ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ବଢିଲା ଖାଇବା ତେଲ ଦର
ନୂଆଦିଲ୍ଲୀ:ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ ରୋଷେଇ ଘରେ ପଡ଼ିବା ଆରମ୍ଭ ହୋଇଛି । ବଜାରରେ ଖାଇବା ତେଲ ଦର ବୃଦ୍ଧି ହୋଇଛି। କିଛିଦିନ ତଳେ ରିଫାଇନ୍ ତେଲ ଲିଟର ୧୬୦ଟଙ୍କାରେ ବିକ୍ରି ହେଉଥିବାବେଳେ ଦୁଇଦିନ ହେଲା ଲିଟର ପିଛା ୧୭୦ଟଙ୍କାରେ ବିକ୍ରି ହେଉଛି। … Read More
