ଆସନ୍ତାକାଲି ଶ୍ରୀମନ୍ଦିରରେ ଦର୍ଶନ ପରେ ରୋଡ ସୋ କରିବେ ମୋଦି, ନିୟୋଜିତ ହେବେ ୬୩ ପ୍ଲାଟୁନ୍ ଫୋର୍ସ

ପୁରୀ : ଆଜି ଆସୁଛନ୍ତି ପ୍ରଧାନମନ୍ତ୍ରୀ । ଆସନ୍ତାକାଲି ପୁରୀରେ ରୋଡ ସୋ କରିବେ ମୋଦି । ସକାଳ ୬ଟା ୩୦ରୁ ୭ଟା ମଧ୍ୟରେ ହେଲିପ୍ୟାଡରେ ପହଞ୍ଚିବେ । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ୬୩ ପ୍ଲାଟୁନ୍ ଫୋର୍ସ ନିୟୋଜିତ ହେବେ । ମୋଦିଙ୍କ ପୁରୀ … Read More

ପଦ୍ମ ଧରିଲେ ସମୀର ରଞ୍ଜନ ଦାଶ, ଆଜି ବିଜେଡିରୁ ଦେଇଥିଲେ ଇସ୍ତଫା

ଭୁବନେଶ୍ୱର : ବିଜେପିରେ ମିଶିଲେ ସମୀର ରଞ୍ଜନ ଦାଶ । ସକାଳୁ ସକାଳୁ ବିଜେଡି ଛାଡିଥିଲେ ସମୀର ଦାଶ । ଦଳର ନିଷ୍ପତ୍ତିରେ ଅସନ୍ତୁଷ୍ଟ ହୋଇ ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ପଠାଇଥିଲେ ଇସ୍ତଫା ପତ୍ର । ଟିକେଟ ନମିଳିବା ନେଇ ଥିଲେ ଅସନ୍ତୁଷ୍ଟ । … Read More

ପୁଣି ଓଡ଼ିଶା ଆସିବେ ରାହୁଲ ଓ ମଲ୍ଲିକାର୍ଜୁନ ଖଡ୍‌ଗେ

ଭୁବନେଶ୍ବର: ପୁଣି ଓଡ଼ିଶା ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ।କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେ ମଧ୍ୟ ଓଡ଼ିଶା ଆସିବେ । ୩ ଦିନ ଧରି ଓଡିଶାରେ ପ୍ରଚାର କରିବେ କଂଗ୍ରେସ ନେତା । ୨୬, ୨୭ ଓ ୨୮ତାରିଖରେ ନିର୍ବାଚନୀ … Read More

ଆଗ ନିଷ୍ପତ୍ତି ନିଅନ୍ତୁ, ତା’ପରେ କେଉଁ ରାଜ୍ୟକୁ ଏକ ନମ୍ୱର କରିବେ କହିବେ: ପାଣ୍ଡିଆନ

ଅନୁଗୋଳ: ବିରୋଧୀ ନେତାମାନେ ମିଛ କଥା କହୁଛନ୍ତି, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି । ପ୍ରଧାନମନ୍ତ୍ରୀ ଆସି କହୁଛନ୍ତି ଓଡ଼ିଶାକୁ ଏକ ନମ୍ୱର କରିବେ । ଦୁଇ ଜଣ ମୁଖ୍ୟମନ୍ତ୍ରୀ ମଧ୍ୟ ଆସି କହୁଛନ୍ତି, ଓଡ଼ିଶାକୁ ଏକ ନମ୍ବର କରିବେ । ପ୍ରଥମେ … Read More

ଗଙ୍ଗାଧର ମେହେରଙ୍କୁ ସନ୍ଥ କବି, ଭୀମ ଭୋଇଙ୍କୁ କେବଳ କବି କହି ସମ୍ବୋଧନ କଲେ ପାଣ୍ଡିଆନ

ସମ୍ବଲପୁର: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ସରିଛି । ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନୀ ପ୍ରଚାର ପାଇଁ ଜୋରସୋରରେ ଲାଗିପଡିଛନ୍ତି ସମସ୍ତ ଦଳ । ଏହା ମଧ୍ୟରେ ଆଜି ସମ୍ବଲପୁରରେ ଜନସଭାକୁ ସମ୍ବୋଧିତ କରିବା ବେଳେ ଏମିତି କିଛି ଭୁଲ ଭଟକା କଥା … Read More

ବିଜେପିରୁ ବହିଷ୍କୃତ ହେଲେ ବିଜୟ ମହାପାତ୍ରଙ୍କ ସହ ସାରଦା ଓ ରାକେଶ

ଭୁବନେଶ୍ବର: ବିଜେପିରୁ ବହିଷ୍କୃତ ହେଲେ ତିନି ବରିଷ୍ଠ ନେତା । ଦଳ ବିରୋଧୀ କାର୍ଯ୍ୟ ଓ ଅନୁଶାସନ ଭଙ୍ଗ ଅଭିଯୋଗରେ ବରିଷ୍ଠ ନେତା ବିଜୟ ମହାପାତ୍ରଙ୍କ ସହ ଶାରଦା ପ୍ରଧାନ ଓ ରାକେଶ ମଲ୍ଲିକଙ୍କୁ ମଧ୍ୟ ବହିଷ୍କୃତ କରାଯାଇଥିବା ସୂଚନା ରହିଛି … Read More

ଓଡ଼ିଶାରେ ଏବେବି ୨୭ ଲକ୍ଷ ପରିବାରଙ୍କୁ ପକ୍କା ଘର ମିଳିପାରି ନାହିଁ: ଅମିତ ଶାହ

ରାଉରକେଲା: ଆବାସ ଯୋଜନାରେ ମୋଦୀ ସରକାର ଦେଶର ୪ କୋଟି ପରିବାରଙ୍କୁ ପକ୍କା ଘର ଦେଇଛନ୍ତି। ଏହି ଯୋଜନା  ଓଡ଼ିଶାରେ ଠିକ୍‌ ଭାବେ ବ୍ୟବହାର ହୋଇପାରି ନାହିଁ। ଓଡ଼ିଶାରେ ଏବେବି ୨୭ ଲକ୍ଷ ପରିବାରକୁ ପକ୍କା ଘର ମିଳିପାରି ନାହିଁ। ସେହିପରି … Read More

ବିଜେଡି ସରକାର ଜୁଲାଇ ମାସରୁ ବିଜୁଳି ମାଗଣା ଦେବ : ମୁଖ୍ୟମନ୍ତ୍ରୀ

ସମ୍ବଲପୁର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସମ୍ୱଲପୁର ଠାରେ ସାଂସଦ ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ ଏବଂ ବିଧାୟକ ପ୍ରାର୍ଥୀ ରୋହିତ ପୁଜାରୀଙ୍କ ପାଇଁ ନିର୍ବାଚନ ପ୍ରଚାର କରିଛନ୍ତି । ଏହି ସମୟରେ ବିରୋଧୀଙ୍କ ଉପରେ ବର୍ଷିଛନ୍ତି ନବୀନ । ଏହା … Read More

ବିଜେଡି ରାଜ୍ୟ ଯୁବ ସାଧାରଣ ସମ୍ପାଦକଙ୍କ ସହ ବହୁ ସମର୍ଥକ ବିଜେପିରେ ଯୋଗଦେଲେ

ଭୁବନେଶ୍ୱର: ଆଜି ରାଜ୍ୟ କାର୍ଯ୍ୟାଳୟରେ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଯାଜପୁର ଜିଲ୍ଲା କୋରେଇ ନିର୍ବାଚନ ମଣ୍ଡଳୀର ବିଜେଡି ରାଜ୍ୟ ଯୁବ ସାଧାରଣ ସମ୍ପାଦକ ପ୍ରୀତିରଞ୍ଜନ ସାହୁ ନିଜ ଶତାଧିକ ସମର୍ଥକଙ୍କ ସହ ବିଜେପିରେ ଆନୁଷ୍ଠାନିକଭାବେ ଯୋଗ ଦେଇଛନ୍ତି … Read More

୧୯ ତାରିଖ ସନ୍ଧ୍ୟାରେ ଆସୁଛନ୍ତି ମୋଦି, ୨୦ରେ ପୁରୀରେ କରିବେ ରୋଡ଼ ଶୋ

ଭୁବନେଶ୍ୱର : ପୁଣି ଓଡ଼ିଶା ଆସୁଛନ୍ତି ନିର୍ବାଚନ ପ୍ରଚାରରେ ମୋଦି। ଏହା ମୋଦୀଙ୍କ ତୃତୀୟ ଓଡ଼ିଶା ଗସ୍ତ। 19 ତାରିଖ ସନ୍ଧ୍ୟାରେ ମୋଦି ସ୍ଵତନ୍ତ୍ର ବିମାନରେ ସନ୍ଧ୍ୟା 6.30 ମିନିଟରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନ ବନ୍ଦରରେ ପହଞ୍ଚିବେ । ସନ୍ଧ୍ୟା … Read More