ପ୍ରତି ମାସରେ ଫେସବୁକ୍ ବ୍ୟବହାରକାରୀଙ୍କୁ ମିଳିବ ୨,୭୮,୦୦୦ ଟଙ୍କା !

ନୂଆଦିଲ୍ଲୀ : ଯଦି ଆପଣ ଜଣେ କଣ୍ଟେଣ୍ଟ କ୍ରିଏଟର । ଏବଂ ସୋସିଆଲ ମିଡିଆରେ ଅଧିକ ରୋଜଗାର କରିବାକୁ ଚାହୁଁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି।  ଫେସବୁକ୍ କ୍ରିଏଟର ଫାଷ୍ଟ ଟ୍ରାକ୍ ନାମକ ଏକ ନୂଆ … Read More

ଏଲପିଜି ଗ୍ୟାସ୍ ବୁକିଂ ନାଁରେ ଠକେଇ, ଗୋଟିଏ କ୍ଲିକ୍‌ରେ ଆକାଉଣ୍ଟ ଖାଲି

ନୂଆଦିଲ୍ଲୀ: ସାଇବର ଠକେଇ ନାଁରେ ଏକ ବଡ ଠକେଇ ସାମ୍ନାକୁ ଆସିଛି। ଡିଜିଟାଲ ଯୁଗରେ ସାଇବର ଠକେଇ ପଦ୍ଧତି ଏବେ ଆପଣଙ୍କ ରୋଷେଇ ଘରେ ପହଞ୍ଚିଛି। କେରଳ ପୁଲିସ୍‌ ଏଲପିଜି ଗ୍ୟାସ୍ ବୁକିଂ ନାଁରେ ଏକ ସାଂଘାତିକ ଠକେଇ ସମ୍ପର୍କରେ ଦେଶବ୍ୟାପୀ … Read More

ରାମଲୀଲା ମୈଦାନରେ ଚାଷୀଙ୍କ ରଣହୁଙ୍କାର

ନୂଆଦିଲ୍ଲୀ:  ରାଜଧାନୀ ଦିଲ୍ଲୀର ଐତିହାସିକ ରାମଲୀଳା ମୈଦାନରେ ପୁଣିଥରେ ଚାଷୀଙ୍କ ରଣହୁଙ୍କାର ଦେଖିବାକୁ ମିଳିବ।  ଆଜି ଏଠାରେ ଅନୁଷ୍ଠିତ ହେବାକୁ ଥିବା ‘କିଷାନ ପଞ୍ଚାୟତ’ ପାଇଁ ଦେଶବ୍ୟାପୀ ବହୁ ସଂଖ୍ୟକ ଚାଷୀ ଏକତ୍ରିତ ହେବାର ଆଶା କରାଯାଉଛି। ଏହି ବିଶାଳ ସମାବେଶକୁ … Read More

ଏଟିଏମରୁ ଟଙ୍କା କଟିବା ପଡିଲା ମହଙ୍ଗା, ୧୦ ହଜାର ପାଇଁ ବ୍ୟାଙ୍କ ଦେଲା ୩ ଲକ୍ଷ ଟଙ୍କା କ୍ଷତିପୂରଣ

ସୁରଟ : ଏଟିଏମରୁ ଟଙ୍କା କଟିବା ବ୍ୟାଙ୍କକୁ ପଡିଲା ମହଙ୍ଗା ।  ୧୦ ହଜାର ଟଙ୍କା ଉଠାଇବାକୁ ଯାଇ ଗ୍ରାହକ ପାଇଲେ ୩ ଲକ୍ଷ ଟଙ୍କା ।  ୨୦୧୭, ଫେବୃୟାରୀ ୧୮ ତାରିଖରେ ସୁରଟର ଜଣେ ଗ୍ରାହକ ୧୦ ହଜାର ଟଙ୍କା ଉଠାଇବାକୁ … Read More

କାତାର ଗ୍ୟାସ୍ ପ୍ଲାଣ୍ଟ ଉପରେ ଇରାନର ମିସାଇଲ୍ ମାଡ଼

ନୂଆଦିଲ୍ଲୀ : ମଧ୍ୟପ୍ରାଚ୍ୟ ଯୁଦ୍ଧ ସମଗ୍ର ବିଶ୍ବକୁ ପ୍ରଭାବିତ କରୁଛି । ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଜାରି ହୋଇଥିବା ଯୁଦ୍ଧର ପ୍ରଭାବ ଭାରତ ଉପରେ ମଧ୍ୟ ପଡୁଛି । ଭାରତ ଶକ୍ତି ଉପରେ ନିର୍ଭର କରୁଥିବା ଉର୍ଜା ଦେଶ ଉପରେ … Read More

ପାକିସ୍ତାନରେ ଭୟଙ୍କର ଝଡ଼ବର୍ଷାରେ ଚାଲିଗଲା ୧୯ ଜୀବନ

କରାଚି : ଆଫଗାନିସ୍ତାନ ସହ ସଂଘର୍ଷ ଚାଲିଯିବା ପରେ ଇଦ୍ ପାଇଁ କିଛି ସମୟ ବିରତି ଦେଇଥିବା ପଡ଼ୋଶୀ ଦେଶ ପାକିସ୍ତାନ ଉପରେ ଏବେ ପ୍ରକୃତିର କରାଳ ରୂପ ଧାରଣ କରିଛି । କରାଚିରେ ବୁଧବାର ରାତିରେ ହୋଇଥିବା ପ୍ରବଳ ବର୍ଷା ଓ … Read More

ଅଯୋଧ୍ୟା ରାମମନ୍ଦିରରେ ଶ୍ରୀରାମ ଯନ୍ତ୍ର ସ୍ଥାପନା, ଉପସ୍ଥିତ ରହିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ହିନ୍ଦୁ ନବବର୍ଷ ଅବସରରେ ଶ୍ରୀରାମ ଜନ୍ମଭୂମି ମନ୍ଦିରରେ ଏକ କାର୍ଯ୍ୟକ୍ରମରେ ସାମିଲ ହେବେ । ଆଜି ରାଷ୍ଟ୍ରପତି ମନ୍ଦିରରେ ଶୁଭ ଅଭିଜିତ ମୁହୂର୍ତ୍ତ ୧୧.୫୫ ମିନିଟରେ ଶ୍ରୀରାମ ଯନ୍ତ୍ର ସ୍ଥାପନା ଏବଂ ପୂଜା କରିବେ । … Read More

ଜରି କାରଖାନାରେ ନିଆଁ, ୨ ମୃତ, ୯ ଆହତ

ଗୁଜରାଟ : ଗୁଜରାଟ ସୁରତରେ ଥିବା ଜରି କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ । ଭରତ ନଗର ଗୌଶାଳା ଅଞ୍ଚଳ ସ୍ଥିତ ଏକ ଜରି କାରଖାନାରେ ଆଜି ସକାଳେ ଭୟଙ୍କର ନିଆଁ ଲାଗିଛି । ଏହି ଘଟଣାରେ ୨ ଜଣଙ୍କ ଜୀବନ ଚାଲିଯାଇଥିବା ବେଳେ … Read More

ମଧ୍ୟପ୍ରାଚ୍ୟ ଯୁଦ୍ଧ ପ୍ରଭାବରେ ଡଲାର ବିନିମୟ ମୂଲ୍ୟ ୯୨.୬୩ ଟଙ୍କାକୁ ବୃଦ୍ଧି

ମୁମ୍ବାଇ: ମଧ୍ୟପ୍ରାଚ୍ୟ ଯୁଦ୍ଧ ପ୍ରଭାବରେ ଅଶୋଧିତ ତୈଳ ଦର ମହଙ୍ଗା ହେଉଥିବାରୁ ଆମେରିକୀୟ ଡଲାର ତୁଳନାରେ ଭାରତୀୟ ଟଙ୍କା ଦୁର୍ବଳ ହେବାରେ ଲାଗିଛି। ବୁଧବାର ଡଲାରର ବିନିମୟ ମୂଲ୍ୟ ୯୨ ଟଙ୍କା ୬୩ ପଇସାକୁ ବୃଦ୍ଧି ପାଇଛି। ଯୁଦ୍ଧ ସଙ୍କଟ ଓ … Read More

ଚାର୍ଜିଂ ପଏଣ୍ଟରେ ବିସ୍ଫୋରଣ ଘଟି ଜଳିଗଲା ଘର : ୬ ମୃତ

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶ ଇନ୍ଦୋରରେ ଅଭାବନୀୟ ଘଟଣା ଘଟିଛି। ଯାହା ସମଗ୍ର ଅଞ୍ଚଳକୁ ଥରାଇ ଦେଇଛି । ବ୍ରଜେଶ୍ବରୀ ଆନେକ୍ସ ଆବାସିକ ଅଞ୍ଚଳରେ ଥିବା ଗୋଟିଏ ଘରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏହି ଦୁର୍ଘଟଣାରେ ୬ ଜଣ ଲୋକଙ୍କ ମୃତ୍ୟୁ … Read More