ପୋଷ୍ୟ ସନ୍ତାନ ଗ୍ରହଣକାରୀ ମା’ଙ୍କୁ ମିଳିବ ୧୨ ସପ୍ତାହର ଛୁଟି

ନୂଆଦିଲ୍ଲୀ : ସୁପ୍ରିମକୋର୍ଟଙ୍କ ବଡ଼ ରାୟ । ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମା’ଙ୍କ ପାଇଁ ବଡ଼ ଆଶ୍ୱସ୍ତି । ସବୁ ପୋଷ୍ୟ ସନ୍ତାନ ଗ୍ରହଣକାରୀ ମା’ଙ୍କୁ ମିଳିବ ମାତୃତ୍ୱକାଳୀନ ଛୁଟି । ଶିଶୁର ବୟସ ଯାହା ହେଉ, ମା’ଙ୍କୁ ମିଳିବ ୧୨ … Read More

ଦିଲ୍ଲୀରେ ଭୁଶୁଡିଲା ପାଦଚଲା ଓଭରବ୍ରିଜ, ଭାସିଗଲେ ମହିଳା

ନୂଆଦିଲ୍ଲୀ : ନୂଆଦିଲ୍ଲୀରେ ବଡ଼ ଅଘଟଣ । ରୂପ ନଗର ଅଞ୍ଚଳରେ ଏକ ଫୁଟ ଓଭରବ୍ରିଜ ଭୁଶୁଡିପଡିଛି । ଏହି ଘଟଣାରେ ଜଣେ ମହିଳା ନାଳରେ ଭାସିଯାଇଥିବା ଜଣାପଡିଛି । ମହିଳାଙ୍କୁ ଖୋଜାଚାଲିଛି । ଖବର ମୁତାବକ, ଦିଲ୍ଲୀ ଅଗ୍ନିଶମ ସେବା ନିକଟକୁ … Read More

ୟୁଏଇ ଉପରେ ଇରାନର ଆକ୍ରମଣ ଭୟ, ବିମାନ ଚଳାଚଳ ଠପ୍

ନୂଆଦିଲ୍ଲୀ: ଇରାନ ଯୁଦ୍ଧର ବଡ଼ ପ୍ରଭାବ । ୟୁଏଇ ଉପରେ ଇରାନର ଆକ୍ରମଣ ଭୟ । ଆକାଶପଥ ସମ୍ପୂର୍ଣ୍ଣ ବନ୍ଦ, ବିମାନ ଚଳାଚଳ ଠପ୍ । ସବୁ ବିମାନ ବାତିଲ୍! ଇରାନ ପକ୍ଷରୁ ମିସାଇଲ୍ ଏବଂ ଡ୍ରୋନ୍ ମାଡ଼ ଆଶଙ୍କାରେ ସଂଯୁକ୍ତ ଆରବ … Read More

କାବୁଲ ଉପରେ ପାକିସ୍ତାନର ବୋମାମାଡ଼, ୪୦୦ ମୃତ

ନୂଆଦିଲ୍ଲୀ:  ଆଫଗାନିସ୍ତାନର ରାଜଧାନୀ କାବୁଲ ଉପରେ ପାକିସ୍ତାନର ବୋମାମାଡ଼ । ଆକ୍ରମଣରେ ୪୦୦ ମୃତ, ଶତାଧିକ ଆହତ ହୋଇଛନ୍ତି । କାବୁଲ ଆକାଶରେ କଳା ଧୂଆଁର ଆସ୍ତରଣ , ଚାରିଆଡ଼େ ନିଆଁ । ପାକିସ୍ତାନୀ ବାୟୁସେନା ଆଫଗାନିସ୍ତାନର ରାଜଧାନୀ କାବୁଲର ମଧ୍ୟଭାଗରେ ପ୍ରବଳ … Read More

ଶୁଳ୍କ ସ୍ଥିତି ସ୍ପଷ୍ଟ ନ ହେବା ପର୍ଯ୍ୟନ୍ତ ଆମେରିକା ସହ ବାଣିଜ୍ୟ ଚୁକ୍ତି ସ୍ବାକ୍ଷର କରିବ ନାହିଁ ଭାରତ

ନୂଆଦିଲ୍ଲୀ: ଶୁଳ୍କ ସ୍ଥିତି ସ୍ପଷ୍ଟ ନ ହେବା ପର୍ଯ୍ୟନ୍ତ ଆମେରିକା ସହ ଭାରତ ବାଣିଜ୍ୟ ଚୁକ୍ତି ସ୍ବାକ୍ଷର କରିବ ନାହିଁ। ଚଳିତ ମାସରେ ଆମେରିକା ସହ ଚୁକ୍ତି ହେବାର ଥିଲା। ମାତ୍ର‌ ସେଠାକାର ସୁପ୍ରିମକୋର୍ଟ ରାଷ୍ଟ୍ରପତି ଟ୍ରମ୍ପ ଲଗାଇଥିବା ଶୁଳ୍କକୁ ଅସିଦ୍ଧ … Read More

୯୦%କୁ ବୃଦ୍ଧି ପାଇଛି ଅନଲାଇନ୍‌ ଗ୍ୟାସ୍‌ ବୁକିଂ, ଓଟିପି ଜରିଆରେ ୭୨% ଡେଲିଭରି

ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟ ଯୁଦ୍ଧ ପାଇଁ ଏଲ୍‌ପିଜି ଯୋଗାଣ ପ୍ରଭାବିତ ହୋଇଛି। ଏଥିଯୋଗୁ ଗତ କିଛିଦିନ ହେଲା ଭାରତରେ ଏଲ୍‌ପିଜି ବ୍ୟବହାରକାରୀମାନେ ଅସୁବିଧା ଭୋଗୁଛନ୍ତି। ଏଭଳି ସ୍ଥିତିରେ ସରକାର ଏଲ୍‌ପିଜି ଉପଭୋକ୍ତାଙ୍କୁ ଗ୍ୟାସ ଏଜେନ୍ସିଗୁଡ଼ିକୁ ନଯାଇ ଅନଲାଇନ୍‌ରେ ବୁକିଂ କରିବାକୁ ପରାମର୍ଶ ଦେଇଥିଲେ। … Read More

ଇରାନର ଆର୍ମେନିଆ ଦେଇ ଭାରତକୁ ଫେରିଲେ ୫୫୦ ଭାରତୀୟ

ନୂଆଦିଲ୍ଲୀ: ପଶ୍ଚିମ ଏସିଆରେ ଯୁଦ୍ଧ ଲାଗି ରହିଥିବାବେଳେ ଭାରତ ସରକାର ଆନ୍ତଃ ମନ୍ତ୍ରିସ୍ତରୀୟ ସାମ୍ବାଦିକ ସମ୍ମିଳନୀରେ ଏଲପିଜି ଯୋଗାଣ, ଗଲ୍ଫ ଅଞ୍ଚଳରେ ଥିବା ପରିବହନ ଜାହାଜ ଓ ଭାରତୀୟଙ୍କ ନାଗରିକଙ୍କ ପ୍ରତ୍ୟାବର୍ତ୍ତନ ନେଇ ବିସ୍ତୃତ ସୂଚନା ପ୍ରଦାନ କରିଛନ୍ତି। ଭାରତ ଏହାର … Read More

ପଶ୍ଚିମବଙ୍ଗ ନିର୍ବାଚନ: ମମତାଙ୍କୁ ଟକ୍କର ଦେବେ ଶୁଭେନ୍ଦୁ ଅଧିକାରୀ

ନୂଆଦିଲ୍ଲୀ: ଆଗାମୀ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ବିଗୁଲ୍ ବାଜିଛି। ଆଜି ବିଜେପି ଆଗାମୀ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ୧୪୪ ଜଣ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। ବିଜେପି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନିର୍ବାଚନ ମଣ୍ଡଳୀରୁ ନେତା ଶୁଭେନ୍ଦୁ … Read More

ଇରାନର କ୍ଷେପଣାସ୍ତ୍ର ମାଡରେ ଇସ୍ରାଏଲର ୧୨ ଆହତ

ତେହରାନ/ତେଲଆଭିଭ୍‌ : ମଧ୍ୟପ୍ରାଚ୍ୟରେ ଲାଗି ରହିଥିବା ଯୁଦ୍ଧ ରବିବାର ଷୋଡଶ ଦିନରେ ପହଞ୍ଚିଛି। ରବିବାର ଇରାନର କ୍ଷେପଣାସ୍ତ୍ର ମାଡରେ ଇସ୍ରାଏଲରେ ୮ଜଣ ଆହତ ହୋଇଛନ୍ତି। ଇସ୍ରାଏଲ କର୍ତ୍ତୃପକ୍ଷଙ୍କ କହିବା ଅନୁଯାୟୀ ଇରାନ କ୍ଷେପଣାସ୍ତ୍ର ମାଡ଼ରେ ତେଲଆଭିଭ୍ ଅଞ୍ଚଳରେ ଏକ ସଡକ ନଷ୍ଟ … Read More

ଗୁଜରାଟରେ ପହଞ୍ଚିଲା ଶିବାଲିକ୍ ଜାହାଜ: ଦୂର ହେବ ଏଲପିଜି ସଙ୍କଟ

ନୂଆଦିଲ୍ଲୀ : ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଭାରତୀୟ ପତାକା ବିଶିଷ୍ଟ ଏଲପିଜି ଟ୍ୟାଙ୍କର୍ ଶିବାଲିକ୍ ଏଲପିଜି କ୍ୟାରିଅର ଗୁଜରାଟର ମୁନ୍ଦ୍ରା ବନ୍ଦରରେ ପହଞ୍ଚିଛି। ଜାହାଜଟି ହର୍ମୁଜରୁ ସୁରକ୍ଷିତ ଭାବରେ ପାର ହୋଇ ଭାରତ ଅଭିମୁଖେ ଯାତ୍ରା କରିଥିଲା, ଯେଉଁଥିରେ ୪୫,୦୦୦ … Read More