ବାଲେଶ୍ୱର ବାହାନଗା ରେଳ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ବାଗେଶ୍ଵର ଧାମର ମହନ୍ତ

ନୂଆଦିଲ୍ଲୀ: ଓଡ଼ିଶାର ବାଲେଶ୍ୱରର ବାହାନଗାରେ ହୋଇଥିବା ମର୍ମନ୍ତୁଦ ଦୁର୍ଘଟଣାରେ ଟ୍ରେନ ଦୁର୍ଘଟଣାରେ ୨୭୫ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ରେଳ ଦୁର୍ଘଟଣାରେ ଆହତ ୩୮୨ ବ୍ୟକ୍ତି ଏବେ ବି ରାଜ୍ୟର ବିଭିନ୍ନ ମେଡ଼ିକାଲରେ ଚିକିତ୍ସିତ ହେଉଛନ୍ତି । ତେବେ ଏହି … Read More

ବାହାନଗା ରେଳ ଦୁର୍ଘଟଣାକୁ ନେଇ ବିମାନ କମ୍ପାନୀଙ୍କୁ ତାଗିଦ, ମନ ଇଛା ଭଡା ବଢାଅ ନାହିଁ

ନୂଆଦିଲ୍ଲୀ: ବାହାନଗା ରେଳ ଦୁର୍ଘଟଣାକୁ ନେଇ ସମ୍ପୂର୍ଣ୍ଣ ଆକ୍ସନ ମୁଡ଼ରେ ଅଛନ୍ତି କେନ୍ଦ୍ର ସରକାର | ଆଜି କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ଯେ ଭୁବନେଶ୍ୱର ବିମାନବନ୍ଦରରୁ ଅନ୍ୟ ରାଜ୍ୟକୁ ଯାଉଥିବା ବିମାନ ବା ଅନ୍ୟ … Read More

ଭାରତରେ ନିକଟ ଅତୀତରେ ହୋଇଥିବା କିଛି ବଡ଼ ଟ୍ରେନ୍‌ ଦୁର୍ଘଟଣା ଓ ମୃତ୍ୟୁ ସଂଖ୍ୟା

ଓଡ଼ିଶାରେ ଗତକାଲି ହୋଇଯାଇଥିବା ଭୟଙ୍କର ଟ୍ରେନ ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୨୬୧ ଲୋକଙ୍କ ମୃତ୍ୟୁ ହୋଇଥିବା ଖବର ଜଣାପଡିଛି । ଆହତଙ୍କ ସଂଖ୍ୟା ୯୦୦ ରୁ ଉର୍ଦ୍ଧ୍ୱ ଥିବା ବେଳେ ମୃତ୍ୟୁ ସଂଖ୍ୟା ଅଧିକ ହୋଇପାରେ ବୋଲି ଆଶଙ୍କା କରାଯାଉଛି । ଏହା … Read More

ଓଡ଼ିଶା ରେଳ ଦୁର୍ଘଟଣାକୁ ନେଇ ବଡ଼ କଥା କହିଲେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ

ଓଡ଼ିଶାର ବାଲେଶ୍ୱର ଅନ୍ତର୍ଗତ ବାହାନଗାରେ ହୋଇଥିବା ଭୟଙ୍କର ଭୟଙ୍କର ରେଳ ଦୁର୍ଘଟଣା ପୂରା ବିଶ୍ୱକୁ ସ୍ତବ୍ଧ କରି ଦେଇଛି। ନିଜେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାହାନଗା ଆସି ଦୁର୍ଘଟଣା ସ୍ଥଳରେ ସ୍ଥିତିର ସମୀକ୍ଷା କରିଛନ୍ତି। ଏସବୁ ଭିତରେ କଂଗ୍ରେସର ରାଷ୍ଟ୍ରୀୟ ସଭାପତି … Read More

ରେଳ ଦୁର୍ଘଟଣାକୁ ନେଇ ଶୋକ ପ୍ରକାଶ କଲେ ଋଷ ରାଷ୍ଟ୍ରପତିଙ୍କ ସମେତ ଅନେକ ଦେଶର ପ୍ରଧାନମନ୍ତ୍ରୀ

ବାଲେଶ୍ୱର: ଓଡ଼ିଶାର ବାଲେଶ୍ୱରର ବାହାନଗାରେ ହୋଇଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାକୁ ନେଇ ସାରା ଦେଶ ସ୍ତବ୍ଧ ହୋଇପଡିଥିବାବେଳେ ବିଦେଶର ଅନେକ ରାଷ୍ଟ୍ରମୁଖ୍ୟ ବି ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି | ଋଷଠାରୁ ଆରମ୍ଭ କରି ତୁର୍କୀ, କାନାଡ଼ା, ଜାପାନ, ତାଇୱାନ … Read More

ମୁମ୍ବାଇ-ଗୋଆ ବନ୍ଦେ ଭାରତ ଟ୍ରେନ ଉଦ୍‌ଘାଟନ ସ୍ଥଗିତ

ଓଡିଶା ବାଲେଶ୍ୱରର ବାହାନଗାରେ ଟ୍ରେନ ଦୁର୍ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି । ଆଉ ଏଭଳି ଦୁର୍ଘଟଣା ଯୋଗୁଁ ଆଜି ହେବାକୁ ଥିବା ମୁମ୍ବାଇ-ଗୋଆ ବନ୍ଦେ ଭାରତ ଟ୍ରେନର ଉଦ୍‌ଘାଟନକୁ ବାତିଲ କରିଦିଆଯାଇଛି । ଏଭଳି ଦୁର୍ଘଟଣା ପରେ ପ୍ରଧାନମନ୍ତ୍ରୀ ମୋଦି … Read More

ଦୋଷୀଙ୍କ ବିରୋଧରେ ଦୃଢ଼ କଡ଼ାକାର୍ଯ୍ୟାନୁଷ୍ଠାନ ନିଆଯିବ: ପ୍ରଧାନମନ୍ତ୍ରୀ

ବାଲେଶ୍ବର: ବାହାନଗାରେ ଶୁକ୍ରବାର ସନ୍ଧ୍ୟାରେ ଘଟିଥିବା ୨ଟି ଏକ୍ସପ୍ରେସ୍‌ ଟ୍ରେନ୍‌ ଦୁର୍ଘଟଣାରେ ଆମେ ଯେଉଁମାନଙ୍କୁ ହରାଇଛେ, ସେମାନଙ୍କୁ ଆଉ ପାଇପାରିବା ନାହିଁ। ସରକାରଙ୍କ ପାଇଁ ଏହି ଘଟଣା ଗମ୍ଭୀର ତଥା ସମ୍ବେଦନଶୀଳ। ଘଟଣାର ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ଏହି ଭୟଙ୍କର ଦୁର୍ଘଟଣା … Read More

ଦୁର୍ଘଟଣା ପ୍ରଭାବିତ ଯାତ୍ରୀଙ୍କ ପରିବାର ସଦସ୍ୟଙ୍କୁ ଧରି ଚେନ୍ନାଇରୁ ଆସୁଛି ସ୍ୱତନ୍ତ୍ର ଟ୍ରେନ

ଓଡ଼ିଶା ଇତିହାସରେ ସର୍ବବୃହତ୍ ତଥା ଭୟାବହ ଟ୍ରେନ ଦୁର୍ଘଟଣାକୁ ନେଇ ସମଗ୍ର ବିଶ୍ୱ ସମବେଦନା ବ୍ୟକ୍ତ କରିଛି । ଗତକାଲି ସନ୍ଧ୍ୟା ୭ଟାରେ ଟ୍ରେନ ଦୁର୍ଘଟଣା ପରଠୁ ଉଦ୍ଧାର ଓ ରିଲିଫ କାର୍ଯ୍ୟ ଜୋରସୋରରେ ଜାରି ରହିଥିବାବେଳେ ଆଜି ଦୁର୍ଘଟଣାରେ ପ୍ରଭାବିତ … Read More

ରେଳ ଦୁର୍ଘଟଣା: ଦୁର୍ଘଟଣାସ୍ଥଳରେ ମମତା-ଅଶ୍ବିନୀ କଥା କଟାକଟି

ଭୁବନେଶ୍ବର : ବାଲେଶ୍ବରର ବାହାନଗାରେ ଶୁକ୍ରବାର ସଂଧ୍ୟାରେ ହୋଇଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାକୁ ଭାରତର ଅନ୍ୟତମ ବଡ଼ ରେଳ ଦୁର୍ଘଟଣା ଭାବେ ଗଣାଯାଉଛି । ଏହାକୁ ନେଇ ସାରା ବିଶ୍ବରୁ ଶୋକ ସମ୍ବାଦ ପହଞ୍ଚିବାରେ ଲାଗିଛି । କିନ୍ତୁ ଏହି ବିପଦ … Read More

ବାହାନଗା ଟ୍ରେନ ଦୁର୍ଘଟଣାରେ ମୃତକଙ୍କ ଲାଗି ୫ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ପଶ୍ଚିମବଙ୍ଗ ସରକାର

ବାହାନଗା: ବାହାନଗା ଟ୍ରେନ ଦୁର୍ଘଟଣାରେ ମୃତକ, ଆହତ ଓ ପୀଡ଼ିତଙ୍କ ଲାଗି ସହାୟତା ରାଶି ଘୋଷଣା କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ।  ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ରାଜ୍ୟର ପ୍ରତି ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ପଶ୍ଚିମବଙ୍ଗ ସରକାର ୫ … Read More