ବିଜେଡି କର୍ପୋରେଟରଙ୍କ କଳିରେ ବାଜିଲା ଛାଟ, ମୁହଁ ନ ଖୋଲିବାକୁ ତାଗିଦ
ଭୁବନେଶ୍ୱର : ଭୁବନେଶ୍ୱର ବିଜେଡିରେ ଆରମ୍ଭ ହୋଇଥିବା ରାଜନୀତିକ ଡ୍ରାମା ଦଳୀୟ ସଂଗଠନକୁ ଭାରି ପଡ଼ିଛି। ଆଭ୍ୟନ୍ତରୀଣ କନ୍ଦଳ ନ ଥମିବାରୁ ହସ୍ତକ୍ଷେପ କରିଛନ୍ତି ଭୁବନେଶ୍ୱର ବିଜେଡ଼ି ସଭାପତି ତଥା ଉତ୍ତର ଭୁବନେଶ୍ୱର ବିଧାୟକ ସୁଶାନ୍ତ ରାଉତ। ବିଜେଡି କର୍ପୋରେଟରଙ୍କ କଳି … Read More