ନାଗପୁର SBL କମ୍ପାନୀରେ ବିସ୍ଫୋରଣ, ୧୫ ମୃତ
ମହାରାଷ୍ଟ୍ର : ମହାରାଷ୍ଟ୍ରର ନାଗପୁର ଜିଲ୍ଲାରେ ଏକ ଭୟଙ୍କର ବିସ୍ଫୋରଣ ଘଟିଛି । ଯେଉଁଥିରେ ୧୫ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି । ନାଗପୁରର କାଟୋଲ ତାଲୁକାରେ ଥିବା SBL କମ୍ପାନୀରେ ଏହି ଭୟଙ୍କର ବିସ୍ଫୋରଣ ଘଟିଛି । ଆଗକୁ ମୃତ୍ୟୁସଂଖ୍ୟା ବଢିପାରେ ବୋଲି … Read More
