ଆୟୋତଲା ଅଲ୍ଲୀ ଖାମେନେଇଙ୍କ ମୃତ୍ୟୁ, ଇରାନରେ ୪୦ ଦିନିଆ ରାଷ୍ଟ୍ରୀୟ ଶୋକ
ଇରାନ : ଇରାନର ସର୍ବୋଚ୍ଚ ନେତା ଆୟୋତଲା ଅଲ୍ଲୀ ଖାମେନେଇଙ୍କ ମୃତ୍ୟୁ ନେଇ ସ୍ପଷ୍ଟ କରିଛି ଇରାନ । ଆମେରିକା ଓ ଇସ୍ରାଏଲର ଏୟାର ଷ୍ଟ୍ରାଇକରେ ଖାମେନେଇଙ୍କ ସମେତ ତାଙ୍କ ଜ୍ୱାଇଁ, ଝିଅ ଏବଂ ପତ୍ନୀଙ୍କ ମୃତ୍ୟୁ ହୋଇଥିବା ଇରାନର ପକ୍ଷରୁ କୁହାଯାଇଛି … Read More
