ଇରାନ-ଆମେରିକା ଯୁଦ୍ଧରେ ହସ୍ତକ୍ଷେପ କଲେ ପୁଟିନ

ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟରେ ଭୟଙ୍କର ହେଉଛି ଯୁଦ୍ଧ । ଇରାନ-ଆମେରିକା ଯୁଦ୍ଧରେ ପୁଟିନଙ୍କ ଏଣ୍ଟ୍ରି? ଟ୍ରମ୍ପ ଦେଲେ ବଡ଼ ସଙ୍କେତ । ଡୋନାଲ୍ଡ ଟ୍ରମ୍ପ କହିଛନ୍ତି, ଆମେରିକା ଓ ଇସ୍ରାଏଲ୍ ସହ ଚାଲିଥିବା ଯୁଦ୍ଧ ମଧ୍ୟରେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଇରାନକୁ ‘ଅଳ୍ପ … Read More

ମାସିକ ଧର୍ମ ବେଳେ ମହିଳାଙ୍କ ଛୁଟି ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ : ମାସିକ ଧର୍ମ ସମୟରେ ମହିଳା କର୍ମଚାରୀଙ୍କୁ ଛୁଟି ପ୍ରଦାନ କରିବା ପାଇଁ ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି । କୋର୍ଟ ଏହି ମାମଲାକୁ ବିଚାର କରିବାକୁ ମନା କରିଦେଇଛନ୍ତି । କୋର୍ଟ କହିଛନ୍ତି, “ମହିଳାମାନଙ୍କୁ ଏତେ ଦୁର୍ବଳ ଭାବନ୍ତୁ ନାହିଁ … Read More

ଦୁବାଇରେ ଶକ୍ତିଶାଳୀ ବିସ୍ଫୋରଣ, ବୁର୍ଜ ଖଲିଫା ନିକଟରେ ଖସିଲା ମିସାଇଲ୍ ଅଂଶ

ଦୁବାଇ : ଦୁବାଇରେ ଶକ୍ତିଶାଳୀ ବିସ୍ଫୋରଣ । ଆକାଶରୁ ଖସାଇ ଦିଆଗଲା ଶତ୍ରୁପକ୍ଷର ଡ୍ରୋନ୍ । ଶକ୍ତିଶାଳୀ ବିସ୍ଫୋରଣରେ ଥରିଲା ଦୁବାଇ । ବୁର୍ଜ ଖଲିଫା ନିକଟରେ ଖସିଲା ମିସାଇଲ୍ ଅଂଶ । ଦୁବାଇର ମଧ୍ୟଭାଗରେ ଏକାଧିକ ଶକ୍ତିଶାଳୀ ବିସ୍ଫୋରଣ ଶୁଣିବାକୁ ମିଳିଛି … Read More

ଭୟରେ ଅଧିକ ଗ୍ୟାସ୍‌ କିଣୁଛନ୍ତି ଗ୍ରାହକ: ଦୈନିକ ୭୫.୭ ଲକ୍ଷ ବୁକିଂ

ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟ ଯୁଦ୍ଧ ପାଇଁ ଦେଶରେ ରନ୍ଧନ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହୋଇଛି। ଘରୋଇ ଏଲ୍‌ପିଜି ଯୋଗାଣକୁ ନିଶ୍ଚିତ କରିବା ପାଇଁ ସରକାର ବାଣିଜ୍ୟିକ ଏଲ୍‌ପିଜି ଯୋଗାଣ ଉପରେ କଟକଣା ଲଗାଇଛନ୍ତି। ଏଭଳି ସମୟରେ ସରକାର ଆଜି କହିଛନ୍ତି ଯୁଦ୍ଧ କାରଣରୁ … Read More

ଅନିଲ ଅମ୍ବାନୀଙ୍କଙ୍କ ୫୮୧ କୋଟିର ସମ୍ପତ୍ତି ଜବତ କଲା ଇଡି

ନୂଆଦିଲ୍ଲୀ: ପ୍ରବର୍ତ୍ତନ ନିର୍ଦେଶାଳୟ (ଇଡି) ପକ୍ଷରୁ ଗୁରୁବାର ବିଶି​‌ଷ୍ଟ ଶିଳ୍ପପତି ତଥା ରିଲାଏନ୍ସ ଗ୍ରୁପ୍‌ ଅଧ୍ୟକ୍ଷ ଅନିଲ ଅମ୍ବାନୀଙ୍କର ୫୮୧ କୋଟି ଟଙ୍କାର ସମ୍ପତ୍ତି ଜବତ କରାଯାଇଛି। ଏହି ସମ୍ପତ୍ତି ରିଲାଏନ୍ସ ହୋମ ଫାଇନାନ୍ସ ଲିମିଟେଡ ଏବଂ ରିଲାଏନ୍ସ କମର୍ସିଆଲ ଫାଇନାନ୍ସ … Read More

ତୈଳ ସଂକଟର ସମାଧାନ ଲାଗି ଇରାନ ପ୍ରତିପକ୍ଷଙ୍କ ସହ କଥା ହେ​ଲେ ଜୟଶଙ୍କର

ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ଭାରତରେ ​ଦେଖାଯାଇଥିବା ତୈଳ ସଂକଟର ସମାଧାନ ଲାଗି ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର ତାଙ୍କର ଇରାନ ପ୍ରତିପକ୍ଷ ଆବାସ ଆରାଗଚିଙ୍କ ସହିତ କଥାବାର୍ତ୍ତା କରିଛନ୍ତି। ସମସ୍ୟା ଆରମ୍ଭ ପରଠାରୁ ଜୟଶଙ୍କର ତାଙ୍କ ଇରାନ ପ୍ରତିପକ୍ଷଙ୍କ ସହିତ … Read More

କ୍ଷେପଣାସ୍ତ୍ର ମାଡ଼ରେ ଗୋଡ଼ ହରାଇଲେ ଇରାନର ନୂଆ ସୁପ୍ରିମ ଲିଡର୍

ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟ ଯୁଦ୍ଧ ମଧ୍ୟରେ ଇରାନକୁ ବଡ଼ ଝଟକା ।  ଗୋଡ଼ ହରାଇଲେ ଇରାନର ନୂଆ ସୁପ୍ରିମ ଲିଡର୍ ମୋଜତାବା ଖାମେନେଇ ।  ଏକ ଏୟାର ଷ୍ଟ୍ରାଇକରେ ମୋଜତାବା ଖାମେନେଇ ଗୋଡ଼ ହରାଇ କୋମାରେ ପୀଡ଼ିତ ହୋଇଛନ୍ତି। ଏକ ବିଶେଷ ସୂତ୍ରରୁ … Read More

ଆଫଗାନିସ୍ତାନର ପ୍ରାଇଭେଟ ଏୟାରଲାଇନର ଇନ୍ଧନ ଡିପୋ ଉପରେ ବୋମା ମାଡ଼ କଲା ପାକିସ୍ତାନ

ନୂଆଦିଲ୍ଲୀ : ପାକିସ୍ତାନ ଏବଂ ଆଫଗାନିସ୍ତାନ ମଧ୍ୟରେ ସଂଘର୍ଷ ବଢିବାରେ ଲାଗିଛି । ଆଫଗାନିସ୍ତାନ ଉପରେ ପାକିସ୍ତାନର ଏୟାରଷ୍ଟ୍ରାଇକ ପରେ ଦୁଇ ଦେଶ ମଧ୍ୟରେ ତିକ୍ତତା ବଢିବାରେ ଲାଗିଛି । ପାକିସ୍ତାନ ଦ୍ବାରା କରାଯାଇଥିବା ଏୟାରଷ୍ଟ୍ରାଇକ ପରେ ତାଲିବାନର ଜଣେ ବରିଷ୍ଠ ଅଧିକାରୀ … Read More

ଗ୍ୟାସ କଳାବଜାରୀ, ଚଢାଉ ବେଳେ ଏକ ଘରୁ ମିଳିଲା ୫୫ ସିଲିଣ୍ଡର

ଉତ୍ତରପ୍ରଦେଶ : ଦେଶର ବିଭିନ୍ନ ଭାଗରେ ଏଲପିଜି ସିଲିଣ୍ଡର ଅଭାବ ଯୋଗୁଁ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଲୋକେ । ସରକାର କହୁଛନ୍ତି ଦେଶରେ ପର୍ଯ୍ୟାପ୍ତ ରହିଛି ଗ୍ୟାସ୍ ସିଲିଣ୍ଡର । କିଛି ଅସାଧୁ ବ୍ୟବସାୟୀ ଗ୍ୟାସର କଳାବଜାରୀ କରୁଛନ୍ତି … Read More

ତେହେରାନରେ ଏୟାରଷ୍ଟ୍ରାଇକ, ୧୦ ଇରାନ ସୁରକ୍ଷାକର୍ମୀ ମୃତ

ନୂଆଦିଲ୍ଲୀ : ଇରାନ ଉପରେ ଆମେରିକା-ଇସ୍ରାଏଲର ପ୍ରଚଣ୍ଡ ଆକ୍ରମଣ । ବଡ଼ ଧରଣର ଏୟାରଷ୍ଟ୍ରାଇକରେ ଥରହର ତେହେରାନ । ଇରାନର ସବୁ ଯୁଦ୍ଧ ଜାହାଜକୁ ବୁଡ଼ାଇ ଦେଲା ଆମେରିକା । ଆମେରିକା ଏବଂ ଇସ୍ରାଏଲ ମିଳିତ ଭାବେ ଇରାନର ରାଜଧାନୀ ତେହେରାନ ଉପରେ … Read More