ରାଞ୍ଚି-ଦିଲ୍ଲୀ ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ୭ ମୃତ
ନୂଆଦିଲ୍ଲୀ: ଆକାଶରେ ମର୍ମନ୍ତୁଦ ଦୁର୍ଘଟଣା । ରାଞ୍ଚି-ଦିଲ୍ଲୀ ଏୟାର ଆମ୍ବୁଲାନ୍ସ କ୍ରାସ, ୭ ମୃତ । ଝାଡ଼ଖଣ୍ଡର ଚାତ୍ରା ଜିଲ୍ଲା ସିମରିଆ ନିକଟସ୍ଥ ଏକ ଘଞ୍ଚ ଜଙ୍ଗଲରେ ଏହି ବଡ଼ ଧରଣର ବିମାନ ଦୁର୍ଘଟଣା ଘଟିଛି । ରାଞ୍ଚିରୁ ଦିଲ୍ଲୀ ଯାଉଥିବା ଏୟାରଆମ୍ବୁଲାନ୍ସ … Read More
