ଖାଇକୁ ଖସିଲା ବସ୍, ୭ ତୀର୍ଥ ଯାତ୍ରୀ ମୃତ
କାଠମାଣ୍ଡୁ : ନେପାଳର ଗୋରଖା ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଭାରତୀୟ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ ଖାଇକୁ ଖସିପଡିଛି । ଏଥିରେ ସାତ ଜଣ ଭାରତୀୟ ତୀର୍ଥଯାତ୍ରୀଙ୍କ ଜୀବନ ଚାଲିଯାଇଛି । ମନକାମନା ମନ୍ଦିର ଦର୍ଶନ କରି ଫେରୁଥିବା ସମୟରେ … Read More
