ଡେଙ୍ଗୁ ଟିକାକୁ ମିଳିଲା ମଞ୍ଜୁରୀ

ନୂଆଦିଲ୍ଲୀ : ଡେଙ୍ଗୁ ବିରୋଧୀ ଅଭିଯାନରେ ଭାରତକୁ ବଡ଼ ସଫଳତା । ଭାରତକୁ ମିଳିଲା ପ୍ରଥମ ଡେଙ୍ଗୁ ଟିକା । ଜାପାନ ଟାକେଡା ଫାର୍ମା ପ୍ରସ୍ତୁତ ଟିକା ‘କ୍ୟୁଡେଙ୍ଗା’କୁ ମଞ୍ଜୁରୀ । ୪୩ ଦେଶ ପରେ ଭାରତରେ QDENGA ଟିକାକୁ ମିଳିଲା ସବୁଜ … Read More

ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ତ୍ରିପୁରା ଡିଜିପି ଅନୁରାଗ ଧନଖଡ଼

ତ୍ରିପୁରା : ତ୍ରିପୁରା ଡିଜିପି ଅନୁରାଗ ଧନଖଡ ରାଜ୍ୟ ପୋଲିସ ମୁଖ୍ୟାଳୟରେ ଜୀବନ ହାରିଛନ୍ତି । ଅଫିସ୍ କ୍ୟାବିନ ଭିତରୁ ମୃତଦେହ ଉଦ୍ଧାର କରାଯାଇଥିଲା । ଏହି ଘଟଣା ପରେ ତାଙ୍କୁ ତୁରନ୍ତ ଅଗରତାଲର ଜିବି ହସପିଟାଲରେ ଭର୍ତ୍ତି କରାଯାଇଥିଲ । କିନ୍ତୁ … Read More

ରାସ୍ତାକଡ଼ରେ ଫଟୋ ଉଠାଇବା ହେଲା କାଳ, ୫ ସାଙ୍ଗଙ୍କୁ ଚାପିଦେଲା ଅଜଣା ଗାଡ଼ି

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶ ନରସିଂହପୁର ଜିଲ୍ଲାରେ ପିକନିକରୁ ଫେରୁଥିବା ୫ ସାଙ୍ଗକୁ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ହୋଇଛି । ଘଟଣାରେ ଜଣେ ଆହତ ହୋଇଛନ୍ତି । ଏମାନେ ସମସ୍ତେ ପିକନିକ୍ କରି ଫେରୁଥିବା ବେଳେ ହାଇୱେ କଡ଼ରେ ଗାଡ଼ି ରଖି ଫଟୋ ଉଠାଉଥିବା … Read More

କକ୍ରୋଚ୍ ପାର୍ଟିର ‘ସଂସଦ ଚଲୋ’ ମାର୍ଚ୍ଚ, ପ୍ରଦର୍ଶନକାରୀଙ୍କ ଉପରକୁ ପୋଲିସର ଲାଠିଚାର୍ଜ

ନୂଆଦିଲ୍ଲୀ: ସୋମବାର ଦିନ କକ୍ରୋଚ୍ ଜନତା ପାର୍ଟି ସଂସଦ ଅଭିମୁଖେ ଏକ ପଦଯାତ୍ରା ଆୟୋଜନ କରିଥିଲା। କିନ୍ତୁ, ପଦଯାତ୍ରା ଆରମ୍ଭ ହେବା ମାତ୍ରେ ବିଶୃଙ୍ଖଳା ସୃଷ୍ଟି ହୋଇଥିଲା। ପ୍ରଦର୍ଶନକାରୀଙ୍କ ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ ପୋଲିସ ଲାଠିଚାର୍ଜ ମଧ୍ୟ କରିଥିଲା। ଜନ୍ତର … Read More

ଅନଶନ ଭାଙ୍ଗିବା ପାଇଁ ୩ ସର୍ତ୍ତ ରଖିଲେ ୱାଙ୍ଗଚୁକ୍, ହସପିଟାଲରୁ ଆସିଲା ହାତ ଲେଖା ଚିଠି

ନୂଆଦିଲ୍ଲୀ : ଅନଶନ ଭାଙ୍ଗିବା ପାଇଁ ତିନି ସର୍ତ୍ତ ରଖିଛନ୍ତି ଶିକ୍ଷାବିତ ସୋନମ୍ ଓ୍ୱାଙ୍ଗଚୁକ୍ । ଦୀର୍ଘ ୨୦ ଦିନରୁ ଅଧିକ ସମୟ ଧରି ଆମରଣ ଅନଶନରେ ରହିବା ପରେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ୱାଙ୍ଗଚୁକ୍ । ସୋନମ ଅନଶନ ଭାଙ୍ଗିବାକୁ ଆଜି … Read More

ବିରୋଧୀଙ୍କ ହଟ୍ଟଗୋଳ ପାଇଁ ଚାଲି ପାରୁନି ସଂସଦ, ଦିନକ ପାଇଁ ରାଜ୍ୟସଭାକୁ ମୁଲତବି ଘୋଷଣା

ନୂଆଦିଲ୍ଲୀ: ସଂସଦର ମୌସୁମୀ ଅଧିବେଶନର ପ୍ରଥମ ଦିନରେ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ କାରଣରୁ ରାଜ୍ୟସଭାକୁ ଦିନକ ପାଇଁ ମୁଲତବି ଘୋଷଣା କରାଯାଇଛି। ଆସନ୍ତାକାଲି ଦିନ ୧୧ ଟାରେ ଚାଲିବ ପୁଣି ଚାଲିବ ଗୃହ। ସେପଟେ ଲୋକସଭା ପୁଣି ଥରେ ଅପରାହ୍ନ ୩ଟା … Read More

ଗୁୟାନାରେ ନୌକା ଦୁର୍ଘଟଣା, ୧୩୩ ଯାତ୍ରୀଙ୍କ ମଧ୍ୟରୁ ୬୭ ଉଦ୍ଧାର

ନୂଆଦିଲ୍ଲୀ: ଦକ୍ଷିଣ ଆମେରିକାର ଗୁୟାନା ଦେଶରେ ଏକ ବଡ଼ ନୌକା ଦୁର୍ଘଟଣା ଘଟିଛି । ୧୩୩ ଜଣ ଯାତ୍ରୀ ନେଇ ଯାଉଥିବା ‘ଏମଭି ବାରିମା’ ନାମକ ନୌକା ସମୁଦ୍ରରେ ଓଲଟିଯାଇଛି । ଅଧିକାରୀମାନଙ୍କ କହିବା ଅନୁସାରେ, ୬୭ ଜଣଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି … Read More

ନାଗାଲାଣ୍ଡରେଭୂସ୍ଖଳନ, ୮ ମୃତ, ୧୨ ରୁ ଅଧିକ ଆହତ

ନୂଆଦିଲ୍ଲୀ : ନାଗାଲାଣ୍ଡରେ ଭୟଙ୍କର ଭୂସ୍ଖଳନ । ନାଗାଲାଣ୍ଡର ମୋନ୍ ଜିଲ୍ଲାରେ ଭୂସ୍ଖଳନ ଯୋଗୁଁ ୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ ରୁ ଅଧିକ ଆହତ ହୋଇଛନ୍ତି। ଲଗାତର ବର୍ଷା ଯୋଗୁଁ ଜିଲ୍ଲାର ବିଭିନ୍ନ ସ୍ଥାନରେ ଭୟାବହ ଭୂସ୍ଖଳନ ହୋଇଛି। … Read More

ସଂସଦରେ ଆସିବ ୭ ବିଲ୍, ବଦଳିବ ଅନେକ ନିୟମ

ନୂଆଦିଲ୍ଲୀ: ସଂସଦରେ ଆସିବ ୭ଟି ବଡ଼ ବିଲ୍ । ବଦଳିଯିବ ଅନେକ ନିୟମ । UGC ଏବଂ AICTE ଇତିହାସ ହେବ? ଶିକ୍ଷା ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ପାଇଁ ଆସୁଛି ମେଗା ବିଲ୍! । ଆସନ୍ତାକାଲିଠାରୁ ଆରମ୍ଭ ହେବାକୁ ଥିବା ସଂସଦର ମୌସୁମୀ … Read More

ଡାକ୍ତରଖାନାରୁ ସୋନମଙ୍କ ପ୍ରଥମ ବାର୍ତ୍ତା, ପୁଲିସ ଦ୍ବାରା ଚିକିତ୍ସାଳୟ ସ୍ଥାନାନ୍ତରକୁ ‘ବେଆଇନ ଅଟକ’ ଅଭିହିତ କଲେ

ନୂଆଦିଲ୍ଲୀ: ଦିଲ୍ଲୀର ଯନ୍ତର ମନ୍ତର ପ୍ରତିବାଦ ସ୍ଥଳରୁ ସଫଦରଜଙ୍ଗ ଡାକ୍ତରଖାନାକୁ ସ୍ଥାନାନ୍ତରିତ ହେବା ପରେ ସାମାଜିକ କର୍ମୀ ସୋନମ  ନିଜ ସମର୍ଥକମାନଙ୍କ ଉଦ୍ଦେଶ୍ୟରେ ପ୍ରଥମ ବାର୍ତ୍ତା ଜାରି କରିଛନ୍ତି। ଆସନ୍ତାକାଲି (ସୋମବାର) ‘କକ୍ରୋଚ୍ ଜନତା ପାର୍ଟି’ (ସିଜେପି) ପକ୍ଷରୁ ଆୟୋଜିତ ହେବାକୁ ଥିବା … Read More