ମାଗଣା ଯୋଜନା ନେଇ ତାମିଲନାଡ଼ୁ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ତୀବ୍ର ଭର୍ତ୍ସନା
ନୂଆଦିଲ୍ଲୀ: ନିର୍ବାଚନ ପୂର୍ବରୁ ରାଜ୍ୟ ରାଜକୋଷ ଉପରେ ଚାପ ପକାଉଥିବା ଭଳି ମାଗଣା ଯୋଜନା (ଫ୍ରିବିଜ୍) ଘୋଷଣା କରିବା ଓ ପ୍ରତ୍ୟକ୍ଷ ନଗଦ ହସ୍ତାନ୍ତରକୁ ନେଇ ବିଭିନ୍ନ ରାଜ୍ୟର ରାଜନୈତିକ ଦଳଗୁଡ଼ିକୁ ସୁପ୍ରିମକୋର୍ଟ ତୀବ୍ର ସମାଲୋଚନା କରିଛନ୍ତି। ସୁପ୍ରିମକୋର୍ଟ ଡିଏମକେ ସରକାର … Read More
