ଓଡିଶାରେ ଆରମ୍ଭ ହେଲା ବିଜେପି ସରକାର: ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ମାଝୀ
ଭୁବନେଶ୍ବର: ଓଡ଼ିଶାରେ ପ୍ରଥମଥର ପାଇଁ ବିଜେପି ସରକାର ଗଠନ କରିବାକୁ ଯାଉଛି । ଏନେଇ ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ମୋହନ ଚରଣ ମାଝୀ । ରାଜ୍ୟପାଳ ରଘୁବର ଦାସ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି … Read More