ଇସ୍ରାଏଲର ମିସାଇଲ ମାଡ଼ରେ ଜଳୁଛି ତେହେରାନର ତୈଳ ଡିପୋ
ନୂଆଦିଲ୍ଲୀ : ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ହେଉଛି ମହାଯୁଦ୍ଧ। ତେହେରାନ ଉପରେ ବର୍ଷୁଛି ମିସାଇଲ। ତେହେରାନର ତୈଳ ଡିପୋ ହୁହୁ ହୋଇ ଜଳୁଛି। ଇସ୍ରାଏଲର ମିସାଇଲ ମାଡ଼ରେ ଜଳୁଛି ତୈଳ ଡିପୋ । ଇରାନ ଉପରେ ଆମେରିକାର ସାମରିକ ଏବଂ କୂଟନୈତିକ ଚାପ … Read More
