ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁଁ ବିପଦରେ ୧୧୦୦ରୁ ଅଧିକ ପିଲାଙ୍କ ଜୀବନ: ୟୁନିସେଫ୍

ନୂଆଦିଲ୍ଲୀ : ପଶ୍ଚିମ ଏସିଆରେ ଯୁଦ୍ଧ ସ୍ଥିତି ସବୁଠାରୁ ଅଧିକ ପ୍ରଭାବ ପିଲାଙ୍କ ଉପରେ ପଡିଛି । ସଂଯୁକ୍ତ ରାଷ୍ଟ୍ରର ଶିଶୁ ଏଜେନ୍ସୀ ଚେତାବନୀ ଦେଇଛି କି, ଲଗାତାର ହିଂସା ବୃଦ୍ଧି ଦ୍ବାରା ଲକ୍ଷ ଲକ୍ଷ ପିଲାଙ୍କ ଜୀବନ ବିପଦରେ ପଡିଛି । … Read More

ଏପ୍ରିଲରୁ ଉତ୍ତରାଖଣ୍ଡ ଚାରିଧାମ ଯାତ୍ରା, ବଦ୍ରିନାଥ-କେଦାରନାଥ ମନ୍ଦିରରେ ଅଣହିନ୍ଦୁଙ୍କ ପ୍ରବେଶ ନିଷେଧ

ନୂଆଦିଲ୍ଲୀ : ୨୦୨୬ ଏପ୍ରିଲ ୧୯ ତାରିଖରୁ ଉତ୍ତରାଖଣ୍ଡ ଚାରିଧାମ ଯାତ୍ରା ଆରମ୍ଭ ହେବାକୁ ଯାଉଛି। ଏହି ଦିନ ଗଙ୍ଗୋତ୍ରୀ ଏବଂ ଯମୁନୋତ୍ରୀ ମନ୍ଦିରର ଦ୍ୱାର ଖୋଲିବ। ତୀର୍ଥଯାତ୍ରୀଙ୍କ ପାଇଁ ପଞ୍ଜୀକରଣ ପ୍ରକ୍ରିୟା ମାର୍ଚ୍ଚ ୬ ତାରିଖରୁ ଆରମ୍ଭ ହୋଇଥିଲା । ସରକାର … Read More

ଦେଶରେ ଇନ୍ଧନର ଅଭାବ ନାହିଁ, ଗଚ୍ଛିତ ଅଛି ପର୍ଯ୍ୟାପ୍ତ ଅଶୋଧିତ ତୈଳ: ପେଟ୍ରୋଲିୟମ ମନ୍ତ୍ରୀ

ନୂଆଦିଲ୍ଲୀ: ଦେଶରେ ଦେଖା ଦେଇଥିବା ଏଲପିଜି ସଙ୍କଟ ମଧ୍ୟରେ ବଡ ଆଶ୍ୱସନା ଦେଇଛନ୍ତି ପେଟ୍ରୋଲିୟମ୍ ଏବଂ ପ୍ରାକୃତିକ ଗ୍ୟାସ୍ ମନ୍ତ୍ରୀ ହରଦୀପ ସିଂହ ପୁରି। ଗୁରୁବାର ମନ୍ତ୍ରୀ କହିଛନ୍ତି ଯେ ଦେଶରେ କୌଣସି ଇନ୍ଧନ ଅଭାବ ନାହିଁ। ଭାରତରେ ପର୍ଯ୍ୟାପ୍ତ ଅଶୋଧିତ … Read More

ଷ୍ଟ୍ରେଟ୍ ଅଫ୍ ହର୍ମୁଜ୍ ଦେଇ ଯିବ ଭାରତୀୟ ଜାହାଜ: ଜୟଶଙ୍କର

ନୂଆଦିଲ୍ଲୀ : ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ୧୩ ଦିନ ବିତିଗଲାଣି । ଏହା ଭିତରେ ଭାରତକୁ ମିଳିଛି ବଡ଼ ଆଶ୍ୱସ୍ତି । ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଏବଂ ଇରାନର ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାଘଚିଙ୍କ ମଧ୍ୟରେ ହୋଇଥିବା ଫୋନ କଥାବାର୍ତ୍ତା … Read More

ବିଦ୍ୟୁତ୍ ମିଟର ନିର୍ମାଣକାରୀ କମ୍ପାନିରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ : ଦିଲ୍ଲୀ ସଂଲଗ୍ନ ନୋଏଡାର ସେକ୍ଟର-୪ରେ ଥିବା ଏକ ବିଦ୍ୟୁତ୍ ମିଟର ନିର୍ମାଣକାରୀ କମ୍ପାନିରେ ଗୁରୁବାର ଭୋର ସମୟରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡ ଏତେ ଭୟଙ୍କର ଥିଲା ଯେ ସମ୍ପୂର୍ଣ୍ଣ କୋଠଧୂଆଁରେ ବୁଡ଼ି ଯାଇଥିଲା । ଦୁର୍ଘଟଣା … Read More

ବଜେଟ ଚାଲିଥିବା ବେଳେ ମୁମ୍ବାଇ ବିଧାନଭବନକୁ ବୋମା ଧମକ

ମୁମ୍ବାଇ : ମହାରାଷ୍ଟ୍ର ବିଧାନସଭାର ବଜେଟ୍ ଅଧିବେଶନ ଚାଲିଥିବା ସମୟରେ ବିଧାନ ଭବନକୁ ଉଡ଼ାଇବାକୁ ଧମକ । ଦକ୍ଷିଣ ମୁମ୍ବାଇ ସ୍ଥିତ ବିଧାନ ଭବନର ଇମେଲ ଆକାଉଣ୍ଟକୁ ଏକ ବୋମାରେ ଉଡ଼ାଇବାକୁ ଧମକପୂର୍ଣ୍ଣ ମେଲ୍ ଆସିଛି । ବୋମା ଧମକପୂର୍ଣ୍ଣ ମେଲ୍ ଆସିବା … Read More

ଫାରୁକ୍ ଅବଦୁଲ୍ଲାଙ୍କୁ ଗୁଳି କରି ହତ୍ୟା ଉଦ୍ୟମ !

ନୂଆଦିଲ୍ଲୀ: ଫାରୁକ୍ ଅବଦୁଲ୍ଲାଙ୍କୁ ହତ୍ୟା ଉଦ୍ୟମ !। ଅଳ୍ପକେ ବର୍ତ୍ତିଲେ ଜମ୍ମୁ-କାଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ। ଜମ୍ମୁରେ ଏକ ହୋଟେଲରେ କାର୍ଯ୍ୟକ୍ରମବେଳେ ଫାରୁକଙ୍କ ଉପରେ ଗୁଳିମାଡ଼ ହୋଇଥିଲା। ଦୁର୍ବୃତ୍ତ ଜଣକ ଅତି ନିକଟରୁ ଫାରୁକ୍ ଅବଦୁଲ୍ଲାଙ୍କୁ ଲକ୍ଷ୍ୟ କରି ଗୁଳି କରିଥିଲା। ଜମ୍ମୁ-କାଶ୍ମୀର … Read More

ମଧ୍ୟପ୍ରାଚ୍ୟ ସଂଘର୍ଷରେ ପ୍ରାଣ ହରାଇଛନ୍ତି ଦୁଇ ଭାରତୀୟ, ଜଣେ ନିଖୋଜ

ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟ ଚାଲିଥିବା ସଂଘର୍ଷ ମଧ୍ୟରେ ଦୁଇ ଜଣ ଭାରତୀୟ ନାଗରିକ ପ୍ରାଣ ହରାଇଛନ୍ତି ଏବଂ ଜଣେ ଏପର୍ଯ୍ୟନ୍ତ ନିଖୋଜ ଅଛନ୍ତି। ବୁଧବାର ଏନେଇ ସୂଚନା ଦେଇଛନ୍ତି ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ମୁଖପାତ୍ର ରଣଧୀର ଜାସିୱାଲ।ରଣଧୀର କହିଛନ୍ତି ଯେ, ଭାରତୀୟ ନାଗରିକମାନେ … Read More

ଇରାନର ୧୬ ଯୁଦ୍ଧ ଜାହାଜ ଧ୍ବଂସ କଲା ଆମେରିକା

ଆମେରିକା : ଗର୍ଜୁଛି ମିସାଇଲ, ବର୍ଷୁଛି ନିଆଁ । ବୋମାମାଡ଼ରେ ଥରୁଛି ମଧ୍ୟପ୍ରାଚ୍ୟ । ତୁହାକୁ ତୁହା ଖସୁଛି ଡ୍ରୋନ୍ । ଘମାଘୋଟ ହେଉଛି ଯୁଦ୍ଧ। ଆଜି ତେହେରାନରେ ଭୟାନକ ଆକ୍ରମଣ କରିଛି ଇସ୍ରାଏଲ। ଦୀର୍ଘ ଏକ ଘଣ୍ଟାଏ ଧରି ଏୟାର ରେଡ୍ … Read More

ନୂଆ ଜୀବନ ପାଇଲେ ବ୍ରେନ ଡେଡ୍ ମହିଳା

ପିଲିଭିତ : ଆଶ୍ଚର୍ଯ୍ୟ ଓ ଅବିଶ୍ବସନୀୟ । ରାସ୍ତାରେ ଥିବା ଖାଲଖମା ଦୁର୍ଘଟଣା ଏବଂ ମୃତ୍ୟୁର କାରଣ ସାଜିଥାଏ, ସେଠି ଖାଲ ଯୋଗୁଁ ମହିଳାଙ୍କ ପାଇଁ ଆଶୀର୍ବାଦ ସାବ୍ୟସ୍ତ ହୋଇଛି । ଡାକ୍ତରଙ୍କ ଦ୍ୱାରା ‘ବ୍ରେନ୍ ଡେଡ୍’ ଘୋଷଣା ହୋଇସାରିଥିବା ଜଣେ ମହିଳା … Read More