ନିର୍ବାଚନ ତାରିଖ ଘୋଷଣା ପରେ ପଶ୍ଚିମବଙ୍ଗ ଡିଜିପିଙ୍କ ସମେତ ୪ ଆଇପିଏସ ଅଫିସରଙ୍କୁ ବଦଳି
ନୂଆଦିଲ୍ଲୀ: ପଶ୍ଚିମବଙ୍ଗରେ ନିର୍ବାଚନ ତାରିଖ ଘୋଷଣା ହେବା ପରେ ନିର୍ବାଚନ କମିଶନ ସକ୍ରିୟ ହୋଇଯାଇଛନ୍ତି । ନିର୍ବାଚନ ଆୟୋଗ ତାରିଖ ଘୋଷଣା ମାତ୍ର ଦିନକ ଭିତରେ ପୋଲିସ ବିଭାଗରେ ବଡ଼ ଧରଣର ଅଦଳବଦଳ କରିଛନ୍ତି । ପଶ୍ଚିମବଙ୍ଗର ମୁଖ୍ୟ ସଚିବ ଏବଂ … Read More
