ୍ରେଷ୍ଠ ୨୦ ବିଶ୍ବବିଦ୍ୟାଳୟ ମଧ୍ୟରେ ଓଡ଼ିଶାର ସୋଆ, କିଟ୍

ଭୁବନେଶ୍ବର : ନ୍ୟାସନାଲ ଇନଷ୍ଟିଚ୍ୟୁସନାଲ ରାଙ୍କିଙ୍ଗ ଫ୍ରେମୱାର୍କ (ଏନଆଇଆରଏଫ) ପକ୍ଷରୁ ୨୦୨୩ର ତାଲିକା ପ୍ରକାଶ ପାଇଛି । କେନ୍ଦ୍ର ଶିକ୍ଷା ଓ ବୈଦେଶିକ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ରାଜକୁମାର ରଞ୍ଜନ ସିଂହ ସୋମବାର ଏହି ତାଲିକା ଜାରି କରିଛନ୍ତି । ଏହି ତାଲିକାରେ … Read More

ଚାଲିଗଲେ ଗୁଫି; ‘ଶକୁନି’ ଭୂମିକାରେ କରିଥିଲେ ଚମତ୍କାର ଅଭିନୟ

ବି.ଆର ଚୋପ୍ରାଙ୍କ ‘ମହାଭାରତ’ ଧାରାବାହିକରେ ଶକୁନି ଭୂମିକାରେ ଅଭିନୟ କରିଥିବା ଅଭିନେତା ଗୁଫି ପେଣ୍ଟଲ (ସରବଜିତ ସିଂହ ପେଣ୍ଟଲ)ଙ୍କର ଆଜି ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ହୋଇଥିଲା। ବାର୍ଦ୍ଧକ୍ୟଜନିତ ବିଭିନ୍ନ ସ୍ୱାସ୍ଥ୍ୟ ସମସ୍ୟା ହେତୁ ତାଙ୍କୁ କିଛି … Read More

ରେଳ ଚାକିରିକୁ ଫେରିଲେ ବଜରଙ୍ଗ ପୁନିଆ, ବିନେଶ ଫୋଗଟ ଓ ସାକ୍ଷୀ ମଲିକ

ନୂଆଦିଲ୍ଲୀ : ରେସଲିଂ ଫେଡେରେସନ୍ ଅଫ୍ ଇଣ୍ଡିଆର ସଭାପତିଙ୍କ ବିରୋଧରେ କୁସ୍ତିଯୋଦ୍ଧାଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି । ଏହି କ୍ରମରେ ଖବର ଆସିଛି କି  ରେସଲର ବଜରଙ୍ଗ ପୁନିଆ, ବିନେଶ ଫୋଗଟ, ସାକ୍ଷୀ ମଲିକ ତାଙ୍କ ଚ‌ାକିରିକୁ ଫେରି ଯାଇଛନ୍ତି। ରେସଲରମାନେ … Read More

ସିସୋଦିଆଙ୍କ ୬ ସପ୍ତାହର ଅନ୍ତରୀଣ ଜାମିନ ଆବେଦନକୁ ଖାରଜ କଲେ ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ: ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ଅନ୍ତରୀଣ ଜାମିନ ଆବେଦନକୁ ଖାରଜ କଲେ ଦିଲ୍ଲୀ ହାଇକୋର୍ଟ।ସ୍ତ୍ରୀଙ୍କ ଅସୁସ୍ଥତା ଦର୍ଶାଇ ମନୀଷ ସିସୋଦିଆ ୬ ସପ୍ତାହ ପାଇଁ ଅନ୍ତରୀଣ ଜାମିନ ପାଇଁ ଆବେଦନ କରିଥିଲେ। କିନ୍ତୁ, ଦିଲ୍ଲୀ ହାଇକୋର୍ଟ ଏହି ଆବେଦନ … Read More

କୋଇଲା ଦୁର୍ନୀତି: ବିମାନ ବନ୍ଦରରେ ଅଟକ ହେଲେ ଦୁବାଇ ବାହାରିଥିବା ଅଭିଷେକ ବାନାର୍ଜୀଙ୍କ ସ୍ତ୍ରୀ ରୁଜିରା

କୋଲ୍‌କାତା: ପିଲାମାନଙ୍କୁ ନେଇ ଦୁବାଇ ଯିବାକୁ ବାହାରିଥିବା ‘ତୃଣମୂଳ କଂଗ୍ରେସ’ ନେତା ଅଭିଷେକ ବାନାର୍ଜୀଙ୍କ ସ୍ତ୍ରୀ ରୁଜିରା ବାନାର୍ଜୀଙ୍କୁ ଆଜି ‘ଇମିଗ୍ରେସନ୍‌ ଅଥରିଟି’ ଦମ୍‌ଦମ୍‌ ବିମାନ ବନ୍ଦରରେ ଅଟକାଇଛନ୍ତି। ଉଲ୍ଲେଖଯୋଗ୍ୟ, ପ୍ରବର୍ତ୍ତନ ନିର୍ଦେଶାଳୟ ରୁଜିରାଙ୍କ ନାଁରେ ‘ଲୁକ୍‌-ଆଉଟ୍‌ ସର୍କ୍ୟୁଲାର୍‌’ ଜାରି କରିଥିଲା। … Read More