ବିଜେଡି ବସା ଖାଲି ହୋଇଯିବ : ଅରବିନ୍ଦ ଢାଲି

‘‘ବିଜେଡିର ବସା ଖାଲି ହୋଇଯିବ। ଭବିଷ୍ୟତରେ ବିଜେଡି ରହିବନି, ଚାହିଁଲେ ବି ରଖିପାରିବେନି। ଦଳରେ ଥିବା ନେତାଙ୍କ ମଧ୍ୟରେ ଯୁଦ୍ଧ ଚାଲିବ, ଦଳ ଖଣ୍ତବିଖଣ୍ଡ ହୋଇଯିବ।” ରାଜ୍ୟସଭା ଓ ବିଜେଡିରୁ ଇସ୍ତଫା ଦେଇଥିବା ମମତା ମହାନ୍ତ ବିଜେପିରେ ମିଶିବା ପରେ ଏପରି ଢଙ୍ଗରେ ବିଜେଡିକୁ … Read More

ବିଜେପିରେ ମମତା ଯୋଗ ଦେବା ପରେ ବିଜେଡି-ବିଜେପି ମଧ୍ୟରେ ତୁ ତୁ ମେଁ ମେଁ

ଭୁବନେଶ୍ୱର: ଗତକାଲି ବିଜେଡି ଦଳ ସହ ରାଜ୍ୟସଭା ପଦରୁ ଇସ୍ତଫା ଦେଇଥିଲେ ସାଂସଦ ମମତା ମହାନ୍ତ | ଆଜି ସେ ବିଜେପିରେ ଯୋଗ ଦେବା ପରେ କହିଛନ୍ତି ଯେ ବିଜୁ ଜନତା ଦଳରେ ମୋର ଆବଶ୍ୟକତା ପଡୁନି | ସେଥିପାଇଁ ଲୋକଙ୍କ … Read More

ସଂସଦୀୟ ବ୍ୟାପାର ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବଙ୍କୁ ନେଇ ପ୍ରଶ୍ନ ଉଠାଇଲେ ପ୍ରମିଳା ମଲ୍ଲିକ

ଭୁବନେଶ୍ବର: ଶୂନ୍ୟକାଳରେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ  ଶୂନ୍ୟକାଳରେ ସଙ୍ଗୀନ ଅଭିଯୋଗ ଉଠାଇଛନ୍ତି। ସଂସଦୀୟ ବ୍ୟାପାର ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବଙ୍କୁ ନେଇ ସରକାରଙ୍କୁ ଉଠାଇଲେ ପ୍ରଶ୍ନ। ସେ କହିଛନ୍ତି, ଜଣେ ଅଧିକାରୀଙ୍କ ବିରୋଧରେ ଭିଜିଲାନ୍ସ ମାମଲାର ତଦନ୍ତ ଚାଲିଥିବା … Read More

ଇସ୍ତଫା ଦେଲେ ରାଜ୍ୟସଭା ସାଂସଦ ମମତା ମହାନ୍ତ

ଭୁବନେଶ୍ବର : ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେଡି ସାଂସଦ ମମତା ମହାନ୍ତ। ମମତାଙ୍କ ଇସ୍ତଫା ନେଇ ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନକଡ଼ ସୂଚନା ଦେଇଛନ୍ତି। ୨୦୨୦ରେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ ମମତା। କୁଡ଼ୁମୀ ସଂପ୍ରଦାୟର ଟାଣୁଆ ନେତ୍ରୀ ମମତା ମହାନ୍ତ ପରିତିଚ ଥିଲେ। … Read More

ବଜେଟ୍‌ ଆଲୋଚନାରେ ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କଲେ ନବୀନ

ଭୁବନେଶ୍ବର: ବଜେଟ ଆଲୋଚନାରେ ଭାଗ ନେଇ ରାଜ୍ଯ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ପ୍ରଥମେ ସେ କଟାକ୍ଷ କରି କହିଛନ୍ତି-ନୂଆ ସରକାରକୁ ଧନ୍ଯବାଦ ଯେ, ବିଜେଡି ସରକାରର ୮୦% ରୁ ଅଧିକ ଯୋଜନାକୁ ଆପଣେଇଛନ୍ତି … Read More

‘ଆମ ଓଡ଼ିଶା ନବୀନ ଓଡ଼ିଶା’ ଯୋଜନା ନିର୍ବାଚନ ଜିତିବା ପାଇଁ ହୋଇଥିଲା: ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ

ଭୁବନେଶ୍ବର: ପୂର୍ବ ସରକାରଙ୍କ ଯୋଜନାର ନା ବଦଳିବା ନେଇ ଗୃହରେ ଉଦବେଗ। ଶୂନ୍ୟକାଳରେ ପ୍ରସଙ୍ଗ ଉଠାଇ ଉଦବେଗ ପ୍ରକାଶ କରିଛନ୍ତି ବିଜେଡି ବିଧାୟକ ଗଣେଶ୍ୱର ବେହେରା। ଗଣେଶ୍ୱର ବେହେରା କହିଛନ୍ତି ସରକାର ବଦଳିବା ପରେ ୩୧୪ ବ୍ଲକର ବିକାଶ କାର୍ଯ ଠପ … Read More

ଆରମ୍ଭରୁ ବିଜେଡି ହଟ୍ଟଗୋଳ କରି ଖରାପ ପରମ୍ପରା ସୃଷ୍ଟି କରିଛି: ବାବୁ ସିଂହ

ଭୁବନେଶ୍ବର: ଆଜି ବିଧାନସଭା ବଜେଟ୍ ଅଧିବେଶନର ତୃତୀୟ ଦିନରେ ବି ହଟ୍ଟଗୋଳକୁ ନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି ବିଜେପି ବିଧାୟକ ବାବୁ ସିଂହ। ଗୃହ ବାହାରେ ବିଜେଡି ଗୃହ ଚଳାଇ ଦେଉ ନ ଥିବା ଅଭିଯୋଗ କରି କାଉଣ୍ଟର କରି … Read More

ପାଣ୍ଡିଆନଙ୍କୁ ନେଇ ଜାତୀୟ ଗଣମାଧ୍ୟମର ତଥ୍ୟ ମିଥ୍ୟା: ନବୀନ

ଭୁବନେଶ୍ୱର: ଭିକେ ପାଣ୍ଡିଆନଙ୍କ ସପକ୍ଷରେ ପୁଣି ବାହାରିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଇଂରାଜୀ ଖବରକାଗଜରେ ପାଣ୍ଡିଆନ ଓ ବିଜେଡିକୁ ନେଇ ପ୍ରକାଶିତ ଖବରକୁ ଖଣ୍ଡନ କରିଛନ୍ତି ନବୀନ । ଗତ କେଇ ସପ୍ତାହ ଧରି ଜଣେ କେନ୍ଦ୍ରମନ୍ତ୍ରୀଙ୍କ ସହାୟତାରେ ଅମିତ … Read More

ଓଡ଼ିଆ ଅସ୍ମିତା ପ୍ରସଙ୍ଗକୁ ନେଇ ବର୍ଷିଲେ ବିରୋଧୀ

ଭୁବନେଶ୍ୱର: ଓଡ଼ିଆ ଅସ୍ମିତା ପ୍ରସଙ୍ଗ ଏବଂ ରାଜ୍ୟପାଳଙ୍କ ପୁଅ ଏଏସଓଙ୍କୁ ମାଡ ମାରିବା ଘଟଣାକୁ ନେଇ ଗୃହ ତ୍ୟାଗ କରିଛନ୍ତି ବିରୋଧୀ ବିଜେଡି ଓ କଂଗ୍ରେସ । ଏହି ପ୍ରସଙ୍ଗରେ ବିରୋଧୀ ଦଳ ଉପ ମୁଖ୍ୟ ସଚେତକ ପ୍ରତାପ ଦେବ କହିଛନ୍ତି … Read More

ବିଜେଡିର ୧୬ ଜଣିଆ ନୂଆ ମିଡିଆ ଟିମ୍

ଭୁବନେଶ୍ବର: ନୂଆ ମିଡିଆ ଟିମ୍ ଘୋଷଣା କରିଛି ବିଜେଡି। ଦଳ ପକ୍ଷରୁ ୧୬ ଜଣିଆ ମିଡିଆ ଟିମ୍ ଘୋଷଣା କରାଯାଇଛି। ତେବେ ନୂଆ କରି ଘୋଷଣା କରାଯାଇଥିବା ଏହି ଟିମରେ ପ୍ରଶାନ୍ତ ମୁଦୁଲିଙ୍କ ସହ ବ୍ୟୋମକେଶ ରାୟ, ସୁବାସ ସିଂ, ଗୌତମ … Read More