ଦୁବାଇ ଏୟାରପୋର୍ଟକୁ ପୁଣି ଟାର୍ଗେଟ କଲା ଇରାନ: ବିମାନବନ୍ଦର ନିକଟରେ ଖସିଲା ଡ୍ରୋନ

ନୂଆଦିଲ୍ଲୀ: ପୁଣି ଟାର୍ଗଟରେ ଦୁବାଇ ଏୟାରପୋର୍ଟ । ଅନ୍ତର୍ଜାତୀୟ ବିମାନବନ୍ଦର ନିକଟରେ ଖସିଲା ଡ୍ରୋନ । ଜଣେ ଭାରତୀୟଙ୍କ ସମେତ ୪ ଜଣ ଆହତ । ଦୁବାଇ ଅନ୍ତର୍ଜାତୀୟ ବିମାନବନ୍ଦର ଆକାଶମାର୍ଗରେ ଦୁଇଟି ସନ୍ଦିଗ୍ଧ ଡ୍ରୋନକୁ ପ୍ରତିରକ୍ଷା ବାହିନୀ ଦ୍ୱାରା ଗୁଳିକରି … Read More

ପଶ୍ଚିମ ଏସିଆ ପାଇଁ ଉଡ଼ାଣ ଭରିଲା ଏୟାର ଇଣ୍ଡିଆର ୫୮ ବିମାନ

ନୂଆଦିଲ୍ଲୀ : ଆମେରିକା-ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ୧୨ ଦିନରେ ପହଞ୍ଚିଲାଣି । ଏହି ଯୁଦ୍ଧ ଯୋଗୁଁ ପଶ୍ଚିମ ଏସିଆରେ ସ୍ଥିତି ବହୁତ ଉତ୍ତେଜନାପୂର୍ଣ୍ଣ ରହିଛି । ଏମିତିରେ ହଜାର ହଜାର ଭାରତୀୟ ପଶ୍ଚିମ ଏସିଆରେ ଫସିଛନ୍ତି । ଏହାରି ଭିତରେ … Read More

ପ୍ରଥମ ‘ଇଚ୍ଛାମୃତ୍ୟୁ’ ପାଇଁ ସୁପ୍ରିମକୋର୍ଟଙ୍କ ଅନୁମତି

ନୂଆଦିଲ୍ଲୀ : ପ୍ରଥମ ‘ଇଚ୍ଛାମୃତ୍ୟୁ’ ପାଇଁ ସୁପ୍ରିମକୋର୍ଟଙ୍କ ଅନୁମତି । ଭାରତରେ ପ୍ରଥମ ‘ଇଚ୍ଛାମୃତ୍ୟୁ’ ପାଇଁ ସୁପ୍ରିମକୋର୍ଟଙ୍କ ଅନୁମତି ଦେଇଛନ୍ତି । ୧୩ ବର୍ଷର ଯନ୍ତ୍ରଣାରୁ ମୁକ୍ତି ପାଇବେ ହରିଶ ରାଣା । ଭାରତର ସୁପ୍ରିମକୋର୍ଟ ଏକ ଯୁଗାନ୍ତକାରୀ ନିଷ୍ପତ୍ତି ଶୁଣାଇଛନ୍ତି । … Read More

କ୍ୟାବିନେଟରେ CAPF General Administration Bill କୁ ଅନୁମୋଦନ

ନୂଆଦିଲ୍ଲୀ : ସୁରକ୍ଷା ବଳରେ IPS ରାଜ। କେନ୍ଦ୍ର ସରକାର ଆଣିଲେ ନୂଆ ଆଇନ । କେନ୍ଦ୍ର କ୍ୟାବିନେଟ୍ ଏକ ଗୁରୁତ୍ୱପୂର୍ଣ୍ଣ ବିଲ୍ CAPF General Administration Bill କୁ ଅନୁମୋଦନ କରିଛନ୍ତି । ଏହି ନିଷ୍ପତ୍ତି ଦ୍ୱାରା CRPF, BSF, ITBP … Read More

ବିମାନ ଭଡା ବୃଦ୍ଧି ନେଇ ବିଜ୍ଞପ୍ତି ଜାରି କଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟ ଯୁଦ୍ଧ ପ୍ରଭାବରେ ମହଙ୍ଗା ହେବାରେ ଲାଗିଛି ବିମାନ ଇନ୍ଧନ । ପ୍ରଭାବରେ ବିଶ୍ବର ବିଭିନ୍ନ ପ୍ରାନ୍ତର ଏୟାରଲାଇନ୍ସ ଟିକଟ ମୂଲ୍ୟ ବଢ଼ାଇବା ଆରମ୍ଭ କରିଛନ୍ତି । ଭଡା ବୃଦ୍ଧି ନେଇ ଏୟାର ଇଣ୍ଡିଆ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି । … Read More

ପାକିସ୍ତାନରେ ଦୁଇ ସପ୍ତାହ ସ୍କୁଲ ବନ୍ଦ, ଦରମା ୨୫% ହ୍ରାସ

ନୂଆଦିଲ୍ଲୀ: ଇରାନ ବିରୋଧରେ ଆମେରିକା ଓ ଇସ୍ରାଏଲର ଯୁଦ୍ଧ ପାକିସ୍ତାନ ପାଇଁ ବଡ ବିପର୍ଯ୍ୟୟ ପାଲଟିଛି।  ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ଦେଶର ତୈଳ ସଂରକ୍ଷଣ ପାଇଁ ଅନେକ କଠୋର ପଦକ୍ଷେପ ଘୋଷଣା କରିଛନ୍ତି । ତେଲ ଏବଂ ଗ୍ୟାସ୍ ପାଇଁ … Read More

କୋଭିଡ ୧୯ ଭ୍ୟାକସିନ ଯୋଗୁଁ ମୃତ୍ୟୁ ହୋଇଥିଲେ ମିଳିବ କ୍ଷତିପୂରଣ

ନୂଆଦିଲ୍ଲୀ : କେନ୍ଦ୍ର ସରକାରଙ୍କୁ କୋଭିଡ ଭ୍ୟାକସିନ ଯୋଗୁଁ ହୋଇଥିବା ଗମ୍ଭୀର ସ୍ବାସ୍ଥ୍ୟ ସମସ୍ୟା କ୍ଷତି ପାଇଁ କ୍ଷତିପୂରଣ ନୀତି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ । ସୁପ୍ରିମକୋର୍ଟ କହିଛନ୍ତି, ଭ୍ୟାକସିନ୍ର କୁପ୍ରଭାବ ସମସ୍ତଙ୍କ ଉପରେ ପଡିଛି । ତେଣୁ ଏହାର ସଂଖ୍ୟା … Read More

ଚୀନ୍‌ରେ ଶକ୍ତିଶାଳୀ ଭୂମିକମ୍ପ

ନୂଆଦିଲ୍ଲୀ: ମଙ୍ଗଳବାର ଚୀନ୍‌ର ଜିନଜିଆଙ୍ଗ ପ୍ରଦେଶରେ ୪.୩ ତୀବ୍ରତାର ଭୂକମ୍ପ ଝଟକା ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ପକ୍ଷରୁ ମଙ୍ଗଳବାର ଦିନ ଏକ ବିବୃତ୍ତିରେ କୁହାଯାଇଛି। ଏନସିଏସ ଅନୁଯାୟୀ, ଭୂମିକମ୍ପ ୧୬୫ କିଲୋମିଟର ଗଭୀରତାରେ ହୋଇଥିଲା। ପୂର୍ବରୁ ମଧ୍ୟ … Read More

ଜର୍ମାନୀର ବିଶିଷ୍ଟ ଐତିହାସିକ ପଦ୍ମଶ୍ରୀ ହର୍ମାନ କୁଲକେଙ୍କ ପରଲୋକ

ନୂଆଦିଲ୍ଲୀ: ପଦ୍ମଶ୍ରୀ ହର୍ମାନ କୁଲକେଙ୍କ ପରଲୋକ । ଓଡ଼ିଶା ଇତିହାସର ଅନନ୍ୟ ଗବେଷକ ପ୍ରଫେସର ହର୍ମାନ କୁଲକେଙ୍କ ପରଲୋକ । ଜର୍ମାନୀର ବିଶିଷ୍ଟ ଇତିହାସକାର ତଥା ଓଡ଼ିଶା ସଂସ୍କୃତିର ଜଣେ ବଡ଼ ପ୍ରେମୀ ପ୍ରଫେସର ହର୍ମାନ କୁଲକେଙ୍କର ଦେହାନ୍ତ ହୋଇଛି । ଓଡ଼ିଶାର … Read More

ଇସ୍ରାଏଲ ଉପରେ ହୋଇଥାନ୍ତା ପରମାଣୁ ଆକ୍ରମଣ, ଖୁଲାସା କଲେ ଟ୍ରମ୍ପ

ନୂଆଦିଲ୍ଲୀ: ଇସ୍ରାଏଲରେ ହୋଇଥାନ୍ତା ପରମାଣୁ ଆକ୍ରମଣ । ବଡ଼ ଖୁଲାସା କରିଛନ୍ତି ଟ୍ରମ୍ପ ।  ଆମେରିକା ଓ ଇସ୍ରାଏଲ ଉପରେ ଭୟଙ୍କର ଆକ୍ରମଣ ହେବାକୁ ଥିଲା ବୋଲି ଟ୍ରମ୍ପ କହିଛନ୍ତି । ଆମେ ଆଗୁଆ ପଦକ୍ଷେପ ନେଇନଥିଲେ ସେମାନେ ଆମ ଉପରେ ଆକ୍ରମଣ … Read More